ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶିକ୍ଷକ ନିଯୁକ୍ତି ଅନିୟମିତା ନେଇ ରାଜ୍ୟ ରାନୀତିରେ ଚାଲିଛି ବାକ୍ ଯୁଦ୍ଧ। ଶନିବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମୁହାଁମୁହିଁ ହୋଇଥିଲେ। ଆଜି କେନ୍ଦ୍ର ମନ୍ତ୍ରୀଙ୍କ ‘ମହାଲମାଣ୍ଡା’ ମନ୍ତବ୍ୟକୁ…