ନବମ ଦିନରେ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା
ବରଗଡ଼ : ଗୋପପୁର ଛାଡ଼ି ମଥୁରା ଅଭିମୁଖେ ବାହାରିଲେ କୃଷ୍ଣ ବଳରାମ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବର ନବମ ଦିନରେ ଦୁଇ ଭାଇ କୃଷ୍ଣ- ବଳରାମଙ୍କୁ ସାଙ୍ଗରେ ନେଇ କଂସ ମହାରାଜଙ୍କ ମନ୍ତ୍ରୀ ଅକୃର ମଥୁରା ନଗରୀ ଅଭିମୁଖେ…
ବରଗଡ଼ : ଗୋପପୁର ଛାଡ଼ି ମଥୁରା ଅଭିମୁଖେ ବାହାରିଲେ କୃଷ୍ଣ ବଳରାମ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବର ନବମ ଦିନରେ ଦୁଇ ଭାଇ କୃଷ୍ଣ- ବଳରାମଙ୍କୁ ସାଙ୍ଗରେ ନେଇ କଂସ ମହାରାଜଙ୍କ ମନ୍ତ୍ରୀ ଅକୃର ମଥୁରା ନଗରୀ ଅଭିମୁଖେ…
ପଶ୍ଚିମବଙ୍ଗ ପରେ ପଞ୍ଜାମରେ ‘ଇଣ୍ଡିଆ’ ମେଣ୍ଟକୁ ଝଟ୍କା। ପଞ୍ଜାବରେ ଏକା ନିର୍ବାଚନ ଲଢ଼ିବ ଆମ୍ ଆଦମୀ ପାର୍ଟି। ପଞ୍ଜାବର ସମସ୍ତ ୧୩ଟି ଲୋକସଭା ଆସନରେ ଆପ୍ ଏକା ନିର୍ବାଚନ ଲଢ଼ିବ ବୋଲି ମୁଖ୍ୟମନ୍ତ୍ରୀ ଭଗଓ୍ୱନ୍ତ ମାନ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…
ନିୟମ ଉଲ୍ଲଙ୍ଘନ କରିବା ଏୟାର ଇଣ୍ଡିଆ ଏୟାରଲାଇନ୍ସକୁ ପଡ଼ିଲା ମହଙ୍ଗା। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଏୟାର ଇଣ୍ଡିଆକୁ ପଡିଛି ଛାଟ । ମୋଟା ଅଙ୍କର କରାଯାଇଛି ଫାଇନ୍। ସୁରକ୍ଷା ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ଡିଜିସିଏ ଏୟାର…
ଭଞ୍ଜନଗର : ଗଂଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ସିନ୍ଦୁରିଆପଡା ଗାଁ ନିକଟରେ ଦୁର୍ଘଟଣା । ବାଇକ୍ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ । ମୃତକ ଜଣକ ହେଲେ ନିକଟସ୍ଥ ଆମ୍ବପୁଆ ଗ୍ରାମର ମୂରଲୀ ଜେନା । ଘଟଣା ସ୍ଥଳରେ ବାଇକ୍…
ବାଘ ପାଲଟିଲା ବାଘର ଶତ୍ରୁ। ନିଜ ପରାକ୍ରମ ଦେଖାଇବାକୁ ଯାଇ କମ୍ ବୟସ୍କ ୨ଟି ବାଘଙ୍କ ଉପରେ ଏକ ଶକ୍ତିଶାଳୀ ବାଘ ମରଣାନ୍ତକ ଆକ୍ରମଣ କରିବା ସହ ସେମାନଙ୍କୁ ଝୁଣି ଖାଇଲା। ଆଖି ଖୋସିଦେବା ପରି ଏପରି ଏକ ଘଟଣା ମହାରାଷ୍ଟ୍ରର…
ଭୁବନ: ଢେଙ୍କାନାଳ ଜିଲ୍ଲା ଭୁବନ ବିଜେଡି ସଭାପତି ତଥା ପୂର୍ବତନ ନଗରପାଳଙ୍କ ସ୍ବାମୀ ନରେନ୍ଦ୍ର ସାହୁ ତାଙ୍କ ଭାଇବୋହୂଙ୍କୁ ମରଣାନ୍ତକ ଆକ୍ରମଣ କରିଥିବାର ଥାନାରେ ଅଭିଯୋଗ ହୋଇଛି। ଆଜି ସକାଳେ ପାରିବାରିକ କଳହରୁ ଝଗଡ଼ା ହୋଇଥିବା ଜଣାଯାଇଛି। ନରେନ୍ଦ୍ର ସାହୁ ତାଙ୍କ…
ସହକର୍ମୀଙ୍କ ଉପରକୁ ଗୁଳି କଲେ ଆସାମ ରାଇଫଲ୍ସର ଜଣେ ଯବାନ। ଏଥିରେ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯବାନ ଜଣକ ତାଙ୍କ ସହକର୍ମୀମାନଙ୍କୁ ଗୁଳି ମାରିବା ପରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ମଣିପୁର…
ପାଖେଇ ଆସୁଛି ଲୋକସଭା ନିର୍ବାଚନ। ତେବେ ଏହାପୂର୍ବରୁ ବିରୋଧୀଙ୍କ ଇଣ୍ଡିଆ ମେଣ୍ଟକୁ ପଶ୍ଚିମବଙ୍ଗରେ ଲାଗିଛି ଜୋରଦାର ଝଟ୍କା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତ୍ରୁଣମୂଳ କଂଗ୍ରେସର ମୁଖ୍ୟ ମମତା ବାନାର୍ଜୀ ‘ଏକଲା ଚଲୋ’ ନାରା ଦେଇଛନ୍ତି। ଆଗାମୀ ଲୋକସଭା ନିର୍ବାଚନରେ ଟିଏମ୍ସି ପଶ୍ଚିମବଙ୍ଗର…
ସମ୍ବଲପୁର : ସମଲେଇ ପ୍ରକଳ୍ପ ଲୋକାର୍ପଣକୁ ମଝିରେ ଆଉ ୨ ଦିନ । ୨୭ ତାରିଖରେ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରକଳ୍ପକୁ ନେଇ କେବଳ ସମ୍ବଲପୁର ନୁହେଁ, ସାରା ଦେଶରେ ମାଆ ସମଲେଶ୍ବରୀ ଭକ୍ତଙ୍କ ମଧ୍ୟରେ…
ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ଘନକୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।…