ଦାଉଦ ଇବ୍ରାହିମର ସମ୍ପର୍କୀୟଙ୍କୁ ଗୁଳି ମାଡ଼
ଅଣ୍ଡର ୱାର୍ଲଡ ଡନ୍ ତଥା ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଦାଉଦ ଇବ୍ରାହିମର ଜଣେ ସମ୍ପର୍କୀୟଙ୍କୁ ଗୁଳିମାଡ଼ ହୋଇଛି। ଉତ୍ତର ପ୍ରଦେଶର ଜଲାଲାବାଦ ଠାରେ ୩୫ ବର୍ଷୀୟ ନିହାଲ ଖାନ ଗୁଳି ମାଡ଼ରେ ଗୁରୁତର ଆହତ ହୋଇଛନ୍ତି। ନିହାଲ ଖାନଙ୍କ ଘର ମୁମ୍ବାଇରେ।…
ଅଣ୍ଡର ୱାର୍ଲଡ ଡନ୍ ତଥା ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଦାଉଦ ଇବ୍ରାହିମର ଜଣେ ସମ୍ପର୍କୀୟଙ୍କୁ ଗୁଳିମାଡ଼ ହୋଇଛି। ଉତ୍ତର ପ୍ରଦେଶର ଜଲାଲାବାଦ ଠାରେ ୩୫ ବର୍ଷୀୟ ନିହାଲ ଖାନ ଗୁଳି ମାଡ଼ରେ ଗୁରୁତର ଆହତ ହୋଇଛନ୍ତି। ନିହାଲ ଖାନଙ୍କ ଘର ମୁମ୍ବାଇରେ।…
ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ପୁଣି ମାଓତାଣ୍ଡବ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ମାନେ ହେଲେ ପାମେଡ ଥାନା ଅନ୍ତର୍ଗତ କାୟର ଦୁଲେଡ ଗ୍ରାମର ସୋଡି ହୁଙ୍ଗା…
ପଶ୍ଚିମବଙ୍ଗର ଜଣେ ବିଜେପି ନେତାଙ୍କ ବିରୁଦ୍ଧରେ ଆସିଛି ସଙ୍ଗୀନ ଅଭିଯୋଗ। ସେକ୍ସ ରାକେଟ୍ ଚଲାଉଥିବା ଅଭିଯୋଗରେ ପୁଲିସ ବିଜେପି ନେତା ସବ୍ୟସାଚୀ ଘୋଷଙ୍କୁ ଗିରଫ କରିଛି। ସବ୍ୟସାଚୀ ହାୱଡାରେ ସେକ୍ସ ରାକେଟ୍ ଚଲାଉଥିବା ଅଭିଯୋଗ ହୋଇଛି। ବିଜେପି ନେତା ଏପରି ସଙ୍ଗୀନ…
ବ୍ରହ୍ମପୁର: ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୋଲି ସୂର୍ଯ୍ୟନଗରରେ ରହୁଥିବା ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ନାମ ଦେବାଶିଷ ସେଠୀ(୧୭) ବୋଲି ପୁଲିସ କହିଛି। ବୈଦ୍ୟନାଥପୁର ଥାନା ପୁଲିସ କେସ୍ ନମ୍ବର ୧୦୦/୨୪ରେ ଅପମୃତ୍ୟୁ ମାମଲା ରୁଜୁ କରିଛି। ପରୀକ୍ଷାରେ କପି…
ମାର୍ଚ୍ଚ ୧୩ ପରେ ନିର୍ବାଚନ ଆୟୋଗ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ବାବଦରେ ଜାଣିବା ପାଇଁ ଆୟୋଗ ବିଭିନ୍ନ ରାଜ୍ୟ ଗସ୍ତ କରୁଛନ୍ତି। ଏହି ପ୍ରକ୍ରିୟା ଶେଷ ହେବା ପରେ ତାରିଖ…
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ପିପିଳିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ଚାଲିଗଲା ଦୁଇଟି ଜୀବନ । ମୃତକଙ୍କ ଘର ଘଟଗାଁ ଥାନା ଅଧୀନ ବାରିଗାଁରେ ବୋଲି…
ଏମଏସ୍ପି ଗ୍ୟାରେଣ୍ଟି ଦାବିରେ ଶମ୍ଭୁ ବର୍ଡର ଓ ଖାନାଉରି ବର୍ଡରରେ ହଜାର ହଜାର ସଂଖ୍ୟାରେ ଚାଷୀ ଜୋରଦାର ଆନ୍ଦୋଳନ ଚଳାଇଛନ୍ତି। ଦାବି ପୂରଣ ନ ହେଲା ଯାଏ ପଛକୁ ହଟିବାର ପ୍ରଶ୍ନ ଉଠୁନି ବୋଲି ବି ସଫା ସଫା ଶୁଣାଇ ଦେଇଛନ୍ତି।…
ଭୁବନେଶ୍ବର : ଭୁବନେଶ୍ବର ବହୁ ଚର୍ଚ୍ଚିତ ଚନ୍ଦ୍ରମା ଆପାର୍ଟମେଣ୍ଟ ଗୁଳିକାଣ୍ଡ ଘଟଣାରେ ସ୍ବତନ୍ତ୍ର କୋର୍ଟରେ ହାଜର ହେଲେ ସାନଖେମୁଣ୍ଡି ବିଧାୟକ । ସ୍ବତନ୍ତ୍ର କୋର୍ଟରେ ହାଜର ହୋଇଛନ୍ତି ବିଧାୟକ ରମେଶ ଜେନା । ଗୁଳିକାଣ୍ଡ ଘଟଣାକୁ ନେଇ କୋର୍ଟରେ ଚାଲିଛି ସାକ୍ଷୀ…
ସୋଶାଲ ମିଡିଆରେ ଜଣେ ଯୋଗୀଙ୍କ ଯୋଗ ସାଧନ ସମୟର ଭିଡିଓ ବେଶ୍ ଭାଇରାଲ୍ ହେଉଛି। କାରଣ ଯୋଗୀ ଜଣକ ତପସ୍ୟାରେ ଏପରି ମଗ୍ନ ହୋଇଯାଇଛନ୍ତି ଯେ, ତାଙ୍କ ଶରୀରରେ ବରଫ ଖଣ୍ଡ ଜମା ହୋଇଯାଇଛି। ହିମାଳୟ ପର୍ବତ ଉପରେ ବରଫରେ ପୂର୍ଣ୍ଣ…
ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଭକ୍ତଙ୍କୁ ଗଜଉଧାରଣ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂରତି । ମଧ୍ୟାହ୍ନ ଧୂପ ପରେ ମଇଲମ ହେବାପରେ ସିଂହାରୀ ସେବକଙ୍କ ଦ୍ୱାରା ଗଜ ଉଦ୍ଧାରଣ ବେଶ କରାଯିବ ।…