Month: January 2024

ଆଜିଠୁ ଆରମ୍ଭ ହୋଇଛି କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା

ଆଜିଠୁ ଆରମ୍ଭ ହୋଇଛି କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା। ହିଂସାଗ୍ରସ୍ତ ମଣିପୁରର ଥୋବାଲ ଠାରୁ ସାଂସଦ ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ଏହି ଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପିକୁ ଜୋରଦାର ଟାର୍ଗେଟ୍‌…

ରାସ୍ତାକଡ଼ରେ ନମାଜ ପଢ଼ିଲେ ଡ୍ରାଇଭର୍‌, ଉଠାଇ ନେଲା ପୁଲିସ

ରାସ୍ତା କଡ଼ରେ ଟ୍ରକ୍‌ ରଖିଲେ। ବ୍ୟସ୍ତ ବହୁଳ ରୋଡ୍‌ ଉପରେ ବସି ପଢ଼ିଲେ ନମାଜ। ଏଭଳି କରିବା ଏବେ ଜଣେ ଡ୍ରାଇଭରଙ୍କୁ ମହଙ୍ଗା ପଡିଛି। ପୁଲିସ ତାଙ୍କୁ ଉଠାଇନେଇଛି। ଗୁଜରାଟର ବନାସକଣ୍ଠାରେ ଘଟିଛି ଏଭଳି କିଛି ଘଟଣା। ପ୍ରକୃତରେ ନିକଟରେ ରାସ୍ତା…

ବଗିକୁ ଛାଡ଼ି ଚାଲିଗଲା ଇଞ୍ଜିନ୍, ବଡ ଅଘଟଣରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଗୁଣୁପୁର: ପୁଣି ଥରେ ବଗି ଛାଡି ଚାଲିଗଲା ଇଞ୍ଜିନ୍ । ଗୁଣୁପୁର ଷ୍ଟେସନ ଛାଡିବାର ପ୍ରାୟ ଏକ କିଲୋମିଟର ପରେ କପିଳପୁର ନିକଟରେ ହଠାତ୍ ବିଶାଖାପାଟଣା ଏକ୍ସପ୍ରେସ୍ (୧୮୫୨୧)ର ଇଞ୍ଜିନ୍ ରୁ ବଗି ଅଲଗା ହୋଇଯାଇଥିଲା । ତେବେ ଏହି ଅଘଟଣରେ…

ବସ୍-ସ୍କର୍ପିଓ ମୁହାଁମୁହିଁ ଧକ୍କା, ୧୨ ଯାତ୍ରୀ ଆହତ

ନୂଆପଡା : ବସ୍-ସ୍କର୍ପିଓ ମୁହାଁମୁହିଁ ଧକ୍କା, ୧୨ ଯାତ୍ରୀ ଆହତ। ନୂଆପଡା ଜିଲ୍ଲା 353 ଜାତୀୟ ରାଜପଥର ତରବୋଡ଼ ସମ୍ଭବ ପ୍ରୋଜେକ୍ଟ ନିକଟରେ ଦୁର୍ଘଟଣା ଘଟିଛି । ଏଥିରେ ମୋଟ ୧୨ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ତରବୋଡ ସ୍ବାସ୍ଥ୍ୟକେନ୍ଦ୍ର…

ହାତ ଛାଡ଼ି ଏକନାଥ ସିନ୍ଦେଙ୍କ ଧନୁ ତୀର ଧରିଲେ ମିଲିନ୍ଦ

ହାତ ଛାଡି ଏକନାଥ ସିନ୍ଦେଙ୍କ ଧନୁ ତୀର ଧରିଲେ ପୂର୍ବତନ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ମିଲିନ୍ଦ ଦେଓରା। ଆଜି ସକାଳୁ କଂଗ୍ରେସରୁ ଇସ୍ତଫା ଦେଇଥିବା ମିଲିନ୍ଦ ସିନ୍ଦେ ଗ୍ରୁପର ଶିବ ସେନାରେ ସାମିଲ ହୋଇଛନ୍ତି। ସେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ…

