ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହକୁ ନିମନ୍ତ୍ରଣ ପାଇ ଖୁସି ବ୍ୟକ୍ତ କଲେ ଅରୁଣ ଗୋଭିଲ୍
ଅଯୋଧ୍ୟା: ରାମାନନ୍ଦ ସାଗରଙ୍କ ‘ରାମାୟଣ’ରେ ପ୍ରଭୁ ଶ୍ରରାମଚନ୍ଦ୍ରଙ୍କ ଭୂମିକା ନିଭାଇଥିବା ଅରୁଣ ଗୋଭିଲଙ୍କୁ ଆଜି ବି ଦେଖିଲେ ଲୋକଙ୍କ ମନରେ ଭକ୍ତି ଭାବନା ଜାଗି ଉଠେ। ସେ ତାଙ୍କ ଚରିତ୍ରକୁ ଏପରି ଭାବେ ନିଭାଇଥିଲେ ଯେ ସେ ସମୟରେ କିଛି ଲୋକ…