Month: January 2024

ଅନଲାଇନ୍‌ ଗେମ୍‌ ପାସ୍‌ୱାର୍ଡ ନ ଦେବାରୁ ସାଙ୍ଗମାନେ ନେଲେ ସାଙ୍ଗର ଜୀବନ

ଅନଲାଇନ୍‌ ଗେମ୍‌ ଖେଳିବା ହେଲା କାଳ। ଘନିଷ୍ଣ ବନ୍ଧୁ ପାଲଟିଗଲେ ଶତ୍ରୁ। ଅନଲାଇନ୍‌ ଗେମ୍‌ର ପାସ୍‌ୱାର୍ଡ ନ ଦେବାରୁ ସାଙ୍ଗମାନେ ହିଁ ନେଇଗଲେ ସାଙ୍ଗର ଜୀବନ । ପ୍ରମାଣ ନଷ୍ଟ ପାଇଁ ସେମାନେ ମୃତଦେହକୁ ଜଙ୍ଗଲରେ ପୋଡ଼ିବା ପରେ ପୋତି ଦେଇଥିଲେ…

କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିୟାଙ୍କ ଘରେ IT ରେଡ

ସୁନ୍ଦରଗଡ: ଆୟକର ବିଭାଗର ବଡ଼ ଧରଣର ଚଢ଼ଉ । ସୁନ୍ଦରଗଡ଼ର ପ୍ରତିଷ୍ଠିତ କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଇଛି । ଘନଶ୍ୟାମଙ୍କ ଏମସିଏଲରେ ଥିବା କୋଇଲା ପରିବହନ ସାଇଟ୍‍, ଛତିଶଗଡରେ ଥିବା ଆଇରନ, ଷ୍ଟିଲ…

କାଳ ସାଜିଲା ଘନ କୁହୁଡି, ଅକାଳରେ ଚାଲିଗଲା ୫ ଜୀବନ

ବ୍ରହ୍ମପୁର: କାଳ ସାଜିଲା ଘନ କୁହୁଡି । ଜିଲ୍ଲା ସୋରଡା ଥାନା ବରାଡି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅକାଳରେ ଚାଲିଗଲା ୫ଜଣଙ୍କ ଜୀବନ । ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣଙ୍କର ମୃତ୍ୟୁ ହୋଇଥିବା…

ବିଶିଷ୍ଟ ରେଳ ସେବା ପୁରସ୍କାର; ଇଷ୍ଟକୋଷ୍ଟ ପକ୍ଷରୁ ୪୬ ରେଳ କର୍ମଚାରୀ ସମ୍ମାନିତ

ଭୁବନେଶ୍ବର : ବିଶିଷ୍ଟ ରେଳ ସେବା ପୁରସ୍କାର ପ୍ରଦାନ କରାଯାଇଛି। ଇଷ୍ଟ କୋଷ୍ଟ ରେଳବାଇ ଅଡିଟୋରୀୟମ ଠାରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ଏବଂ ନିଜ କର୍ତ୍ତବ୍ୟରେ ଉତ୍ସର୍ଗୀକୃତ ମନୋଭାବ ପାଇଁ ୪୬ ଜଣ ରେଳ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଛି। ଖୋର୍ଦ୍ଧା ରୋଡ଼ ରେଳ…

ଖୋଲିଲା ପରିକ୍ରମା ମାର୍ଗ: ସୃଷ୍ଟିହେଲା ରଥଯାତ୍ରା ଭ୍ରମ

ପୁରୀ: ମନେ ରହିବ ଏ ମୁହୂର୍ତ୍ତ। ଅମଳିନ ରହିବ ଶ୍ରୀମନ୍ଦିର ଇତିହାସରେ ଯୋଡ଼ି ହୋଇଥିବା ନୂଆ ଅଧ୍ୟାୟ। ଦୀର୍ଘ ପ୍ରତୀକ୍ଷା, ତମାମ ଆଲୋଚନା-ପର୍ଯ୍ୟାଲୋଚନା, ଅଧିକାରୀଙ୍କ ଅଦମ୍ୟ ନିଷ୍ଠା, ୫ଶହରୁ ଅଧିକ କାରିଗରଙ୍କ ଅହରହ ଶ୍ରମର ଫଳଶ୍ରୁତି ସ୍ବରୂପ ପୂର୍ଣ୍ଣାଙ୍ଗ ରୂପ ନେଇଛି…

