Month: January 2024

କାନ୍ଥ ଭାଙ୍ଗି ଘରେ ପଶିଲା ଦନ୍ତା; ୨ମହିଳାଙ୍କୁ କଚାଡି ମାରିଲା

ଦେବଗଡ଼ : ଅନ୍ଧାର ରାତିରେ କାନ୍ଥ ଭାଙ୍ଗି ଘରେ ପଶିଲା ଦନ୍ତା। ଶୁଣ୍ଢରେ ଉଠାଇ ମହିଳା ଦୁଇ ଜଣଙ୍କୁ କଚାଡି ମାରିଲା। ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଗତ ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମୃତକ ମହିଳା ଦ୍ୱୟ…

ଆରମ୍ଭ ହେଲା ଆଦିବାସୀ ମେଳା; ପଡ଼ିଛି ୧୦୯ ଷ୍ଟଲ୍

ଭୁବନେଶ୍ୱର : ଭୁବନେଶ୍ୱରରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସ ମାଧ୍ୟମରେ ଉଦଘାଟନ କରିଥିଲେ। ଆଦିବାସୀ ମେଳାରେ ୧୦୯ ଷ୍ଟଲ୍ ଲାଗିଥିବା ବେଳେ ମେଳାରେ ମୁଖ୍ୟ ଆକର୍ଷଣ ସାଜିଛି ୧୦ଟି ଜନଜାତିଙ୍କ ଘର। ବିଶେଷକରି ଜନଜାତି…

ବଡ ସାଇବର କ୍ରାଇମ ଗ୍ୟାଙ୍ଗର ପର୍ଦାଫାଶ କଲା ରାଉରକେଲା ପୁଲିସ

ରାଉରକେଲା: ରାଉରକେଲା ପୁଲିସ ଆଜି ଏକ ବଡ ସାଇବର କ୍ରାଇମର ପର୍ଦାଫାଶ କରିଛି | କ୍ରିପଟୋ କରେନସି ନାଁ ରେ ଦୀର୍ଘ ଦିନରୁ ଚଳେଇଥିଲେ ଅନଲାଇନରେ ଫ୍ରଡ଼ କାରବାର ଚାଲିଥିବାବେଳେ ଆଜି ପୁଲିସ ଏହି ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରିଛି |…

ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଓଡିଶା ପାଇଁ ପ୍ରଭାରୀ ଓ ସହ ପ୍ରଭାରୀ ନିଯୁକ୍ତ କଲା ବିଜେପି

ନୂଆଦିଲ୍ଲୀ/ଭୁବନେଶ୍ୱର: ଲୋକସଭା ନିର୍ବାଚନ ପାଇଁ ଏବେ ବିଜେପି ଏହାର ରଣନୀତି ପ୍ରସ୍ତୁତ କରୁଥିବାବେଳେ ଆଜି ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହ ପ୍ରଭାରୀଙ୍କ ନାମ ଘୋଷଣା କରିଛି | ଓଡ଼ିଶାର ପ୍ରଭାରୀ ଭାବେ ରାଜ୍ୟସଭା ସାଂସଦ ବିଜୟପାଲ ସିଂହ ତୋମାରଙ୍କୁ…

ବିଜେପି ଓବିସି ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ବିଜେପି ଓବିସି ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ। ଭୁବନେଶ୍ୱର ମଞ୍ଚେଶ୍ୱରରେ ବସିଛି ବୈଠକ। ତିନୋଟି ପର୍ଯ୍ୟାୟରେ ବସିବ ବୈଠକ। ବିଜେପି ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୂରଥ ବିଶ୍ଵାଳ, ପୂର୍ବତନ ସଭାପତି ସମୀର ମହାନ୍ତି ଏବଂ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର…

ଟ୍ରକ୍‌ ଧକ୍କାରେ ବାଇକ୍‌ ଆରୋହୀ ଦଂପତିଙ୍କ ମୃତ୍ୟୁ

ରାଉରକେଲା: ବାଇକ୍‌ ଆରୋହୀ ଦଂପତିଙ୍କ ଉପରେ ଦ୍ରୁତଗାମୀ ଟ୍ରକ୍‌ ଚଢ଼ିଯାଇଛି। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅଧୀନ ଉପରବାହାଲ ନିକଟରେ ଆଜି ଅପରାହ୍‌ଣରେ ଏଭଳି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି ହେଲେ ହାତୀବାହାଳ ଗ୍ରାମ ପ୍ରଦୀପ ମୁଣ୍ଡା ଓ ତାଙ୍କର ସ୍ତ୍ରୀ।…

ନିର୍ମାଣ ଶ୍ରମିକଙ୍କ ସାମାଜିକ ସୁରକ୍ଷା ଶ୍ରମ ବିଭାଗର ପ୍ରାଥମିକତା; ମିଳିଲା ୧,୧୩,୩୧,୦୦୦/- ଟଙ୍କାର ସହାୟତା

ଭୁବନେଶ୍ବର : ଯୁଗ୍ମ ଶ୍ରମ ଆୟୁକ୍ତ, କାର୍ୟ୍ୟାଳୟ, ଭୁବନେଶ୍ୱର ଦ୍ବାରା ପରିଚାଳିତ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଭୁବନେଶ୍ୱର ମହାନଗର ନିଗମ,ବାଲିଅନ୍ତା ଓ ବାଲିପାଟଣା ବ୍ଲକ ଅଧିନରେ ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କ ପାଇଁ ଏକ ସହାୟତା ଶିବିର ଗୀତଗୋବିନ୍ଦ ସଦନ,ଭୁବନେଶ୍ୱର ଠାରେ…

ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦ ସ୍ଥାନିତ କରିବା ନେଇ ଯୁବ-ଛାତ୍ର ବିଜେଡିର ଦାବି

ଆଠଗଡ଼: ଆଠଗଡ଼ ବିଜୁ ଯୁବ -ଛାତ୍ର ଜନତା ଦଳ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତର ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ସ୍ଥାନ ଦେବାକୁ ଦାବି କରାଯାଇଛି। ସାରା ଦେଶ ୭୫ତମ…

ଆରପାରିରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ

ଯାଜପୁର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ ଘଟିଛି। ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ…

ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ

ସମ୍ବଲପୁର : ଆଜି ଲୋକାର୍ପିତ ହୋଇଛି ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ। ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଆଜି ମଧ୍ୟାହ୍ନ ସମୟରେ ଜମାଦାରପାଲି…