Month: January 2024

ଟ୍ରକ ଡ୍ରାଇଭରଙ୍କ ଆନ୍ଦୋଳନ: ପେଟ୍ରୋଲ-ଡିଜେଲ ବିକ୍ରି ଉପରେ ଲାଗିଲା କଟକଣା

ନୂଆ ହିଟ ଆଣ୍ଡ ରନ ଆଇନରେ ଥିବା ବ୍ୟବସ୍ଥାକୁ ବିରୋଧ କରି ଦେଶବ୍ୟାପୀ ଟ୍ରକ ଡ୍ରାଇଭରମାନେ ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନରେ ତୈଳ ସପ୍ଲାଏ କରୁଥିବା ଡ୍ରାଇଭରମାନେ ମଧ୍ୟ ସାମିଲ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଚଣ୍ଡିଗଡ଼ରେ ପେଟ୍ରୋଲ ଓ ଡିଜେଲ…

ଖୋଲିଲା ରହସ୍ୟ; ଝିଅ ଜାଣି ବୋରୱେଲ୍‌ରେ ପକାଇ ଦେଇଥିଲା ମାଆ!

କଟକ : ଏମିତି କ’ଣ ଜଣେ ମାଆ ହୋଇପାରେ? ଜନ୍ମ ପରେ ଝିଅ ହୋଇଥିବା ଜାଣି ବୋରୱେଲ୍‌ରେ ପକାଇଦେବ? ହଁ ଆଜ୍ଞା ସମ୍ୱଲପୁରରେ ବୋରୱେଲ୍‌ରୁ ଉଦ୍ଧାର ହୋଇଥିବା ଶିଶୁକନ୍ୟା ଘଟଣାରେ ଏପରି ଚାଞ୍ଚଲ୍ୟକର ଚଥ୍ୟ ସାମ୍ନାକୁ ଆସିଛି। ସେପଟେ କଟକ ବଡ଼…

ଭୁବନେଶ୍ୱରରେ ଦୋକାନୀଙ୍କ ତଣ୍ଟି କାଟି ୬ ହଜାର ଟଙ୍କା ନେଇଗଲେ ଦୁର୍ବୃତ୍ତ

ଭୁବନେଶ୍ବର : ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଡମଣା ଗାଁରେ ଆଜି ଭୋରରେ ଜଣେ ଦୋକାନୀଙ୍କ ତଣ୍ଟିକାଟି ୬ ହଜାର ଟଙ୍କା ନେଇ ଯାଇଛନ୍ତି ଲୁଟେରା। ଲୁଟ୍‌ର ଶିକାର ହୋଇଥିବା ଦୋକାନୀଙ୍କ ନାଁ ଶିବାନନ୍ଦ ବାରିକ। ସବୁ ଦିନ ଭଳି ଆଜି ଭୋର…

ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ପାଇଁ ସଜବାଜ ହେଲେଣି କଳାକାର

ବରଗଡ଼ : ଜାନୁୟାରୀ ୧୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି ୭୬ ତମ ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା। ଏଥିପାଇଁ ଏବେଠାରୁ ବରଗଡ଼ ସହର ଚଳଚଞ୍ଚଳ ହୋଇପଡ଼ିଛି। ଧନୁଯାତ୍ର ପାଇଁ କଳାକାର ମାନେ ଏବେଠାରୁ ଅଭ୍ୟାସ ଆରମ୍ଭ କରିଦେଲେଣି। ଚଳିତ ବର୍ଷ ଯାତ୍ରା…

ଗାଁକୁ ରାସ୍ତା ନାହିଁ, ଚାଙ୍ଗୁ ବଜାଇ ପ୍ରତିବାଦ କଲେ ଲୋକେ

କେନ୍ଦୁଝର : ରତ୍ନଗର୍ଭା କେନ୍ଦୁଝର ଜିଲ୍ଲା! ଖଣି ଖାଦାନରେ ଭରପୂର ଥିବାରୁ ଧନୀ ଜିଲ୍ଲା ଭାବେ ପରିଚୟ ପାଇଛି! ହେଲେ ଦୁଃଖର ବିଷୟ ଏହି ଧନୀ ଜିଲ୍ଲାରେ ଦେଖିବାକୁ ମିଳିଛି ବିକଳ ଚିତ୍ର। ଆଜି ପର୍ଯ୍ୟନ୍ତ ଗାଁକୁ ଯିବା ପାଇଁ ରାସ୍ତା…

ଇ-କୋର୍ଟ ଯୁଗରେ ସ୍ଥାୟୀ ବେଞ୍ଚ ମହତ୍ୱପୂର୍ଣ୍ଣ ନୁହଁ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର : ହାଇକୋର୍ଟର ନୂଆ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ସମ୍ପୃକ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସୁପାରିଶ ଆବଶ୍ୟକ। ଏଥିସହିତ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ସହମତି ଦରକାର। ଏହା ପରେ ଯାଇ କେନ୍ଦ୍ର ସରକାର ନୂଆ ସ୍ଥାୟୀ…

କଳିଙ୍ଗନଗର ଆଦିବାସୀ ଗଣହତ୍ୟାକୁ ୧୮ବର୍ଷ ପୂରିଲା, ମହମବତୀ ଶୋଭାଯାତ୍ରା କରି ବର୍ଷିଲା କଂଗ୍ରେସ

କଳିଙ୍ଗନଗର : କଳିଙ୍ଗ ନଗର ଆଦିବାସୀ ଗଣହତ୍ୟାର ୧୮ ତମ ଶ୍ରାଦ୍ଧବାର୍ଷିକୀରେ ମହମବତୀ ଶୋଭାଯାତ୍ରାର ଆୟୋଜନ କରିଥିଲା ରାଜ୍ୟ କଂଗ୍ରେସ। ନିରୀହ ଆଦିବାସୀଙ୍କୁ ନିର୍ମମ ହତ୍ୟା କରିଥିବା ରାଜ୍ୟର କ୍ଷମତାସୀନ ବିଜେଡି ସରକାର ଏପର୍ଯ୍ୟନ୍ତ ଆଦିବାସୀଙ୍କୁ ନ୍ୟାୟ ଦେବାରେ ସକ୍ଷମ ହୋଇନି…

ଉଜୁଡ଼ିଲା ଜୀବିକା, ୪ ହଜାର ମତ୍ସ୍ୟଜୀବୀ ଏବେ ଦାଦନ

ଚିକିଟି: ଗଞ୍ଜାମ ଜିଲ୍ଲାର ଚିକିଟି ବ୍ଲକ୍‌ ବଙ୍ଗୋପସାଗର ଉପକୂଳବର୍ତ୍ତୀ ଇଲାକା ସୋରଳ, ସୋନପୁର, କତୁରୁ ଓ ଏକସିଙ୍ଗି ପଞ୍ଚାୟତ। ଆବହମାନ କାଳରୁ ଏଠାକାର ଅଧିବାସୀ ସମୁଦ୍ରରୁ ମାଛ ମାରି ଜୀବିକା ନିର୍ବାହ କରିଆସୁଛନ୍ତି। ଏଥିପାଇଁ ଏହି ଇଲାକା ଗୁଡ଼ିକ ମତ୍ସ୍ୟଜୀବୀବହୁଳ ପଞ୍ଚାୟତ…

ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ…

ମୃତକଙ୍କ ପରିବାରକୁ ୩ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିଶ୍ଚିନ୍ତକୋଇଲି/ ଭୁବନେଶ୍ବର: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏହାଛଡ଼ା…