Month: January 2024

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମିଳିମିଶି ନୂଆ ଓଡ଼ିଶା ଗଢ଼ିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ୍

ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ୍ । ମିଳିମିଶି ଗଢ଼ିବା ନୂଆ ଓଡ଼ିଶା । ଆଜି ବିଶ୍ବ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଇଛି । ଦେଶର ବିକାଶରେ ସବୁ ରାଜ୍ୟର ଅବଦାନ ରହିଛି । ଏଥିରେ…

ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ; ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ବିଶ୍ୱର ସର୍ବବୃହତ୍ତ ଗଣତନ୍ତ୍ର ରାଷ୍ଟ ଭାରତ ଆଜି ପାଳୁଛି ତାର ୭୫ତମ ଗଣଣତନ୍ତ୍ର ଦିବସ। ଆଜିର ଏହି ପବିତ୍ର ଉତ୍ସବରେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଦିଲ୍ଲୀର କର୍ତ୍ତବ୍ୟ ପଥରେ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ପତାକା ଉତ୍ତୋଳନ…

ରାଜ୍ୟସ୍ତରୀୟ ୭୫ ତମ ଗଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ବର: ଆଜି ଗଣତନ୍ତ୍ର ଦିବସ ପାଇଁ ତ୍ରିରଙ୍ଗାମୟ ହୋଇଛି ସାରା ଦେଶ । ଏହି ଅବସରରେ ଭୁବନେଶ୍ବର ସ୍ଥିତ ମହାତ୍ମା ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପରେଡରେ…

ଓଡ଼ିଆ କଳାକାର ଭାଗବତ ପ୍ରଧାନ, ଗୋପୀନାଥ ସ୍ବାଇଁଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର

ଭୁବନେଶ୍ବର: ଭାରତ ସରକାର ୨୦୨୪ ମସିହା ପାଇଁ ସମ୍ମାନ ଜନକ ପଦ୍ମପୁରସ୍କାର ଘୋଷଣା କରିଛନ୍ତି। ଚଳିତ ବର୍ଷ ୩୪ ଜଣ ପଦ୍ମଶ୍ରୀ ପୁରସ୍କାର ଲାଗି ମନୋନୀତ ହୋଇଥିବା ବେଳେ ଓଡ଼ିଶାରୁ ଏହି ତାଲିକାରେ ୨ ଜଣ ଅଛନ୍ତି। ଏହି ଦୁଇ ପ୍ରତିଭା…

ବିଜେପିରେ ଯୋଗ ଦେଲେ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କ ସମେତ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଆଜି ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ ଓ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଦଳର ରାଜ୍ୟ ସଭାପତି…

ମେ’ ୬ରୁ ଓଜେଇଇ: ୩୩ଟି କେନ୍ଦ୍ରରେ ହେବ ପରୀକ୍ଷା

ଭୁବନେଶ୍ୱର: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ଏଥିପାଇଁ ଆଜିଠାରୁ…

କ୍ଷତିପୂରଣ ପରେ ରେଳଧାରଣାରୁ ଉଠିଲା ମୃତଦେହ

ରାୟଗଡ଼ା: ବୁଧବାର ରାତି ପ୍ରାୟ ୧୧ଟାରେ ରାୟଗଡ଼ା ଏବଂ ଜେକେପୁର ମଧ୍ୟରେ ଥିବା ଦେବଦଳାଗୁଡା ଗ୍ରାମ ନିକଟରେ ଘଟିଥିବା ଟ୍ରେନ ଧକ୍କାରେ ଦୁଇ ଜଣ ଯୁବକଙ୍କର ଅକାଳ ମୃତ୍ୟୁ ନେଇ ଉତ୍ତେଜିତ ଗ୍ରାମବାସୀ କ୍ଷତିପୂରଣ ପରେ ରେଳଧାରଣାରୁ ମୃତଦେହ ଉଠାଇଛନ୍ତି। ମୃତ…

ଘରେ ରହି ବୟସ୍କ, ଦିବ୍ୟାଙ୍ଗ ଓ ଅସୁସ୍ଥ ଭୋଟର ଭୋଟ୍ ଦେବେ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ସରକାରୀ ବ୍ୟବସ୍ଥା ସଂପର୍କରେ ନାନା ତଥ୍ୟ ସାମ୍ନାକୁ ଆସୁଛି। ଏଥର ନିର୍ବାଚନ ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନୂଆ ବ୍ୟବସ୍ଥା କରାଯାଇଛି। ଘରେ ରହି ବୟସ୍କ, ଦିବ୍ୟାଙ୍ଗ ଓ ଅସୁସ୍ଥ ଭୋଟର ଭୋଟ୍…

୨୭ରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ସମଲେଇ ପ୍ରକଳ୍ପ ଉଦଘାଟିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ମା’ଙ୍କ ପୀଠକୁ ନୂଆ ରୂପରେ ଦେଖିବାକୁ ପାଇବେ ଶ୍ରଦ୍ଧାଳୁ। ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…

ପୂର୍ଣ୍ଣ କାର୍ଯ୍ୟକ୍ଷମ ବିମାନବନ୍ଦର ଆଶା ଫିଟିଲା: ବିଭାଗୀୟ ମନ୍ତ୍ରୀଙ୍କୁ ଭେଟିଲେ ଜୁଏଲ

ରାଉରକେଲା: ରାଉରକେଲା ବିମାନବନ୍ଦରରେ ଲାଗିରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସାଂସଦ ଜୁଏଲ ଓରାମ ଆଜି ପୁନର୍ବାର ଦାବି କରିଛନ୍ତି। ବେସାମରିକ ବିମାନ ଚଳାଚଳା ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟି ସବିଶେଷ ଆଲୋଚନା କରିବା ସହ ପଦକ୍ଷେପ ନେବାକୁ ଦୃଷ୍ଟି ଆକର୍ଷଣ…