Month: January 2024

ଚନ୍ଦ୍ରବାବୁ ନାଇଡୁଙ୍କୁ ଆଶ୍ୱସ୍ତି; ୩ଟି ମାମଲାରେ ମିଳିଲା ଆଗୁଆ ଜାମିନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌ ଚନ୍ଦ୍ରବାବୁ ନାଇଡୁଙ୍କୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ୩ଟି ମାମଲାରେ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଇନର୍‌ ରିଙ୍ଗରୋଡ୍‌ (ଆଇଆରଆର) ମାମଲା, ଅବକାରୀ ନୀତି ମାମଲା ଏବଂ ବାଲି ଖନନ ମାମଲାରେ ହାଇକୋର୍ଟ ବର୍ତ୍ତମାନ ବିରୋଧୀ ଦଳ…

ପୁଅକୁ ହତ୍ୟା କରି ନଥିବା ଦାବି କଲେ ସିଇଓ ମା’ ସୂଚନା ସେଠ୍‌

ବେଙ୍ଗାଲୁରୁ ଭିତ୍ତିକ ଷ୍ଟାର୍ଟଅପ୍‌ ସିଇଓ ସୂଚନା ସେଠ୍‌ ନିଜର ୪ ବର୍ଷର ପୁଅକୁ ହତ୍ୟା କରି ନଥିବା କହିଛନ୍ତି। ଗୋଆର ଗୋଟିଏ ସର୍ଭିସ ଆପାର୍ଟମେଣ୍ଟରେ ସୂଚନା ନିଜ ପୁଅକୁ ମାରିବା ପରେ ମୃତଦେହକୁ ଗୋଟିଏ ବ୍ୟାଗରେ ଭର୍ତ୍ତି ବେଙ୍ଗାଲୁରୁ ନେବାକୁ ଚେଷ୍ଟା…

ଉଦ୍ଧବ ଠାକେରଙ୍କୁ ବଡ଼ ଝଟକା, ସିନ୍ଦେ ସରକାରର ବିଜୟ

ସୁପ୍ରିମକୋର୍ଟଙ୍କ ଛାଟ ପରେ ଶିବସେନା ବନାମ ଶିବସେନା ବିବାଦ ମଧ୍ୟରେ ବଡ଼ ନିଷ୍ପତ୍ତି ନେଇଛନ୍ତି ମହାରାଷ୍ଟ୍ରର ବିଧାନସଭା ବାଚସ୍ପତି ରାହୁଲ ନାରୱେକର। ସେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ତାଙ୍କ ସହ ଥିବା ବିଧାୟକଙ୍କ ପଦ କାଏମ ରଖିଛନ୍ତି। ସିନ୍ଦେ ଗୋଷ୍ଠୀ…

ନବଜୋତ ସିଂ ସିଦ୍ଧୁଙ୍କ ରାଲିକୁ ନେଇ କଂଗ୍ରେସରେ ତୀବ୍ର ଅସନ୍ତୋଷ

ଚଣ୍ଡୀଗଡ଼: କଂଗ୍ରେସର ବରିଷ୍ଠ ନେତା ନବଜୋତ ସିଂ ସିଦ୍ଧୁଙ୍କ ଦ୍ୱାରା କରାଯାଉଥିବା ରାଲିକୁ ବିରୋଧ କରି ପଞ୍ଜାବ କଂଗ୍ରେସର ଅନେକ ନେତାଙ୍କ ମଧ୍ୟରେ ଅସନ୍ତୋଷ କୁହୁଳୁଛି | ଆଉ ଏହାକୁ ନେଇ ଦଳର ନବନିଯୁକ୍ତ ପଞ୍ଜାବ ପ୍ରଭାରୀ ଦେବେନ୍ଦ୍ର ଯାଦବ କହିଛନ୍ତି…

