Month: January 2024

ଦିଲ୍ଲୀରେ ଜାନୁଆରୀ ୨୬ ଯାଏଁ ଏହି ସମୟରେ କରିବନି ବିମାନ ଚଳାଚଳ

ବିମାନ ଯାତ୍ରୀଙ୍କ ପାଇଁ ବଡ ଖବର। ଆଜିଠାରୁ ଗଣତନ୍ତ୍ର ଦିବସ ପର୍ଯ୍ୟନ୍ତ ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଚଳାଚଳ ଉପରେ କଟକଣା ଲଗାଯାଇଛି। ଏହି ଦିନ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟରେ ବିମାନ ଉଡାଣ ଏବଂ ଅବତରଣ ହୋଇପାରିବ ନାହିଁ।…

ବିଲ୍‌କିସ୍‌ ବାନୋ ମାମଲାରେ ଆତ୍ମସମର୍ପଣ ଅବଧି ବଢ଼ାଇବାକୁ ମନା କରିଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ବିଲ୍‌କିସ୍‌ ବାନୋଙ୍କ ସହିତ ଦୁଷ୍କର୍ମ କରିବା ଓ ତାଙ୍କ ପରିବାରର ୭ ଜଣ ଲୋକଙ୍କୁ ହତ୍ୟା କରି ଜେଲ୍‌ଦଣ୍ଡ ଭୋଗୁଥିବା ୧୧ଜଣ ଦୋଷୀଙ୍କୁ ମୁକ୍ତ କରିବା ଲାଗି ଗୁଜରାଟ ସରକାର ଦେଇଥିବା ଆଦେଶକୁ ଜାନୁଆରି ୮ ତାରିଖରେ ସୁପ୍ରିମ୍‌କୋର୍ଟ ରଦ୍ଦ…

ଜାଗୃତ କୋଟେଚା PepsiCo ଇଣ୍ଡିଆର ନୂଆ ସିଇଓ

ପେପ୍ସିକୋ(PepsiCo) ଇଣ୍ଡିଆର ନୂଆ ସିଇଓ(ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ) ହେବେ ଜାଗୃତ କୋଟେଚା। ବର୍ତ୍ତମାନର ସିଇଓ ଅହମ୍ମଦ ଏଲ ଶେଖଙ୍କ ସ୍ଥାନାନ୍ତର ପରେ ସେ ଏହି ପଦବୀରେ ବସିବେ। ଜାଗୃତ ବର୍ତ୍ତମାନ ପେପ୍ସିକୋ ଆଫ୍ରିକା, ମଧ୍ୟ ପୂର୍ବ ଏବଂ ଦକ୍ଷିଣ ଆଫ୍ରିକା (AMESA)ର…

ଟ୍ରକକୁ ପଛପଟୁ ଧକ୍କା ଦେଲା ବାଇକ୍, ଦୁଇ ସାଙ୍ଗଙ୍କ ମୃତ୍ୟୁ

ଜଳେଶ୍ୱର : ବାଇକ୍ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ଉଲୁଡା ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ଯୁ ହୋଇଥିବା ବେଳେ ଅନ୍ଯ…

ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ଅର୍ପଣ ରଥରେ ସଂଗୃହିତ ଅର୍ଘ୍ୟ, ଅରୁଆ ଚାଉଳରେ ପ୍ରସ୍ତୁତ ହେବ ଖେଚୁଡ଼ି ଓ ପିଠା

ପୁରୀ : ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ଭକ୍ତଙ୍କ ଅର୍ଘ୍ୟ । ଅର୍ପଣ ରଥରେ ମହାପ୍ରଭୁଙ୍କ ପାଇଁ ସଂଗୃହୀତ ଅର୍ଘ୍ୟକୁ ସସମ୍ମାନେ ଗ୍ରହଣ କରିବ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ । ଶ୍ରୀଜୀଉଙ୍କ ପାଇଁ ଭକ୍ତ ଦେଇଥିବା ଚାଉଳ, ଗୁଆ, ଶ୍ରୀଫଳକୁ ତର୍ଜମା…

