Month: January 2024

ହୋଟେଲରେ ଚାଲିଥିଲା ହାତୀ ଦାନ୍ତ କାରବାର; ମାଡ଼ି ବସିଲା ବନ ବିଭାଗ

ଦେବଗଡ଼ : ହୋଟେଲରେ ଚାଲିଥଲା ହାତୀଦାନ୍ତ କାରବାର। ବନ ବିଭାଗ ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଘଟଣା ଘଟିଛି ଦେବଗଡ ବନ ଖଣ୍ଡ ଅଞ୍ଚଳରେ। ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ…

ଏପଟେ ସମଲେଇ ପ୍ରକଳ୍ପ ଲୋକାର୍ପିତ, ସେପଟେ ବିସ୍ଥାପିତଙ୍କ ପ୍ରତିବାଦ

ସମ୍ବଲପୁର : ମହାଆଡମ୍ୱରେ ଲୋକାର୍ପିତ ହୋଇଛି ମାଆ ସମଲେଇ ପ୍ରକଳ୍ପ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଥିଲେ। ହେଲେ ଏଥିରେ ଦେଖିବାକୁ ମିଳିଥିଲା ବିଚିତ୍ର ଚିତ୍ର। ଏପଟେ ସମଲେଇ ପ୍ରକଳ୍ପ ପାଇଁ ଲୋକାର୍ପଣ ଚାଲିଥିଲା। ସେପଟେ ପ୍ରକଳ୍ପ ପାଇଁ ବିସ୍ଥାପିତ ହୋଇଥିବା…

କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଝିଅ ଛାଡ଼ି ପଳାଇଗଲେ ବାପା

ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ। କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଝିଅକୁ ଛାଡ଼ି ପଳାଗଲେ ବାପା। ଫୋନ୍‌ କଲେ ମଧ୍ୟ ଉଠାଉ ନାହାନ୍ତି। କ୍ୟାପିଟାଲ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷ ଏନେଇ କମିଶନରେଟ୍‌ ପୁଲିସ୍‌କୁ ଅବଗତ କରାଇଛି। କ୍ୟାପିଟାଲ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷଙ୍କ କହିବା ଅନୁସାରେ ପ୍ରଶାନ୍ତ ନାୟକଙ୍କ ପତ୍ନୀ…

ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଧକ୍କାରେ ଜୀବନ ହାରିଲେ ବାଇକ୍‌ ଆରୋହୀ

କାମାକ୍ଷାନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ଗାଡ଼ି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପୁରୁଣା ରେକୁଳା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ ବାଇକ୍‌ ଆରେହୀଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ହେଲେ ସର୍ବେଶ୍ବର ଚୌଧୁରୀ…

ଏମ୍ସ ଭୁବନେଶ୍ୱରରେ ଗଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: ଦେଶପ୍ରେମର ଅନନ୍ୟ ବାତାବରଣ ମଧ୍ଯରେ ଏମ୍ସ ଭୁବନେଶ୍ୱରରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ ଅମୃତ କାଳର ଏହି ଅବିସ୍ମରଣୀୟ ମୂହୁର୍ତ୍ତରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ।…

ବିହାର ରାଜନୀତିରେ ହଟଚମଟ; ରାତାରାତି ବଦଳିଲେ ଆଇଏଏସ୍‌,ଆଇପିଏସ, ଆଜି ୩ ପାର୍ଟିର ଦଳୀୟ ବୈଠକ

ପାଟନା : ସାଧାରଣ ନିର୍ବାଚନ ପୂର୍ବରୁ ବିହାର ରାଜନୀତିରେ ଆରମ୍ଭ ହୋଇଗଲାଣି ହଟଚମଟ। ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନୀତିଶ କୁମାର । ମାରି ପାରନ୍ତି ୟୁ-ଟର୍ଣ୍ଣ । ମହାଗଠବନ୍ଧନ ଛାଡି ପଦ୍ମ ଶିବିରକୁ ଡେଇଁ ପାରନ୍ତି ।…

ହରିୟାଣାରେ ମଧ୍ୟ ଏକୁଟିଆ ନିର୍ବାଚନ ଲଢ଼ିବ ଆପ

ନୂଆଦିଲ୍ଲୀ: ବିଜେପିକୁ ପରାଜିତ କରିବାକୁ ବିରୋଧୀ ଦଳମାନଙ୍କ ମଧ୍ୟରେ ହୋଇଥିବା ଇଣ୍ଡିଆ ମେଣ୍ଟକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗିଛି | ଦୁଇ ଦିନ ତଳେ ଆମ୍ ଆଦମୀ ପାର୍ଟି ପଞ୍ଜାବରେ ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବାବେଳେ ବର୍ତ୍ତମାନ ହରିୟାଣାରେ…

ଜଳିଗଲା କାର୍‌, ୪ ଜୀବନ୍ତ ଦଗ୍ଧ

ଚଣ୍ଡୀଗଡ଼ : ପଞ୍ଜାବର ହୋସିଆରପୁରରେ ଗତରାତିରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ କାର୍‌ରେ ନିଆଁ ଲାଗିବା ଯୋଗୁ ଘଟଣାସ୍ଥଳରେ କାର୍‌ଟି ଜଳି ଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇ ଯାଇଛି। ପୁଲିସ୍‌ ମାମଲାର ଯାଞ୍ଚ…

କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଲେ ମମତା

କୋଲକାତା: ଇଣ୍ଡିଆ ମେଣ୍ଟରୁ ଅଲଗା ହୋଇ ପଶ୍ଚିମବଙ୍ଗରେ ଏକୁଟିଆ ଲୋକସଭା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ବର୍ତ୍ତମାନ କେନ୍ଦ୍ର ସରକାରଙ୍କୁ ଏକ ସମୟସୀମା ଦେଇଛନ୍ତି | ମମତା, ରାଜ୍ୟର…

କେରଳରେ ଆଜିଠୁ ଏନ୍‌ଡିଏର ପଦଯାତ୍ରା

କନ୍ନୁର: ଆଗାମୀ ଦୁଇ/ତିନି ମାସ ପରେ ଦେଶରେ ସାଧାରଣ ନିର୍ବାଚନ ହେବ। ଲୋକକସଭା ନିର୍ବାଚନ ପୂର୍ବରୁ ସାଂସଦ ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟିର ନେତୃତ୍ବରେ ଏନ୍‌ଡିଏ…