Month: February 2024

ଚଣ୍ଡିଗଡ଼ ମେୟର ନିର୍ବାଚନ: ବାଲଟ୍‌ ପେପର ତନଖି କରିବେ ସୁପ୍ରିମକୋର୍ଟ

ଚଣ୍ଡିଗଡ଼ ମେୟର ନିର୍ବାଚନକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ସୁପ୍ରିମକୋର୍ଟ କଡ଼ା ଟିପ୍ପଣୀ କରିଛନ୍ତି। ଆପ୍‌ର ୮ ଜଣ କାଉନସିଲରଙ୍କ ବାଲଟ ପେପରକୁ ନାକଚ କରାଯିବାରୁ ଏହାକୁ ନେଇ ସର୍ବୋଚ୍ଚ ଅଦାଲତ କଡ଼ା ଅସନ୍ତୋଷ ପ୍ରକାଶ କରିଛନ୍ତି। ଏ ପ୍ରସଙ୍ଗରେ ଆଜି…

ଆନ୍ଦୋଳନ ବେଳେ ଚାଲିଗଲା କୃଷକଙ୍କ ଜୀବନ

ଏମ୍‌ସିପି ଉପରେ ଗ୍ୟାରେଣ୍ଟି ଦାବି ନେଇ ଜାରି ରହିଛି କୃଷକଙ୍କ ଆନ୍ଦୋଳନ। ବିଭିନ୍ନ ଚାଷୀ ସଙ୍ଗଠନ ଏକାଠି ହୋଇ ଦିଲ୍ଲୀ ଚଲୋ ଡାକରା ଦେଇଛନ୍ତି। ତେବେ ଏହି ଆନ୍ଦେଳନ ବେଳେ ପ୍ରାଣ ହରାଇଛନ୍ତି ଜଣେ କୃଷକ। ବିକ୍ଷୋଭ କରୁଥିବା ବେଳେ ହୃଦ୍‌ଘାତରେ…

ସନ୍ଦେଶଖାଲି ମାମଲା: ଶୁଣିଲେନି ସୁପ୍ରିମକୋର୍ଟ

ବହୁ ଚର୍ଚ୍ଚିତ ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଆସିଛି ସୁପ୍ରିମକୋର୍ଟଙ୍କ ବଡ଼ ରାୟ। ଏହି ମାମଲାରେ ସେ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି। ଏଥିସହ ମାମଲାରେ ଏସ୍‌ଆଇଟି ତଦନ୍ତ ପାଇଁ ହୋଇଥିବା ଆବେଦନକୁ ସେ ଖାରଜ କରିଦେଇଛନ୍ତି। ସନ୍ଦେଶଖାଲି ମାମଲାରେ ସିବିଆଇ ବା…

ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ୪ ଦ୍ବାର ଯଥାଶୀଘ୍ର ଖୋଲିବାକୁ ଦାବି କଲା ଆପ୍ ୟୁଥ୍ ଟିମ୍

ପୁରୀ: ପୂର୍ବ ପରି ଶ୍ରୀମନ୍ଦିର ୪ ଦ୍ଵାର ଦେଇ ଭକ୍ତଙ୍କୁ ଦର୍ଶନ ସୁଯୋଗ ଦେବାକୁ ଦାବି କରିଛି ଆପ୍ ୟୁଥ୍ ଟିମ୍ । ଯାହାକୁ ନେଇ ଆଜି ଆପ୍ ତରଫରୁ ଜିଲ୍ଲାପାଳଙ୍କ ଅନୁପସ୍ଥିତି ଯୋଗୁଁ ଅତିରିକ୍ତ ଜିଲ୍ଲାପାଳ କୈଳାଶ ଚନ୍ଦ୍ର ନାୟକ…

ସାଇକେଲରୁ ଓହ୍ଲାଇ ନୂଆ ଦଳ ଗଢ଼ିଲେ ସ୍ୱାମୀ ପ୍ରସାଦ ମୌର୍ଯ୍ୟ

ସାଇକେଲରୁ ଓହ୍ଲାଇ ନୂଆ ଦଳ ଗଠନ କଲେ ସ୍ୱାମୀ ପ୍ରସାଦ ମୌର୍ଯ୍ୟ। ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି ଠାରୁ ପୂରାପୁରି ଅଲଗା ହୋଇଯାଇଛନ୍ତି। ସେ ନିଜର ଏକ ନୂଆ ଦଳ ଗଠନ କରିଛନ୍ତି। ତାଙ୍କ ଦଳର…

