ଆସନ୍ତା ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା, ସିସିଟିଭି ନଜରରେ ପରୀକ୍ଷା କେନ୍ଦ୍ର
ଭୁବନେଶ୍ୱର : ଆସନ୍ତା ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ଏଥିପାଇଁ ବୋର୍ଡ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଚଳିତବର୍ଷ ପରୀକ୍ଷା ପରିଚାଳନାରେ ସୁଧାର ପାଇଁ ବୋର୍ଡ ପକ୍ଷରୁ ତ୍ରିସ୍ତରୀୟ ସିସିଟିଭି କ୍ୟାମେରା ପରୀକ୍ଷା କେନ୍ଦ୍ର ସହ ନୋଡାଲ ସେଣ୍ଟରରେ…