ଟ୍ରେନିଂ ବେଳେ ଚାଲିଗଲା ହୋମଗାର୍ଡଙ୍କ ଜୀବନ
ଭୁବନେଶ୍ବର: ଭୁବନେଶ୍ୱର ରିଜର୍ଭ ଅଫିସରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଟ୍ରେନିଂ ବେଳେ ଜଣେ ହୋମଗାର୍ଡଙ୍କ ଜୀବନ ଯାଇଛି। ମୃତ ହୋମଗାର୍ଡ ହେଲେ ବାସୁଦେବ ମାନସିଂ। ରିଫ୍ରେସର କୋର୍ସ ପାଇଁ ଟ୍ରେନିଂ ଦିଆଯାଉଥିବା ବେଳେ ହୋମଗାର୍ଡ ବାସୁଦେବ ମାନସିଂଙ୍କ ମୃତ୍ୟୁ…