ବଜାରରେ ସେନା ୟୁନିଫର୍ମର ବେଆଇନ ବିକ୍ରି, ପୋଲିସ ଓ ସେନାର ମିଳିତ ଚଢ଼ାଉ

ବ୍ରହ୍ମପୁର: ଖୋଲା ବଜାରରେ ମିଳୁଛି ଭାରତୀୟ ସେନାର ୟୁନିଫର୍ମ କପଡା । ଏପରି ଏକ ଘଟଣା ଦେଖିବାକୁ ମିଳିଛି ବ୍ରହ୍ମପୁରରେ । ଖବରପାଇବା ପରେ ବ୍ରହ୍ମପୁର ଟାଉନ ଥାନା ପୁଲିସ ଓ ମିଲିଟାରୀ ଗୁଇନ୍ଦା ସଂସ୍ଥା ଏହି ଦୋକାନ ଉପରେ ମିଳିତ…

ଉଦ୍ଧବ ବି ଛାଡ଼ି ପାରନ୍ତି ‘ଇଣ୍ଡିଆ’ ମେଣ୍ଟ

ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀଙ୍କ ଇଣ୍ଡିଆ ମେଣ୍ଟକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ମିଳୁଛି। ନୀତୀଶ କୁମାର ଓ ମମତା ବାନାର୍ଜୀଙ୍କ ପରେ ଏବେ ଉଦ୍ଧବ ଠାକରେ ମଧ୍ୟ ଇଣ୍ଡି ଆଲାଏନ୍ସ ଛାଡି ପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଦଳ ଦଳ…

କାଲି ମାଟ୍ରିକ ପରୀକ୍ଷା, ଆଜି ରାଜରାସ୍ତାରେ ଶିକ୍ଷକ

ଭୁବନେଶ୍ୱର:ରାତି ପାହିଲେ ମାଟ୍ରିକ୍ ପରୀକ୍ଷା । ଆରମ୍ଭ ହୋଇଯିବ ସ୍କୁଲ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା। ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରସ୍ତୁତି ଚାଲିଥିବା ବେଳେ ରାଜରାସ୍ତାରେ ମାଧ୍ୟମିକ ସ୍କୁଲ ଶିକ୍ଷକ । ଦାବି ପୂରଣ ପାଇଁ ଦୀର୍ଘ ୧୨ ଦିନ ହେଲା ଭୁବନେଶ୍ବର…

ଅଖିଳେଶଙ୍କ ଅଲ୍ଟିମେଟମ୍‌, କଂଗ୍ରେସ ଅଧିକ ସିଟ୍‌ ମାଗିଲେ ହେବନି ମେଣ୍ଟ

ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ସିଟ୍‌ ଭାଗବଣ୍ଟାକୁ ନେଇ ବିରୋଧୀଙ୍କ ଇଣ୍ଡିଆ ମେଣ୍ଟରେ ଜାରି ରହିଛି ଟଣାଓଟରା। ଇଣ୍ଡି ଆଲାଏନ୍ସର ସହଯୋଗୀ ଦଳ ରାଷ୍ଟ୍ରିୟ ଲୋକ ଦଳ (ଆରଏଲଡି) ଭାରତୀୟ ଜନତା ପାର୍ଟି (ବିଜେପି) ରେ ଯୋଗଦେବା ପରେ ପୁଣିଥରେ ଉତ୍ତରପ୍ରଦେଶରେ…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଜିଲ୍ଲା ଗସ୍ତ

ବରଗଡ: ବହୁ ଦିନର ଅପେକ୍ଷା ପରେ ପୁରଣ ହେବାକୁ ଯାଉଛି ବରଗଡବାସୀଙ୍କ ସ୍ଵପ୍ନ । ଆସନ୍ତାକାଲି ବରଗଡ ଗସ୍ତରେ ଯାଇ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…