Month: January 2024

ସରକାରୀ ଘର ଖାଲି କରିବାକୁ ମହୁଆକୁ ମିଳିଲା ତୃତୀୟ ନୋଟିସ୍‌

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ନେତ୍ରୀ ମହୁଆ ମୈତ୍ରଙ୍କୁ ବୁଧବାର ନୂଆଦିଲ୍ଲୀରେ ତାଙ୍କ ସରକାର ଆବଣ୍ଟିତ ବାସଭବନ ଖାଲି କରିବାକୁ ପୁଣି ନୋଟିସ୍‌ ମିଳିଛି। ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ଅଧୀନରେ ଥିବା ସମ୍ପତ୍ତି ନିର୍ଦ୍ଦେଶାଳୟ ପକ୍ଷରୁ…

୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଚଳିତ ଜାନୁଆରି ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ାରେ ମଦ ବିକ୍ରି ବନ୍ଦ ହେବ। ମଦ ଦୋକାନ ବନ୍ଦ ରଖିବାକୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ…

ପୁଅ-ଝିଅଙ୍କୁ ଧରି କୂଅକୁ ଡେଇଁଥିବା ମହିଳାଙ୍କୁ ୮ବର୍ଷ ଜେଲ୍

ବାଲିଗୁଡା: ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳାଙ୍କୁ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ୨୦୨୧ ମସିହାରେ ରାଇକିଆ ଅଞ୍ଚଳରେ କୂଅକୁ ଠେଲି ନିଜେ କୁଅ କୁ ଡେଇଁବା ଘଟଣାରେ ମହିଳାଙ୍କୁ ୮ ବର୍ଷ ଜେଲ୍ ଦଣ୍ଡ ଶୁଣାଇଛନ୍ତି କନ୍ଧମାଳ ଜିଲ୍ଲାର ବାଲିଗୁଡା…

କୁନୋ ଜାତୀୟ ଉଦ୍ୟାନରେ ଆଉ ଏକ ଚିତାର ମୃତ୍ୟୁ

ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ଆଖିବୁଜିଲା ଆଉ ଏକ ଚିତା। ମଙ୍ଗଳବାର ଚିତା ସୌର୍ଯ୍ୟର ମୃତ୍ୟୁ ହୋଇଛି। ଏହି ଚିତାକୁ ଦକ୍ଷିଣ ଆଫ୍ରିକାର ନାମ୍ବିଆରୁ ଅଣାଯାଇଥିଲା। ଏହାକୁ ମିଶାଇ କୁନୋ ନ୍ୟାସନାଲ ପାର୍କରେ ବର୍ତ୍ତମାନ ସୁଦ୍ଧା ୧୦ଟି ଚିତାର ମୃତ୍ୟୁ ହୋଇସାରିଲାଣି।…

ପୁଣି ମାଞ୍ଜା ସୂତାରେ କଟିଲା ବେକ

କଟକ : ପୁଣି ମାଞ୍ଜା ସୂତାରେ କଟିଲା ବେକ । ଆଜି କଟକ ବାଲିକୁଦା ଅଞ୍ଚଳରେ ମାଞ୍ଜା ସୂତା ଲାଗି ଜଣେ ଆହତ ହୋଇଛନ୍ତି। ଭୁବନେଶ୍ଵରରୁ କଟକ ଫେରିଲା ବାଟରେ ବାଲିକୁଦାଠାରେ ପ୍ଲାଷ୍ଟିକ ସୂତା ବେକରେ ଲାଗିଯାଇଥିଲା। ଗତକାଲି ମଧ୍ୟ କଟକ…

ଟେକ୍‌ ଅଫ୍‌ ବେଳେ ରନ୍‌ଓ୍ୱେରେ ଧକ୍କା ହେଲା ଦୁଇ ଯାତ୍ରୀବାହୀ ବିମାନ

ଟେକ୍‌ ଅଫ୍‌ ବେଳେ ରନ୍‌ଓ୍ୱେରେ ଧକ୍କା ହେଲା ଦୁଇ ଯାତ୍ରୀବାହୀ ବିମାନ। ଅଳ୍ପକେ ବର୍ତ୍ତିଲେ ୨୮୦ରୁ ଅଧିକ ଯାତ୍ରୀ। ଜାପାନ ବିମାନ ବନ୍ଦରରେ ଘଟିଛି ଏଭଳି କିଛି ଅଘଟଣ। ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି। ଏଏଫ୍‌ପିର ସୂଚନା ମୁତାବକ, ମଙ୍ଗଳବାର…

ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ ପରେ ପ୍ରଣବ ଦାସଙ୍କ ଜବାବ

ଭୁବନେଶ୍ବର: ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ ପରେ ଏହାର କାଉଣ୍ଟର ଜବାବ ରଖିଛନ୍ତି ବିଧାୟକ ପ୍ରଣବ ପ୍ରକାଶ ଦାସ। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ବିଧାୟକ ଜବାବ ଦେଇଛନ୍ତି। ଧର୍ମେନ୍ଦ୍ରଙ୍କୁ ଭାଇ…

ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ଯୋଗଦେଲେ ମନୋରମା ମହାନ୍ତି

ଭୁବନେଶ୍ୱର: ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ପାଣିପାଗ ବୈଜ୍ଞାନିକ ଡ. ମନୋରମା ମହାନ୍ତି। ପୂର୍ବରୁ ଏହି ପଦରେ ଥିବା ଏଚ୍ ଆର୍ ବିଶ୍ବାସଙ୍କ ସ୍ଥାନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଡ. ମହାନ୍ତି ତାଙ୍କ…

ଆମେରିକା ରାଷ୍ଟ୍ରପତି ରେସ୍‌ରୁ ଓହରିଲେ ରାମସ୍ୱାମୀ

ଆମରିକାର ରାଷ୍ଟ୍ରପତି ଦୌଡୁରୁ ଓହରିଲେ ଭାରତୀୟ ବଂଶଦ୍ଭୋବ ଆମେରିକୀୟ ବ୍ୟବସାୟୀ ବିବେକ ରାମସ୍ୱାମୀ। ଆମେରିକାରେ ହେବାକୁ ଥିବା ୨୦୨୪ ରାଷ୍ଟ୍ରପତି ନିର୍ବାଚନରୁ ସେ ହଟିଥିବା ନେଇ ଘୋଷଣା କରିଛନ୍ତି। ଚଳିତ ବର୍ଷ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ…

ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ସପ୍ତମ ଶ୍ରେଣୀ ଛାତ୍ରୀ, ଗୁରୁତର ଅବସ୍ଥାରେ ଏମ୍‌କେସିଜିରେ ଭର୍ତ୍ତି

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ୍ ବାହାରପୁର ଗ୍ରାମର ଉଚ୍ଚ ପ୍ରାଥମିକ ସ୍କୁଲର ଜଣେ ଛାତ୍ରୀ ସ୍କୁଲରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି । ଛାତ୍ରୀ ଜଣକ ହେଲେ ସପ୍ତମ ଶ୍ରେଣୀର ରାଣୀ ଭୁୟା ।…