୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର…