Month: January 2024

ଆକାଶ ପଥ ସହ ଯୋଡ଼ିହେଲା ମାଲକାନଗିରି

ମାଲକାନଗିରି : ଲାଲଗଡ଼କୁ ସିଧାବିମାନ । ବିକାଶ ଯାତ୍ରାରେ ମାଲକାନଗିରି ଜିଲ୍ଲାରେ ଯୋଡ଼ି ହେଲା ଆଉ ଏକ ନୂଆ ପର୍ଦ୍ଦ । ଗୁରୁପ୍ରିୟା ସେତୁ ପରେ ଆକାଶପଥରେ ଯୋଡ଼ି ହୋଇଛି ସ୍ବାଭିମାନ ଅଞ୍ଚଳ । ମାଲକାନଗିରି ବିମାନ ବନ୍ଦରକୁ ଉଦଘାଟନ କରିଛନ୍ତି…

ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ

ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ। ଇଣ୍ଡୋନେସିଆର ତଲୌଦ ଦ୍ୱୀପରେ ଏହି ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂକମ୍ପ ଝଟକା ଯୋଗୁ ଲୋକେ ଛାନିଆ ହୋଇ ପଡ଼ିଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହେବାର ସୂଚନା ମିଳିନି । ଗତକାଲି ବିଳମ୍ବିତ…

ଭୁବନେଶ୍ୱରରେ MVI ପଞ୍ଚାନନ ବେହେରାଙ୍କର ୨୭ଟି ପ୍ଲଟ ଠାବ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ନୟାଗଡ଼ ଜିଲ୍ଲା ମୋଟର ଯାନ ନିରୀକ୍ଷକ ( MVI) ପଞ୍ଚାନନ ବେହେରାଙ୍କ ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ବେଳେ ତାଙ୍କର କେବଳ ଭୁବନେଶ୍ୱରରେ…

ହ୍ୱାଇଟ୍‌ ହାଉସ ଫାଟକରେ ପିଟିହେଲା କାର୍‌ , ଡ୍ରାଇଭର ଗିରଫ

ଭାରସାମ୍ୟ ହରାଇ ହ୍ୱାଇଟ୍‌ ହାଉସ ଫାଟକରେ ପିଟିହେଲା କାର୍‌ । ଦୁର୍ଘଟଣାଗ୍ରସ୍ତ କାର୍‌ ଡ୍ରାଇଭରକୁ ପୁଲିସ ଗିରଫ କରିବା ସହ ଗାଡ଼ିକୁ ଜବତ କରିଛି। ଗତକାଲି ସନ୍ଧ୍ୟା ସମୟରେ ଏହି ଅଘଟଣ ଘଟିଛି। ଗତକାଲି ସନ୍ଧ୍ୟା ପ୍ରାୟ ୬ଟା ସମୟରେ ଦ୍ରୁତ…

ଘରେ ପଶି ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟ

ଭୁବନେଶ୍ୱର : ରାଜଧାନୀରେ ଥମୁନି ଲୁଟେରା ଆତଙ୍କ। ସ୍ବାମୀ ସ୍ତ୍ରୀ ଶୋଇଥିବା ବେଳେ ଘରେ କଳାକନା ବୁଲାଇଲେ ଦୁବୃର୍ତ୍ତ । ଖଣ୍ଡଗିରି ଥାନା ଗଣ୍ଡମୁଣ୍ଡା ଅଞ୍ଚଳରେ ଘରେ ପଶି ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟି ନେଇଛନ୍ତି ଦୁବୃର୍ତ୍ତ। ପଞ୍ଚାୟତିରାଜ…

ଜାନୁଆରୀ ୨୨ ତାରିଖରେ ଉତ୍ତର ପ୍ରଦେଶର ସମସ୍ତ ସ୍କୁଲ, କଲେଜ ଛୁଟି

ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିରର ପ୍ରତିଷ୍ଠା ହେବ। ରାମ ଲଲାଙ୍କ ବିଗ୍ରହରେ ପ୍ରାଣ ପ୍ରତିଷ୍ଠା କରାଯିବ। ସେଥିପାଇଁ ସେହିଦିନ ଉତ୍ତର ପ୍ରଦେଶରେ ସ୍କୁଲ୍‌, କଲେଜ ସବୁ ବନ୍ଦ ରହିବ। ଆଜି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…

କୁକୁର ବନ୍ଧ୍ୟାକରଣ ଉପରୁ ରହିତାଦେଶ ଉଠାଇଲେ ହାଇକୋର୍ଟ

ଭୁବନେଶ୍ବର: ଖୁବ୍‌ଶୀଘ୍ର ଆରମ୍ଭ ହେବ କୁକୁର ବନ୍ଧ୍ୟାକରଣ ଅସ୍ତ୍ରୋପଚାର । ଏନେଇ ସୋମବାର ବିଏମ୍‌ସିକୁ ସବୁଜ ସଙ୍କେତ ଦେଇଛନ୍ତି ହାଇକୋର୍ଟ । କୁକୁର ବନ୍ଧ୍ୟାକରଣ ଉପରେ ଥିବା ରହିତାଦେଶ ଉଠାଇ ଦେଇଛନ୍ତି ହାଇକୋର୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସବୁ ରାଜ୍ୟରେ…

ବିଲକିସ ବାନୋ ମାମଲାରେ ‘ସୁପ୍ରିମ’ ରାୟ: ବିଜେପି ଉପରେ ବର୍ଷିଲେ ବିରୋଧୀ

ବହୁ ଚର୍ଚ୍ଚିତ ଗୁଜରାଟ ଦଙ୍ଗା ପୀଡ଼ିତା ବିଲକିସ ବାନୋ ମାମଲାରେ ଆଜି ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧୀ ଦଳଗୁଡ଼ିକ ସ୍ୱାଗତ କରିଛନ୍ତି। ବିଲକିସ ବାନୋଙ୍କୁ ଗଣଦୁଷ୍କର୍ମ କରିବା ସହ ତାଙ୍କ ପରିବାର ସଦସ୍ୟ ଓ ଛୋଟ ଝିଅକୁ ହତ୍ୟା କରିବା ଘଟଣାରେ…

୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା

ଭୁବନେଶ୍ୱର:୨୧ ତାରିଖରେ ପୁରୀରୁ ଆରମ୍ଭ ହେବ କଂଗ୍ରେସର ବସ ଯାତ୍ରା । ଜଗନ୍ନାଥଙ୍କ ଦର୍ଶନ କରି ଶ୍ରୀକ୍ଷେତ୍ରରୁ ଗଡିବ କଂଗ୍ରେସ ବସ୍ । ରାଜ୍ୟର ସବୁ ନିର୍ବାଚନ ମଣ୍ଡଳି ବୁଲିବ ଦୁଇଟି ବସ୍ । ୪୦ରୁ ଅଧିକ ନେତା ବସ ଯୋଗେ…

ସଲମାନଙ୍କ ଫାର୍ମ ହାଉସରେ ପଶିବାକୁ ଚେଷ୍ଟା କରି ୨ ଗିରଫ

ବଲିଉଡ ଅଭିନେତା ସଲମାନ ଖାନ୍‌ଙ୍କୁ ଯେବେ ଠାରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗଠାରୁ ହତ୍ୟା ଧମକ ମିଳିଛି, ସେବେଠୁ ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଏହାରି ଭିତରେ ତାଙ୍କ ପନଭେଲ ସ୍ଥିତ ଫାର୍ମ ହାଉସକୁ ପଶିବାକୁ କିଛି ସନ୍ଦିଗ୍ଧ ବ୍ୟକ୍ତି ଚେଷ୍ଟା…