Month: January 2024

ବାଳିକା ହଷ୍ଟେଲରୁ ୨୬ ନାବାଳିକା ନିଖୋଜ, ତଦନ୍ତ ଦାବି

ଭୋପାଲ : ବାଳିକା ଆଶ୍ରୟ ଗୃହରୁ ନିଖୋଜ ହୋଇଗଲେ ୨୬ ନାବାଳିକା। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବେଆଇନ ଭାବେ ଚାଲିଥିବା ଏକ ସେଲ୍ଟର ହୋମ୍‌ରୁ ନାବାଳିକାମାନେ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ବିନା ଅନୁମତିରେ ଏହି ବାଳିକା ଗୃହଟି ଚାଲିଥିଲା। ଏନେଇ…

ବିଚ୍‌ ରାସ୍ତାରେ ଗ୍ୟାଙ୍ଗଷ୍ଟରଙ୍କୁ ଗୁଳି କରି ହତ୍ୟା, ୮ ଗିରଫ

ପୁନେ : ଦିନ ଦ୍ୱିପହରେ ଗ୍ୟାଙ୍ଗଷ୍ଟରଙ୍କୁ ଗୁଳି। ବିଚ୍‌ ରାସ୍ତାରେ ତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମହାରାଷ୍ଟ୍ରର ପୁଣେର ଗ୍ୟାଙ୍ଗଷ୍ଟର ଶରଦ ମୋହୋଲଙ୍କୁ ତାଙ୍କ ଓ୍ୱେଡିଂ ଆନିର୍ଭସରୀ ଦିନ ତାଙ୍କରି ହିଁ ଗ୍ୟାଙ୍ଗର କିଛି ଲୋକେ ଗୁଳି କରି ହତ୍ୟା…

ଟିଏମସି ନେତା ଶଙ୍କର ଆଧ୍ୟା ଗିରଫ

କୋଲକାତା : ତୃଣମୂଳ କଂଗ୍ରେସ (ଟିଏମସି) ନେତା ଶଙ୍କର ଆଧ୍ୟା ଗିରଫ। ରାସନ ବଣ୍ଟନ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ତାଙ୍କୁ ଗିରଫ କରିଛି। ପଶ୍ଚିମବଙ୍ଗରେ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ଘଟଣାର ଗୋଟିଏ ଦିନ ପରେ ଶଙ୍କରଙ୍କ…

ଲାକ୍ଷାଦ୍ୱୀପ ଗଲେ ମଣିପୁର କାହିଁକି ଗଲେନି? ମୋଦିଙ୍କୁ ପ୍ରଶ୍ନ କଲେ ଖଡ଼ଗେ

ନୂଆଦିଲ୍ଲୀ : ପୁଣି ମୋଦିଙ୍କ ଉପରେ ବର୍ଷିଲା କଂଗ୍ରେସ। ମଣିପୁର ପ୍ରସଙ୍ଗ ଉଠାଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁଣି ଥରେ ଟାର୍ଗେଟ୍‌ କରିଛନ୍ତି। କିଛି ଦିନ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାକ୍ଷାଦ୍ୱୀପ ଯାଇଥିବା ଦେଖିବାକୁ…

ଧାର୍ଯ୍ୟ ସ୍ଥାନରେ ପହଞ୍ଚିଲା ଆଦିତ୍ୟ L1

ନୂଆଦିଲ୍ଲୀ : ଭାରତର ମିଶନ ସୂର୍ଯ୍ୟକୁ ମିଳିଲା ବିରାଟ ସଫଳତା। ଗନ୍ତବ୍ୟସ୍ଥଳରେ ପହଞ୍ଚିଲା ଭାରତର ସୂର୍ଯ୍ୟ ମିଶନ୍ ଆଦିତ୍ୟ ଏଲ୍‌-୧। ପୃଥିବୀଠୁ ୧୫ ଲକ୍ଷ କି.ମି. ଦୂର ଲଗରାଞ୍ଜିଆନ୍ ପଏଣ୍ଟ L1ରେ ଥିବା ହାଲୋ ଅର୍ବିଟରେ ପହଞ୍ଚିଛି। L1 ପଏଣ୍ଟ ଚାରିପଟେ…

