ପୁଣି ଆନ୍ଦୋଳନକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ; ଅନିର୍ଦ୍ଦିଷ୍ଟ କାଳ ଯାଏଁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ
ଭୁବନେଶ୍ବର : ଆଜିଠୁ ପୁଣି ଥରେ ଆରମ୍ଭ ହୋଇଛି ଡ୍ରାଇଭରଙ୍କ ଦେଶବ୍ୟାପୀ ଆନ୍ଦୋଳନ । ନୂଆ ହିଟ୍ ଆଣ୍ଡ ରନ ଆଇନକୁ ବିରୋଧ କରି ଦୁଇ ଦିନ ତଳେ ପ୍ରତ୍ୟାହୃତ ହୋଇଥିବା ଆନ୍ଦୋଳନ ଆଜିଠୁ ପୁଣି ଥରେ ସମଗ୍ର ଦେଶରେ ଆରମ୍ଭ…