ବଜ୍ରକାପ୍ତା ଡିଲ୍‌ ବେଳେ ୩ ଜଣଙ୍କୁ ମାଡ଼ି ବସିଲା ବନ ବିଭାଗ

ନବରଙ୍ଗପୁର ବନବିଭାଗକୁ ମିଳିଛି ସଫଳତା। ଜୀବନ୍ତ ବଜ୍ରକାପ୍ତା ମୁଲଚାଲ ସମୟରେ ମାଡି ବସିଲା ବନବିଭାଗ। ୩ ଅଭିଯୁକ୍ତ ଗିରଫ ବନ ବିଭାଗ। କୋଡିଙ୍ଗା ବନାଞ୍ଚଳ ଅଞ୍ଚଳରେ ବଜ୍ରକାପ୍ତାର ମୁଲଚାଲ ହେଉଥିବା ବିଶେଷସୂତ୍ରରୁ ଖବର ପାଇଁ ବନ ବିଭାଗ ଚଢ଼ଉ କରି ଅଭିଯୁକ୍ତଙ୍କୁ…

ବିଗୁଡୁଛି ଏୟାର କ୍ୱାଲିଟି, କେନ୍ଦ୍ର ନେଲା ବଡ଼ ନିଷ୍ପତ୍ତି

କଲବଲ କରୁଛି କୁହୁଡ଼ି। ଘନ କୁହୁଡି ଯୋଗୁ ଜିରୋ ଭିଜିବଲିଟି ପରିସ୍ଥିତି ସୃଷ୍ଟି ହୋଇଛି। ତା’ସହ ପ୍ରଦୂଷଣ ମାତ୍ର ମଧ୍ୟ ବଢ଼ିବାରେ ଲାଗିଛି। ବିଗିଡି ଯାଇଛି ଏୟାର କ୍ୱାଲିଟି। ଏହାକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବାୟୁର…

ମାର୍ଚ୍ଚ ୧୫ ପୂର୍ବରୁ ମାଳଦ୍ୱୀପ ଛାଡନ୍ତୁ ଭାରତୀୟ ସେନା

ଭାରତ ଓ ମାଳଦ୍ୱୀପର ସମ୍ପର୍କ ଦିନକୁ ଦିନ ବିଗିଡିବାରେ ଲାଗିଛି। ରାଜନୈତିକ ବିବାଦ ଭିତରେ ଭାରତକୁ ନାଲି ଆଖି ଦେଖାଇଛନ୍ତି ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜ୍ଜୁ। ମାର୍ଚ୍ଚ ୧୫ ତାରିଖ ପୂର୍ବରୁ ଭାରତୀୟ ସେନାଙ୍କୁ ମାଳଦ୍ୱୀପ ଛାଡିବାକୁ ସେ କହିଛନ୍ତି। ଚୀନ୍‌ରୁ…

ବିନା ଟ୍ରେନିଙ୍ଗରେ ଏଭରେଷ୍ଟ ଚଢ଼ିଲେ ଓଡିଆ ମହିଳା ମମତା

କଟକ : ବିଶ୍ୱର ସର୍ବୋଚ୍ଚ ଶୃଙ୍ଗ ହେଉଛି ଏଭରେଷ୍ଟ, ଆଉ ଏହି ଏଭରେଷ୍ଟ ଚଢ଼ିଲେ ଓଡିଆ ଝିଅ । ଯାହାପରେ ଓଡିଆ ଝିଅ ହାସଲ କରିଛନ୍ତି ବଡ ସଫଳତା । ଏଭରେଷ୍ଟର ବେସ କ୍ୟାମ୍ପ ଆରୋହଣ କରିଛନ୍ତି ଓଡିଶାର ମହିଳା। ଓଡ଼ିଆ…

ପରିକ୍ରମା ପ୍ରକଳ୍ପରେ ମନ ମୋହୁଛି ସବୁଜବଳୟ

ପୁରୀ: ବହୁ ବର୍ଷର ଅପେକ୍ଷା ପରେ ଶେଷରେ ମହାପ୍ରଭୁଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶେଷ ହୋଇଛି। ଖଣ୍ଡୋଲାଇଟ୍‌ ପଥରରେ ନିର୍ମିତ କଳାକୃତି କଳିଙ୍ଗ ଉତ୍କର୍ଷ କଳାର ଗାଥା ବଖାଣୁଛି । ଆଉ ମାତ୍ର ୫ଦିନ ଅର୍ଥାତ୍ ଜାନୁଆରୀ ୧୭ତାରିଖରେ ଲୋକାର୍ପଣ…