ବିଶ୍ୱ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ ଉପରେ ପିଙ୍ଗିଲେ ସୁପ୍
ଫ୍ରାନ୍ସରେ କୃଷକଙ୍କ ବିରୋଧ ପ୍ରଦର୍ଶନ ମଧ୍ୟରେ ଲୁଭ୍ରେ ସଂଗ୍ରହାଳୟରେ ଏକ ଅଜବ ଘଟଣା ଘଟିଛି । ଏଠାରେ ପରିବେଶ ପାଇଁ କାମ କରୁଥିବା ଦୁଇ କାର୍ଯ୍ୟକର୍ତ୍ତା ବିଶ୍ୱ ପ୍ରସିଦ୍ଧ ମୋନାଲିସା ପେଣ୍ଟିଂ ଉପରେ ସୁପ୍ ଫିଙ୍ଗିଥିଲେ । ପେଣ୍ଟିଂକୁ ବୁଲେଟ୍ ପ୍ରୁଫ୍…