Month: January 2024

ବିଭିନ୍ନ ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଆସନ୍ତା ଫେବ୍ରୁଆରି ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ…

ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

କଟକ: ଓଡ଼ିଶା ହାଇକୋର୍ଟରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ମାମଲା ଏକ ନୂଆ ମୋଡ଼ ନେଇଛି। ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ଘଟଣାର ସିବିଆଇ ତଦନ୍ତ ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଶୁଣାଣି କରି କାହିଁକି ସିବିଆଇ ତଦନ୍ତ ହେବ ନାହିଁ ବୋଲି…

କଟକ-ଚାନ୍ଦବାଲି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୩ରେ ପହଞ୍ଚିଲା

ନିଶ୍ଚିନ୍ତକୋଇଲି: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି। ଏହି ଦୁର୍ଘଟଣାରେ ୪୦ ଆହତ ଓ ୨୦ ଗୁରୁତର ଥିବା ଜଣାଯାଇଛି। ସେମାନଙ୍କୁ ଉଦ୍ଧାର…

ଜାନୁଆରିରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ

ମୁମ୍ବାଇ: ନୂଆ ବର୍ଷ ୨୦୨୪ ଆରମ୍ଭ ହୋଇଛି। ଏହା ସହିତ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୨୦୨୪ ବର୍ଷ ପାଇଁ ବ୍ୟାଙ୍କ ଛୁଟି ତାଲିକା ଜାରି କରିଛି। ପ୍ରତି ମାସ ଭଳି ଚଳିତ ମାସରେ ମଧ୍ୟ ବ୍ୟାଙ୍କଗୁଡ଼ିକରେ ଅନେକ ଦିନ ଛୁଟି…

‘‌ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ ଛାଡ଼ି ଅଯୋଧ୍ୟାରେ ରହିବାକୁ ସ୍ଥାନ ଖୋଜୁଛନ୍ତି ଲୋକେ’; ଓୟୋ ପ୍ରତିଷ୍ଠାତା

ନୂଆଦିଲ୍ଲୀ: ଆଜିକା ସମୟରେ ଲୋକମାନେ କୌଣସି ସ୍ଥାନକୁ ବୁଲିବାକୁ ଯିବା ପୂର୍ବରୁ ଅନଲାଇନରେ ରୁମ ବୁକ କରି ଦେଇଥାଆନ୍ତି। ଛୁଟି ସମୟରେ ଲୋକମାନେ ପାହାଡ଼ ଓ ସମୁଦ୍ରକୂଳ ଆଦି ସ୍ଥାନମାନଙ୍କୁ ବୁଲିବାକୁ ଯିବାକୁ ଅଧିକ ପସନ୍ଦ କରିଥାଆନ୍ତି। କିନ୍ତୁ ଚଳିତ ଥର…

‘ଅବ କି ବାର୍ ୪୦୦ ପାର୍, ତିସରି ବାର୍ ମୋଦୀ ସରକାର’ ଲୋକସଭା ନିର୍ବାଚନ ପାଇଁ ବିଜେପିର ସ୍ଲୋଗାନ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛି, ଯେଉଁଠାରେ ଲୋକସଭା ନିର୍ବାଚନ ପାଇଁ ଦଳର ସ୍ଲୋଗାନ୍ ଚୂଡ଼ାନ୍ତ ହୋଇଛି । ସ୍ଲୋଗାନଟି ହେଉଛି ‘ଅବକି ବାର ୪୦୦ ପାର, ତିସରି ବାର୍ ମୋଦୀ ସରକାର’। ବୈଠକରେ…

ସ୍ବାମୀକୁ ବ୍ୟଭିଚାରୀ ବୋଲି ମିଥ୍ୟା ଆରୋପ ଲଗାଇବା ଘୋର ନିଷ୍ଠୁରତା, ଛାଡ଼ପତ୍ରର ଆଧାର ହୋଇପାରେ : ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ସ୍ୱାମୀଙ୍କ ବିରୋଧରେ ବୈବାହିକ ସମ୍ପର୍କର ଭିତ୍ତିହୀନ ଅଭିଯୋଗ ଆଣିବା ଏବଂ ସାର୍ବଜନୀନ ସ୍ଥାନରେ ବ୍ୟଭିଚାରୀ ବୋଲି ଆଖ୍ୟା ଦେବା ଘୋର ନିଷ୍ଠୁରତା ସଦୃଶ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଅଦାଲତ କହିଛନ୍ତି ଯେ ଏଭଳି କାର୍ଯ୍ୟ ଛାଡ଼ପତ୍ର ପାଇଁ ଆଧାର…

ଇଣ୍ଡିଆ ମେଣ୍ଟର ଆସନ ବୁଝାମଣା ଫର୍ମୁଲା ପ୍ରସ୍ତୁତ, ଓଡ଼ିଶାର ସମସ୍ତ ୨୧ ଆସନରେ ଲଢିବ କଂଗ୍ରେସ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଏକାଠି ହୋଇଥିବା ଇଣ୍ଡିଆ ମେଣ୍ଟରେ ଆସନ ବଣ୍ଟନର ଏକ ସମ୍ଭାବ୍ୟ ଫର୍ମୁଲା ପ୍ରସ୍ତୁତ କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଲୋକସଭାରେ ବିରୋଧୀ ମେଣ୍ଟର ସବୁଠାରୁ ବଡ଼ ଦଳ କଂଗ୍ରେସ ୩୨୦ରୁ ୩୩୦ ଆସନରେ ଲଢ଼ିପାରେ।…

ସଂଘର୍ଷର ଲମ୍ବା ଇତିହାସକୁ ଦୃଷ୍ଟିରେ ରଖି ଅଯୋଧ୍ୟା ମାମଲାର ନିଷ୍ପତ୍ତି ନିଆଯାଇଥିଲା : ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ: ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ସୋମବାର (ଜାନୁଆରୀ ୧) ରାମ ମନ୍ଦିର ମାମଲାର ନିଷ୍ପତ୍ତି ଉପରେ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇ କହିଛନ୍ତି ଯେ ଅଯୋଧ୍ୟା ମାମଲାର ବିଚାରପତିମାନେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନେଇଥିଲେ ଯେ କିଏ ରାୟ ଲେଖିଛି ତାହା ଉଲ୍ଲେଖ…

“ଆମ ମସଜିଦ ଆମଠାରୁ ଛଡ଼େଇ ନେବେ….ଆଶଙ୍କା ପ୍ରକାଶ କଲେ ଅସଦୁଦ୍ଦିନ ଓଓ୍ବୈସି

ନୂଆଦିଲ୍ଲୀ : ରାମ ମନ୍ଦିର ସମାରୋହ ପାଇଁ ପ୍ରସ୍ତୁତି ଏବଂ ସୁନେହରୀ ମସଜିଦକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଅଲ ଇଣ୍ଡିଆ ମଜଲିସ ଇତ୍ତେହାଦୁଲ ମୁସଲିମିନ (ଏଆଇଏମଆଇଏମ୍ ) ସଭାପତି ଅସଦୁଦ୍ଦିନ ଓୱେସି କହିଛନ୍ତି ଯେ ଯେଉଁଠାରେ ଆମେ ୫୦୦ ବର୍ଷ…