କୁଳପତିଙ୍କ ମନମୁଖି କାର୍ଯ୍ୟ ବିରୋଧରେ କର୍ମଚାରୀଙ୍କ ଆନ୍ଦୋଳନ
ସମ୍ବଲପୁର: ଛଟେଇ ପ୍ରତିବାଦରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର କର୍ମଚାରୀମାନେ କାର୍ଯ୍ୟ ବନ୍ଦ ଡାକରା ଦେଇଥିଲେ । ମନଇଛା କାର୍ଯ୍ୟରୁ ଛଟେଇ କରିବା, ଛୁଟିଦିନ ଅଫିସ ନଆସିଲେ ଦରମା କାଟିବା, କର୍ମଚାରୀଙ୍କୁ ଗାଳିଗୁଲଜ, କର୍ମଚାରୀଙ୍କ ମଧ୍ୟରେ ପକ୍ଷପାତିତା, ଦରମା ସବୁ ମାସରେ…