ବିଭିନ୍ନ ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କଲା ରାଜ୍ୟ ବିଜେପି

ଭୁବନେଶ୍ବର : ରାଜ୍ୟ ବିଜେପିର ବିଭିନ୍ନ ମୋର୍ଚ୍ଚା ପ୍ରଭାରୀଙ୍କ ନାମ ଆଜି ଘୋଷଣା କରାଯାଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ସେମାନଙ୍କ ନାମ ଘୋଷଣା କରାଯାଇଛି। ବିରଞ୍ଚି ନାରାୟଣ ତ୍ରିପାଠୀଙ୍କୁ ଯୁବ ମୋର୍ଚ୍ଚା ପ୍ରଭାରୀ କରାଯାଇଥିବା ବେଳେ ମହିଳା…

ସହରରେ ପଶିଲା ହାତୀ, ନାକେଦମ୍ ବନ ବିଭାଗ

ବାରିପଦା : ଗତ କାଲି ରାତିରେ ବାରିପଦା ସହରରେ ଏକ ଦନ୍ତା ହାତୀ ଲୋକଙ୍କ ନିଦ ହଜାଇ ଦେଇଛି। । ଏ ଗଳିରୁ ସେ ଗଳି ବୁଲି ବନ ବିଭାଗକୁ କରୁଛି ନାକେଦମ୍। ବନ ବିଭାଗ ହାତୀଟି ଟ୍ରାଙ୍କୁଲାଇଜ କରିବା କରିବାକୁ…

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ଅଧା ଦିନ ବନ୍ଦ ରହିବ ଓଡ଼ିଶା ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୧: ରାମ ମନ୍ଦିରର ଉଦ୍‌ଘାଟନ ଦିନ କେନ୍ଦ୍ର ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ଘୋଷଣା ପରେ ଓଡ଼ିଶା ସରକାର ମଧ୍ୟ ସମାନ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୨୨ ରେ ରାଜ୍ୟ ସରକାରୀ କାର୍ଯ୍ୟାଳୟ ଅଧା ଦିନ ବନ୍ଦ ରହିବ। ଅଯୋଧ୍ୟାରେ…

ମହାପ୍ରଭୁଙ୍କ ଦର୍ଶନ ସାରି ଫେରୁଥି‌ଲେ ମହିଳା, ସିଂହଦ୍ୱାର ନିକଟରେ ଚାଲିଗଲା ଜୀବନ

ପୁରୀ: ପୁରୀର ବିଶ୍ବପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ସମ୍ମୁଖ ସିଂହଦ୍ୱାର ନିକଟରେ ଜଣେ ମହିଳା ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଥିବା ଜଣାଯାଇଛି। ତେବେ ମୃତ ମହିଳାଙ୍କ ପରିଚୟ ମିଳିନାହିଁ। ପୁଲିସ ବିଭିନ୍ନ ମାଧ୍ୟମରେ ମହିଳାଙ୍କ ଫଟୋ ଜାରି କରି ତାଙ୍କର ପରିଚୟ ଖୋଜୁଥିବା ଜଣାଯାଇଛି।…

ଶ୍ରମିକଙ୍କ ଉପରେ ମାଡ଼ିଗଲା ବୋରୱେଲ୍‌ ଗାଡ଼ି; ୪ ମୃତ

ବରଗଡ଼ : ଶ୍ରମିକଙ୍କ ଉପରେ ମାଡ଼ିଗଲା ବୋରୱେଲ୍‌ ଗାଡ଼ି। ଘଟଣାସ୍ଥଳରେ ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ବିର୍ଜାମ ଗାଁରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ମୃତାହତ ମଧ୍ୟପ୍ରଦେଶର…