ବିଜେପିକୁ ଫେରିଲେ କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟର
ବେଙ୍ଗାଲୁରୁ : ବିଜେପିକୁ ଫେରିଲେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ଶେଟ୍ଟର। ଗତ ବର୍ଷ ଦଳ ଛାଡି କଂଗ୍ରେସରେ ଯୋଗ ଦେଇଥିବା ଏହି ବରିଷ୍ଠ ନେତା ଆଜି ପୁନର୍ବାର ବିଜେପିରେ ଯୋଗ ଦେଇଛନ୍ତି। 2023 କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପୂର୍ବରୁ ଦଳ…