ରାଜ୍ୟରେ ୩ କୋଟି ୩୨ ଲକ୍ଷ ଭୋଟର, ତୃତୀୟ ଲିଙ୍ଗ ମତଦାତା ସଂଖ୍ୟା ୩୩୮୦: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪କୁ ଆଖି ଆଗରେ ରଖି ଆମ ରାଜ୍ୟରେ ଭୋଟର ତାଲିକାର ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ପାଇଁ ଗତବର୍ଷ ଅକ୍ଟୋବର ୨୭ ତାରିଖରେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏସଂପର୍କରେ ଉପସ୍ଥିତ ରାଜନୈତିକ ଦଳମାନଙ୍କୁ ମୁଖ୍ୟ ନିର୍ବାଚନ…

ଶରଦ ପାୱାରଙ୍କ ସମ୍ପର୍କୀୟଙ୍କ ଠିକଣାରେ ପଶିଲା ଇଡି

ଏନସିପି ସୁପ୍ରିମୋ ତଥା ବରିଷ୍ଠ ରାଜନେତା ଶରଦ ପାୱାରଙ୍କ ସମ୍ପର୍କୀୟଙ୍କ ଠିକଣାରେ ଆଜି ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି। ପାୱାରଙ୍କ ଅଣନାତି ତଥା ବିଧାୟକ ରୋହିତ ପାୱାରଙ୍କ ମାଲିକାନାରେ ଥିବା କମ୍ପାନୀରେ ଆଜି ଇଡି ଚଢ଼ଉ କରିଛି। ୨୫…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ପୁରୀରେ ମୁଖ୍ୟ ଶାସନ ସଚିବ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀରେ ପହଞ୍ଚି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ ପ୍ରକଳ୍ପ, ଶ୍ରୀଦାଣ୍ଡ, ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ବୁଲି ଦେଖିଛନ୍ତି। ତାଙ୍କ ସହ ଅନ୍ୟ…

ସ୍ତ୍ରୀକୁ କୁରାଢୀରେ ହାଣି ହତ୍ୟା କରି ସ୍ୱାମୀ ଫେରାର

ବଲାଙ୍ଗୀର: ବରମପୁରା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। କୃଷ୍ଣଚନ୍ଦ୍ର ବାଗ ନାମକ ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଅଞ୍ଜନା ବାଗଙ୍କୁ କୁରାଢୀରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଞ୍ଜନା ନିଜ ଘରେ ଗାଧୋଉଥିବା ବେଳେ ଏହି ଘଟଣା…

୨୦୦ ବର୍ଷ ପୁରୁଣା ଇଣ୍ଡିଆନ ମ୍ୟୁଜିୟମକୁ ବୋମା ଧମକ

ଦୀର୍ଘ ୨୦୦ ବର୍ଷ ପୁରୁଣା ତଥା କୋଲକାତାର ପ୍ରସିଦ୍ଧ ‘ଇଣ୍ଡିଆନ ମ୍ୟୁଜିୟମ’କୁ ବୋମା ଧମକ ମିଳିଛି। ଇ-ମେଲ ଯୋଗେ ଅଜଣା ଦୁର୍ବୃତ୍ତମାନେ ମ୍ୟୁଜିୟମ କର୍ତ୍ତୃପକ୍ଷଙ୍କୁ ବୋମା ବିସ୍ଫୋରଣର ଧମକ ଦେଇଛନ୍ତି। ଧମକ ମିଳିବା ପରେ କୋଲକାତା ପୁଲିସ୍‌ ପକ୍ଷରୁ ପୂରା ଅଞ୍ଚଳକୁ…