ଶେଷରେ ମେଣ୍ଟର ମଙ୍ଗ ଧରିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ
ନୂଆଦିଲ୍ଲୀ : ଯାଚିବା ପରେ ବି ମନା କଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଶେଷରେ ମେଣ୍ଟର ମଙ୍ଗ ଧରିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ। ଆଜି ଇଣ୍ଡିଆ ମେଣ୍ଟର ବୈଠକ ବସିଥିଲା। ଏଥିରେ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ସଂଯୋଜକ କରିବାକୁ ପ୍ରସ୍ତାବ…