Month: January 2024

ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍‌ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ…

୨୦୨୪ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ

ପୁରୀ: ୨୦୨୪ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି,ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆସନ୍ତା ୧ ତାରିଖରେ ନୟାଗଡ଼…

ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି

ଭୁବନେଶ୍ବର: ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ବୁଧବାର ବହିଷ୍କୃତ ହୋଇଛନ୍ତି। ୨୦୧୮ ସେପ୍ଟେମ୍ବର ମାସରେ…

ବାହାଘର ଭୋଜି ଖାଇ ଜଣେ ମୃତ, ୨୦ରୁ ଅଧିକ ଗୁରୁତର

ସୁନ୍ଦରଗଡ଼: ବାହାଘର ଭୋଜି ଖାଇ ଜଣଙ୍କର ମୃତ୍ୟୁ ହେବା ସହ ୨୦ରୁ ଅଧିକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବିଷାକ୍ତ ଖାଦ୍ୟ ଖାଇ ଅସୁସ୍ଥ ହୋଇଥିବା ସନ୍ଦେହ ଉପୁଜିଛି। ସୁନ୍ଦରଗଡ଼ ସବଡ଼େଗା ବ୍ଲକ ଦେଓଗାଁରେ…

ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଇଂରାଜୀ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଯୋଗେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି…

ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୦ରେ ପହଞ୍ଚିଲା

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୦ରେ ପହଞ୍ଚିଲା। ଏଣେ ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ…

ଦାୟିତ୍ବ ନେ‌‌ଲେ ଭାରପ୍ରାପ୍ତ ଡିଜି ଅରୁଣ ଷଡ଼ଙ୍ଗୀ

କଟକ: ୧୯୯୦ ବ୍ୟ‌ାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ରାଜ୍ୟ ପୁଲିସର ସ୍ବତନ୍ତ୍ର ଡିଜି ପାହ୍ୟାର ଅଧିକାରୀ ଅରୁଣ ଷଡ଼ଙ୍ଗୀ ଆଜି କାର୍ଯ୍ୟକାରୀ ପୁଲିସ ଡିଜି ଭାବେ ଦାୟିତ୍ବ ନେଇଛନ୍ତି। ରାଜ୍ୟ ପୁଲିସ ମୁଖ୍ୟାଳୟରେ ଡିଜି ସୁନିଲ ବଂଶଲଙ୍କଠାରୁ ସେ ଆଜି ଦାୟିତ୍ବଗ୍ରହଣ…

୨୮ରେ BJDକୁ ଯାଇଥିଲେ, ୩୧ରେ କଂଗ୍ରେସକୁ ଫେରିଲେ, ନୂଆବର୍ଷରେ ପୁଣି ବିଜେଡିକୁ ଆସିଲେ

ଜଳେଶ୍ବର : ଗତ ୫ ଦିନ ଭିତରେ ଜଣେ ନେତା କଂଗ୍ରେସ ଓ ବିଜେଡି ଭିଡରେ ଡିଆଁ ମାରୁଛନ୍ତି। ଆଉ ତାଙ୍କୁ ନେବା ପାଇଁ ନେତାଙ୍କ ଭିତରେ ପ୍ରତିଯୋଗିତା ଚାଲିଛି। ଏମିତି ବାରମ୍ୱାର ରଙ୍ଗ ବଦଳାଉଥିବା ନେତା ଜଣକ ହେଉଛନ୍ତି ବାଲେଶ୍ୱର…

ଜାନୁଆରୀରେ କମିବ ଥଣ୍ଡା !

ଭୁବନେଶ୍ବର : ଜାନୁଆରୀ ୨୦୨୪ରେ ଶୀତର ପ୍ରଭାବ କମିବା ସମ୍ଭାବନା ରହିଛି। ସ୍ୱଭାବିକଠାରୁ ରାତିର ତାପମାତ୍ରା ଅଧିକ ରହିବାକୁ ଥିବାରୁ ଥଣ୍ଡା କମ୍‌ ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଆଗାମୀ ୪ ଓ ୫…

ସାଇବର ଅପରାଧ ରୋକିବାକୁ କମିଶନରେଟ ପୁଲିସର ମାଷ୍ଟରପ୍ଲାନ୍

ଭୁବନେଶ୍ବର : ନୂଆ ବର୍ଷ ରେ ସାଇବର ଅପରାଧ ରୋକିବାକୁ କମିଶନରେଟ ପୁଲିସ ର ନୂଆ ମାଷ୍ଟର ପ୍ଲାନ। ପୁଲିସ ସହ କାମ କରିବେ ସାଇବର ଭଲେଣ୍ଟିଅର। ବିଭିନ୍ନ ସଫ୍ଟ ୱେୟର କମ୍ପାନୀ ର ୨୫ ଜଣ ସାଇବର ଏକ୍ସପର୍ଟ ପୁଲିସ…