ଆସନ୍ତା ୨୭ ତାରିଖରେ ସମଲେଇ ମନ୍ଦିର ରୁପାନ୍ତରଣ ପ୍ରକଳ୍ପର ଲୋକାର୍ପଣ, ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭ରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ । ଆସନ୍ତା ୨୭ ତାରିଖରେ ସମଲେଇ ମନ୍ଦିର ରୁପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ହେବ । ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇ ମନ୍ଦିର ଆସି ପୂଜାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ…

ପାକିସ୍ତାନର ପାଲଟା ଜବାବ, ଇରାନର ଆତଙ୍କୀ ଠିକଣା ଉପରେ ଏୟାରଷ୍ଟ୍ରାଇକ୍

ଇରାନ ଏୟାର୍‌ଷ୍ଟ୍ରାଇକ୍‌ର ପ୍ରତିଶୋଧ ନେଲା ପାକିସ୍ତାନ। ଦେଲା ପାଲଟା ଜବାବ। ଇରାନ୍‌ର ଅନେକ ଆତଙ୍କୀ ଠିକଣା ଉପରେ ପାକିସ୍ତାନ ଏୟାରଷ୍ଟ୍ରାଇକ୍‌ କରିଛି। ବାଲୁଚିସ୍ତାନ ଲିବରେସନ୍ ଫ୍ରଣ୍ଟ ଏବଂ ବାଲୁଚିସ୍ତାନ ଲିବରେସନ୍ ଆର୍ମି ପୋଷ୍ଟ ଉପରେ ପାକିସ୍ତାନ ଆକ୍ରମଣ କରିଥିବା କୁହାଯାଉଛି। ଇରାନ…

ଫେବୃଆରୀ ୫ରୁ ବିଧାନସଭା, ଆଗତ ହେବ କାମଚଳା ବଜେଟ୍

ଭୁବନେଶ୍ଵର: ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଏହି ଅଧିବେଶନ ସମୟରେ ଆଗତ ହେବ କାମଚଳା ବଜେଟ୍ । ଅଧିବେଶନ ଫେବୃଆରୀ ୫ ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏ ନେଇ ବିଧାନସଭା…

ଟ୍ରକ୍ ଧକ୍କାରେ ଆଶାକର୍ମୀଙ୍କ ମୃତ୍ୟୁ ପରେ ଉତ୍ତେଜନା

ଅନୁଗୁଳ : ଅନୁଗୁଳରେ ଦୁର୍ଘଟଣା ପରେ ଉତ୍ତେଜନା । ଟ୍ରକ୍ ଧକ୍କାରେ ଆଶାକର୍ମୀଙ୍କ ମୃତ୍ୟୁ ପରେ ଉତ୍ତେଜନା । ଯେଉଁଠି ଟ୍ରାଫିକ ସେଇଠି ଦୁର୍ଘଟଣା ଘଟିଛି। ଅନୁଗୋଳ ଥାନା ଛକରେ ଟ୍ରାଫିକ ଥାଇ ମଧ୍ୟ ଦୁର୍ଘଟଣାରେ ଜଣେ ଆଶା ଦିଦିଙ୍କ ମୃତ୍ୟୁ…

ସରକାରୀ ବଙ୍ଗଳା ଖାଲି କଲେ ମହୁଆ ମୋଇତ୍ର

ସରକାରୀ ବଙ୍ଗଳା ଖାଲି କଲେ ଟିଏମସି ନେତ୍ରୀ ମହୁଆ ମୋଇତ୍ର। ବଙ୍ଗଳା ଖାଲି କରିବାକୁ ନେଇ ହାଇକୋର୍ଟରେ କରିଥିବା ଚ୍ୟାଲେଞ୍ଜ ଖାରଜ ହେବା ପରେ ଶେଷରେ ଆଜି ମହୁଆ ରହୁଥିବା ସରକାରୀ ବଙ୍ଗଳା ଖାଲି ହୋଇଛି। ଇଷ୍ଟେଟ ନିର୍ଦ୍ଦେଶାଳୟର ଏକ ଟିମ୍…