ଉଭୟ ଓପିଡି ଓ ଆଇପିଡିରେ ରହିବ ରୋଗୀଙ୍କ ୟୁନିକ୍ ଆଇଡି
କଟକ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏବଂ ସ୍ପଷ୍ଟ ହସ୍ତାକ୍ଷରରେ ରୋଗୀଙ୍କୁ ଡାକ୍ତରଙ୍କ ପ୍ରେସକ୍ରିପସନ୍ ଦିଆଯିବାକୁ ନେଇ ଚିନ୍ତା ବଢିଛି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ବି ନିର୍ଦ୍ଦେଶନାମା ଜାରି କରାଯାଇଛି। କିନ୍ତୁ ଅନେକ ଡାକ୍ତର ସ୍ପଷ୍ଟ ଅକ୍ଷରରେ ପ୍ରେସକ୍ରିପସନ୍ ଲେଖୁଥିବା…