ମୋତେ ଲାଗୁଛି ମୁଁ ଏହି ଧରିତ୍ରୀ ମା’ର ସବୁଠାରୁ ଭାଗ୍ୟଶାଳୀ ମଣିଷ: ଅରୁଣ ଯୋଗୀରାଜ
ନୂଆଦିଲ୍ଲୀ: କର୍ଣ୍ଣାଟକ ମହିଶୂରର ସ୍ଥପତି ଅରୁଣ ଯୋଗୀରାଜଙ୍କ ହାତ ତିଆରି ମୂର୍ତ୍ତି ଶ୍ରୀରାମଙ୍କ ମନ୍ଦିରର ଗର୍ଭ ଗୃହରେ ସ୍ଥାପନ କରାଯାଇ ଆଜି ପ୍ରାଣପ୍ରତିଷ୍ଠା ହୋଇଛି। ୩ଟି ୫ ବର୍ଷୀୟ ବାଳୁତ ରାମଲାଲାଙ୍କ ଶୈଶବାବସ୍ଥାର ରୂପକୁ ଆଧାର କରି ବିଗ୍ରହ ତିଆରି ହୋଇଥିଲା।…