Month: January 2024

ଓଡ଼ିଶା ଦେଇ ଅଯୋଧ୍ୟା ଯିବ ୪ ଆସ୍ଥା ଏକ୍ସପ୍ରେସ

ଭୁବନେଶ୍ୱର: ପୂର୍ବତଟ ରେଳପଥ ଦେଇ ଚାଲିବ ୪ଟି ଆସ୍ଥା ଏକ୍ସପ୍ରେସ। ଏହା ବିଭିନ୍ନ ଷ୍ଟେସନ ଦେଇ ଓଡ଼ିଶାକୁ ସିଧାସଳଖ ଅଯୋଧ୍ୟା ସହ ସଂଯୋଗ କରିବ। ମିଳିଥିବା ସୂଚନା ମୁତାବକ ଗୋଟିଏ ଆସ୍ଥା ଏକ୍ସପ୍ରେସ ଆସନ୍ତା ୩୧ ତାରିଖରେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରୁ ବାହାରି…

ନିଶା ବେପାରୀଙ୍କ ସଂପତ୍ତି ବାଜ୍ୟାପ୍ତ, ୨୦୨୨ରେ ଶିବକୁ କ୍ରାଇମବ୍ରାଞ୍ଚ STF ଗିରଫ କରିଥିଲା

ଭୁବନେଶ୍ୱର : ନିଶା ବେପାରୀଙ୍କ ସଂପତ୍ତି ବାଜ୍ୟାପ୍ତ । ଗିରଫ ନିଶା ବେପାରୀର ଜବତ ନଗଦ ଟଙ୍କା ଓ ବ୍ୟାଙ୍କ ଜମା ଟଙ୍କାକୁ ବାଜ୍ୟାପ୍ତ କରାଯାଇଛି । ୭୪ଲକ୍ଷ ୭୫ ହଜାର ଟଙ୍କା ବାଜ୍ୟାପ୍ତ ହୋଇଛି । ବ୍ରାଉନସୁଗର କାରବାର କରି…

ମହାକାଶରୁ କିଭଳି ଦିଶୁଛି ରାମମନ୍ଦିର? ଇସ୍ରୋ ଜାରି କଲା ଫଟୋ

ରାତି ପାହିଲେ ଉଦ୍‌ଘାଟନ ହେବ ଅଯୋଧ୍ୟାର ରାମ ମନ୍ଦିର। ମନ୍ଦିରରେ ରାମ ଲଲାଙ୍କ ହେବ ପ୍ରାଣ ପ୍ରତିଷ୍ଠା। ଏଥିପାଇଁ ଚାରିଆଡେ ଜୋରସୋର୍‌ରେ ପ୍ରସ୍ତୁତି ଚାଲିଛି। ରାମମୟ ହୋଇଯାଇଛି ପୂରା ଅଯୋଧ୍ୟା ନଗରୀ। ଚାରିଆଡେ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟ ହୋଇଛି। ଭବ୍ୟ…

ଦୁର୍ନିତୀ ଅଭିଯୋଗରେ ସେଲରୁ ୨୮ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର: କେନ୍ଦ୍ର ଲୋକପାଳଙ୍କ ନିର୍ଦ୍ଦେଶ କ୍ରମେ ସେଲର ୨ ବରିଷ୍ଠ ଅଧିକାରୀଙ୍କ ସମେତ ୨୮ ଅଧିକାରୀଙ୍କୁ କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ଶୁକ୍ରବାର ଚାକିରିରୁ ନିଲମ୍ବିତ କରିଛି। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟର ୨୦୨୪ ଜାନୁଆରୀ ୧୯ ତାରିଖ ଚିଠି ଆଧାରରେ ସେଲର…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି, ପରିକ୍ରମା ପ୍ରକଳ୍ପ ପାଇଁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ବର: ଆଜି ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାସହିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ…

ମାଟ୍ରିମୋନିରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଠକୁଥିଲେ

ଭୁବନେଶ୍ୱର : ଶିକ୍ଷାଗତ ଯୋଗ୍ୟତା ନବମ ଫେଲ୍‌, ହେଲେ କାମ ଥିଲା ଅତି ଚତୁର। ମାଟ୍ରିମୋନି ଆପ୍‌ରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍‌ରେ ଦେଇଥିଲେ ସୁନ୍ଦରୀ ଯୁବତୀଙ୍କ ଫଟୋ। ବିବାହ ପାଇଁ କନ୍ୟା ଖୋଜୁଥିବା ଯୁବକଙ୍କ ସହ ଚାଟ୍‌ କରି…

ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର,୨୦।୧: ଶନିବାର ପବିତ୍ର ଶାମ୍ବ ଦଶମୀ । ଏହି ଅବସରରେ ଅର୍କକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସୂର୍ଯ୍ୟ ଉପାସକମାନେ ଭୋରୁଭୋରୁ ଚନ୍ଦ୍ରଭାଗାଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ ଦେବା ସହ ସହ…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ କଟାକ୍ଷ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପଚାରିଲେ-‘ଏ ମାହଲ ମାଣ୍ଡା କେଉଁଠୁ ଆସିଲା’

ଭୁବନେଶ୍ୱର,୨୦।୧: କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଆସିଥିବା ଆଡମିଟ କାର୍ଡରେ ”ମାହାଲ ମାଣ୍ଡା” ନାଁ ଆସିବା ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଲାଗି ରହିଛି। ଏହାପରେ ପରୀକ୍ଷାର୍ଥୀମାନେ ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ଦ୍ୱାରା ଚୟନ ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା…

କଲରାପତରିଆ ବାଘର ଛାଲ ଜବତ

ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ରାଣୀପଥ ଗାଁ ନିକଟରେ ଏସ୍‌ଟିଏଫ୍ ଟିମ୍ ଆଜି ଚଢ଼ାଉ କରି ଗୋଟିଏ କଲରାପତରିଆ ବାଘର ଛାଲ ଜବତ କରିଛି। ଏହା ସହିତ ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ଯୌତୁକ ପାଇଁ ବଧୂହତ୍ୟା, ଶାଶୁଘର ଲୋକେ ଫେରାର

ସାତ ଜନମର ସାଥୀ ହେବା ପାଇଁ କେତେ ଆଶା ନେଇ ଆସିଥିଲେ ଗୀତା! ହେଲେ ସାତ ଜନମ କଣ, ଏଇ ଜନ୍ମରେ ସାଥ୍‌ ଦେଇପାରିଲାନି ଜୀବନ ସାଥୀ। ଯୌତୁକ ପାଇଁ ପତ୍ନୀକୁ ମାରିଦେଲା! ଅଳତା ଲିଭିବା ଆଗରୁ ଗାଁ ଶ୍ମଶାନରେ ଜଳିଲା…