ଅର୍ପଣ ରଥ ପରିକ୍ରମାକୁ ନେଇ ବିବାଦ, ଜଗନ୍ନାଥ ମନ୍ଦିର ଆଗରେ ଧାରଣାରେ ବସିଲେ ଗ୍ରାମବାସୀ

ଗଞ୍ଜାମ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଗାଁ ଠୁ ସହର ସବୁଠି ବୁଲୁଛି ଅର୍ପଣ ରଥ । ହେଲେ ଏହି ଅର୍ପଣ ରଥ ପରିକ୍ରମାକୁ ନେଇ ଏକ ବିବାଦ ସାମ୍ନାକୁ ଆସିଛି । ଯାହାର ପ୍ରତିବାଦରେ ଜଗନ୍ନାଥ ମନ୍ଦିର ଆଗରେ…

ଅର୍ଦ୍ଧନିର୍ମିତ ରାମ ମନ୍ଦିରର ଉଦ୍‌ଘାଟନକୁ କଂଗ୍ରେସର ନା’

ଠିକ୍‌ ସାଧାରଣ ନିର୍ବାଚନ ପୂର୍ବରୁ ଉଦ୍‌ଘାଟନ ହେଉଛି ଅଯୋଧ୍ୟା ରାମ ମନ୍ଦିର। ରାଜନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱ ବହନ କରୁଥିବା ଏହି ଉଦ୍‌ଘାଟନକୁ ବୟକଟ୍‌ କରିଛି କଂଗ୍ରେସ। ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ମିଳିଥିବା ଆମନ୍ତ୍ରଣକୁ କଂଗ୍ରେସ ସିଧାସଳଖ ଅସ୍ୱୀକାର କରିଛି। ଅର୍ଦ୍ଧନିର୍ମିତ…

ରାମ ମନ୍ଦିର ପାଇଁ ଅଯୋଧ୍ୟାରେ ପହଞ୍ଚିଲା ୨୪୦୦ କେଜିର ଘଣ୍ଟି

ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ହେବ। ମନ୍ଦିରର ଗର୍ଭଗୃହରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ମନ୍ଦିରରେ ୨୪୦୦ କିଲୋଗ୍ରାମର ଏକ ଘଣ୍ଟି ଲାଗିବ। ଏହି ଘଣ୍ଟି ଅଯୋଧ୍ୟାରେ ପହଞ୍ଚି ସାରିଛି। ରାମ ମନ୍ଦିରର ଉଦଘାଟନ ଜାନୁଆରୀ ୨୨ରେ…

କୋଟିପତି ଏମଭିଆଇ ପଞ୍ଚାନନ ବେହେରା ଗିରଫ

ଭୁବନେଶ୍ୱର : କୋଟିପତି ଏମଭିଆଇ ଗିରଫ । ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ । ତାଙ୍କ ପାଖରେ ଆୟ ଠାରୁ ୨୯୩ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି । ତାଙ୍କର…

ପରଲୋକରେ ଆଳିର ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀ

ଆଳି/ରାଜକନିକା : ପରଲୋକରେ ଆଳିର ପୂର୍ବତନ ବିଧାୟିକା ତଥା ଶିଳ୍ପମନ୍ତ୍ରୀ ପ୍ରତାପ ଦେବଙ୍କ ମାଆ ସୁଶ୍ରୀ ଦେବୀ। ୭୩ ବର୍ଷ ବୟସରେ ଆଜି କଟକ ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି। ୧୦ ଅକ୍ଟୋବର ୧୯୫୦ରେ ଜନ୍ମ ଗ୍ରହଣ କରିଥିବା ସୁଶ୍ରୀ…

ପ୍ରେମିକ ପାଇଁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ମୟୂରଭଞ୍ଜ: ପ୍ରେମିକ ଦିଅର ଆଗରେ ସ୍ୱାମୀ ହେଲା ତୁଚ୍ଛ । ସ୍ୱାମୀ ଏବଂ ପ୍ରେମିକ ଦିଅର ମଧ୍ୟରେ ଝଗଡା ହେବାରୁ ପ୍ରେମିକ ପକ୍ଷରେ ରହି ସ୍ୱାମୀକୁ କାଠ ଫାଳିଆରେ ବାଡେଇ ମାରିଲା ସ୍ତ୍ରୀ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଉଦଳା…