ରାମ ଲଲ୍ଲାଙ୍କ ଦର୍ଶନ ପାଇଁ ଆସିଲେ ଲୋକେ ଅଯୋଧ୍ୟାବାସୀଙ୍କ ଘରେ ରହିପାରିବେ’: ଓୟୋ କମ୍ପାନି
ଅଯୋଧ୍ୟା: ଜାନୁଆରି ୨୨ତାରିଖରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଥିବାବେଳେ ଗୁରୁବାର ମନ୍ଦିରରେ ମୂର୍ତ୍ତି ପ୍ରତିଷ୍ଠା ହୋଇଛି। ଜାନୁଆରି ୨୨ ତାରିଖ ପରେ ଲକ୍ଷାଧିକ ସଂଖ୍ୟାରେ ଲୋକେ ଅଯୋଧ୍ୟା ଯିବାକୁ ପ୍ରସ୍ତୁତ ହୋଇ ରହିଛନ୍ତି। ଯାତ୍ରୀଙ୍କ ଆଗମନକୁ ଦୃଷ୍ଟିରେ ରଖି ଅନଲାଇନ…