ମହାମହିମ ରାଷ୍ଟ୍ରପ୍ରତିଙ୍କ ଗସ୍ତ ନେଇ ମୟୂରଭଂଜ ଚଳଚଂଚଳ, ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଜାରି
ରାଇରଙ୍ଗପୁର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ତାରିଖ ଦିନ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ପାଇଁ ସେ ୨୮ ଫେବ୍ରୁଆରିରେ ନୂଆଦିଲ୍ଲୀରୁ ଏକ ସତନ୍ତ୍ର ବିମାନ ଯୋଗେ ଝାଡଖଣ୍ଡର ରାଂଚିସ୍ଥିତ ବିର୍ସା ମୁଣ୍ଡା ବିମାନବନ୍ଦରରେ ପହଂଚିବା ପରେ ସେଠାରେ…