ତେଲେଙ୍ଗାନାରେ ୧୨,୦୦୦ କୋଟିରୁ ଅଧିକ ପୁଞ୍ଜି ନିବେଶ କରିବ ଆଦାନୀ ଗ୍ରୁପ୍
ନୂଆଦିଲ୍ଲୀ: ଆଦାନୀ ଗ୍ରୁପ୍ ତେଲେଙ୍ଗାନା ରାଜ୍ୟ ସରକାରଙ୍କ ସହଯୋଗରେ ଏକାଧିକ କ୍ଷେତ୍ରରେ ୧୨,୪୦୦ କୋଟି ଟଙ୍କା (୧.୪୯ ବିଲିୟନ ଡଲାର)ରୁ ଅଧିକ ପୁଞ୍ଜି ନିବେଶ କରିବାକୁ ୪ଟି ଚୁକ୍ତି ସ୍ୱାକ୍ଷର କରିଛି। ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଏବଂ ତେଲେଙ୍ଗାନା…