Month: February 2024

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା

ଭୁବନେଶ୍ବର : ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ତା’ ସହିତ ଅଙ୍ଗନବାଡ଼ି ସହାୟିକାଙ୍କ ପାରିଶ୍ରମିକ ବଢ଼ିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି…

ବିଜେପିରେ ମିଶିଲେ ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁଁ

ଭୁବନେଶ୍ବର : ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାମୁ ଭବାନୀ ଶଙ୍କର ଜଗଦ୍ଦେବ ମହାପାତ୍ର ଆଜି ବିଜେପିରେ ମିଶିଛନ୍ତି। ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ…

ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ଉପକ୍ରମରେ…

‘୧୭ ଲକ୍ଷ ନକଲି ଭୋଟର’ଙ୍କ ତାଲିକା ଦାଖଲ କଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା : ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ତଥା ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟରେ ଥିବା ପ୍ରାୟ ୧୭ ଲକ୍ଷ ତଥାକଥିତ ନକଲି…

ପୁଣି ଜାତିସଂଘରେ ଅପମାନିତ ହେଲା ପାକିସ୍ତାନ, କଶ୍ମୀର ପ୍ରସଙ୍ଗ ଉଠାଇବାରୁ ପାଇଲା କଡ଼ା ଜବାବ

ନୂଆଦିଲ୍ଲୀ : ପୁଣି ଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି ଭାରତ। ମିଳିତ ଜାତିସଂଘ ମାନବ ଅଧିକାର ପରିଷଦର ୫୫ତମ ଅଧିବେଶନରେ ପୁଣି ଥରେ କଶ୍ମୀର ପ୍ରସଙ୍ଗ…

ମନଇଚ୍ଛା ଗୁରମିତ ରାମ ରହିମକୁ ପାରୋଲରେ ଛାଡ଼ି ପାରିବେନି ସରକାର

ଚଣ୍ଡୀଗଡ଼ : ଦୁଷ୍କର୍ମ ଓ ହତ୍ୟା ଭଳି ଜଘନ୍ୟ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ଆତ୍ମଘୋଷିତ ବାବା ଗୁରମିତ ରାମ ରହିମ ସିଂହଙ୍କୁ ହରିଆଣା ସରକାର ବାରମ୍ବାର…

ହ୍ବିଲ୍‌‌ଚେୟାର୍‌ ସହାୟକ ନମିଳିବାରୁ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ମାମଲା: ଏୟାର ଇଣ୍ଡିଆ ଉପରେ ଲାଗିଲା ୩୦ ଲକ୍ଷ ଟଙ୍କାର ଜରିମାନା

ମୁମ୍ବାଇ: ନିକଟ ଅତୀତରେ ମୁମ୍ବାଇ ବିମାନବନ୍ଦରରେ ହ୍ବିଲ୍‌‌ଚେୟାର୍‌କୁ ନେବା ପାଇଁ ସହାୟକ ଉପଲବ୍ଧ ନଥିବା କାରଣରୁ ଜଣେ ବୃଦ୍ଧଙ୍କର ପାଦରେ ଚାଲି ଚାଲି ଯାଇ ମୃତ୍ୟୁ ଘଟିଥିବା…

ଆପଣମାନେ ମତେ ଦଳରୁ ବାହାର କରିବାକୁ ଚାହୁଁଛନ୍ତି ? ଭାଷଣ ଦେଉଦେଉ କାନ୍ଦିଲେ କମଲନାଥ

ଭୋପାଳ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଛିନ୍ଦୱାରାର ଆଦିବାସୀ ବହୁଳ ଅଞ୍ଚଳ ହରଇରେ ପହଞ୍ଚିଛନ୍ତି। ଜିଲ୍ଲାର ଚୌରାଇ ବିଧାନସଭାର ଚାନ୍ଦଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଦଳୀୟ…

ସନ୍ଦେଶଖାଲି ମାମଲା: ଶେଖ ଶାହଜାହାଁକୁ ୬ ବର୍ଷ ପାଇଁ ନିଲମ୍ବିତ କଲା ଟିଏମସି

କୋଲକାତା: ଗତ କିଛି ଦିନ ଧରି ଫେରାର ଥିବା ଟିଏମସି ନେତା ଶେଖ ଶାହାଜାହାନଙ୍କୁ ଆଜି ପଶ୍ଚିମବଙ୍ଗ ପୁଲିସ ଗିରଫ କରିଛି। ତାଙ୍କୁ ଅଦାଲତରେ ହାଜର କରାଯାଇ…