ଗଙ୍ଗା ସ୍ନାନ ପାଇଁ ଯାଉଥିବା ଶ୍ରଦ୍ଧାଳୁଙ୍କୁ ପିଟିଲା ଟ୍ରକ୍ – ୧୨ ମୃତ
ଲକ୍ଷ୍ନୌ : ଅଧା ରହିଗଲା ଗଙ୍ଗା ସ୍ନାନ। ଅଟୋରେ ଗଙ୍ଗା ସ୍ନାନ ପାଇ ଯାଉଥିବା ଶ୍ରଦ୍ଧାଳୁଙ୍କୁ ପଛରୁ ପିଟିଲା ଟ୍ରକ୍। ଚାଲିଗଲା ୧୨ ଜଣଙ୍କ ଜୀବନ। ଉତ୍ତରପ୍ରଦେଶର ଶାହାଜାହାଁପୁରରେ ଘଟିଛି ଏଭଳି କିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଆଜି ସକାଳୁ ଶହାଜାହାଁପୁର…