ଗିରଫ ହେଲେ କୋଟିପତି ଆରଟିଓ ବସନ୍ତ ମହାପାତ୍ର
ବୌଦ୍ଧ: ବୌଦ୍ଧର କୋଟିପତି ଆରଟିଓ ବସନ୍ତ ମହାପାତ୍ର ଗିରଫ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଆରଟିଓ ବସନ୍ତଙ୍କ ପୈତୃକ ଘର ଗଞ୍ଜାମ, ବୌଦ୍ଧ ଆରଟିଓ ଅଫିସ୍ ଓ ଭୁବନେଶ୍ୱରର ଅନେକ ସ୍ଥାନରେ…
ବୌଦ୍ଧ: ବୌଦ୍ଧର କୋଟିପତି ଆରଟିଓ ବସନ୍ତ ମହାପାତ୍ର ଗିରଫ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଆରଟିଓ ବସନ୍ତଙ୍କ ପୈତୃକ ଘର ଗଞ୍ଜାମ, ବୌଦ୍ଧ ଆରଟିଓ ଅଫିସ୍ ଓ ଭୁବନେଶ୍ୱରର ଅନେକ ସ୍ଥାନରେ…
ବଲାଙ୍ଗିର ଜିଲ୍ଲା ବେଲପଡ଼ା ଥାନା କାନୁଟ ଗାଁ ଉପରପଡ଼ାରେ ଗତ ୧୦ ତାରିଖରେ ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ମୃତ୍ୟୁ ସଂଖ୍ୟା ୪ ଛୁଇଁଲାଣି। ଏହି ବିସ୍ଫୋରଣରେ ସମୁଦାୟ ୬ ଜଣ ଗୁରୁତର ହୋଇଥିଲେ। ମୃତକଙ୍କ ମଧ୍ୟରେ ମା’, ପୁଅ, ଖୁଡ଼ି…
କଟକ : ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ । ୭ ବର୍ଷର ନାବାଳିକାକୁ ୩ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ କଟକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ନାବାଳିକାଙ୍କ ମାଆ । ସରସ୍ୱତୀ ପୂଜା ଦିନ ଏହି…
ଦୁଇ ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣାଗାଡ଼ି। ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗିର-ସୋନପୁର ରାଜରାସ୍ତାର ମଳମୁଣ୍ଡା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ ଖଗେଶ୍ୱର ଦୀପ ଓ ତାଲପାଲି ଗାଁର ସଚିକାନ୍ତ ନାଗ। ଗତକାଲି ରାତିରେ ଖଗେଶ୍ୱର…
କଟକ : କଟକ ଆସିବେ ମହାମହିମ । ମାର୍ଚ୍ଚ ୧ରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ । ମାର୍ଚ୍ଚ ୧ର ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ହେବ କାର୍ଯ୍ୟକ୍ରମ…
ପୁରୀ: ଆଜି ପବିତ୍ର ମାଘ ସପ୍ତମୀ। ବଡି ଭୋରୁ ହଜାର ହଜାର ଶ୍ରଦ୍ଧାଳୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇଛନ୍ତି। ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଗତକାଲି ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ…
ଚଣ୍ଡିଗଡ଼: ପଞ୍ଜାବ-ହରିୟାଣା ସୀମାରେ ବିକ୍ଷୋଭକାରୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଉତ୍ତେଜନା ଲାଗି ରହିଥିବା ବେଳେ ତିନି ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ନେଇ ଗଠିତ କମିଟି ଚଣ୍ଡିଗଡ଼ରେ କୃଷକ ନେତାଙ୍କ ସହ ପୁଣି ଥରେ ଆଲୋଚନା ଜାରି ରହିଛି। କୃଷି ଓ କୃଷକ କଲ୍ୟାଣ…
ନୂଆଦିଲ୍ଲୀ: ଦିଲ୍ଲୀର ଆଲିପୁର ଅଞ୍ଚଳରେ ଥିବା ଏକ ରାସାୟନିକ ରଙ୍ଗ କାରଖାନାରେ ଆଜି ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଛି। ଏନେଇ…
ପ୍ରୟାଗରାଜ: ଜ୍ଞାନବାପି ମସଜିଦର ଏକ କୋଠରିରେ ହିନ୍ଦୁମାନଙ୍କୁ ପୂଜାର୍ଚ୍ଚନା କରିବାକୁ ଅନୁମତି ଦେଇଥିବା ବାରଣାସୀ ଜିଲ୍ଲା ଅଦାଲତଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ପିଟିସନ ଉପରେ ଆହ୍ଲାବାଦ ହାଇକୋର୍ଟ ଗୁରୁବାର ଶୁଣାଣି ଶେଷ କରିବା ସହ ରାୟକୁ ସଂରକ୍ଷିତ ରଖିଛନ୍ତି। ଆହ୍ଲାବାଦ…
ନୂଆଦିଲ୍ଲୀ : ବିରୋଧୀଙ୍କ ମେଣ୍ଟକୁ ଝଟ୍କା। ଏନ୍ଡିଏରେ ସାମିଲ ହେବେ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ କନ୍ଫ୍ରେନ୍ସ ମୁଖ୍ୟ ଫାରୁଖ ଅବଦ୍ଦୁଲା। ଏନେଇ ସେ ଆଜି ଇସାରା ଦେଇଛନ୍ତି। ଗଣମାଧ୍ୟମ ସହ ଆଲୋଚନା ବେଳେ ସେ ସ୍ପଷ୍ଟ କରିଛନ୍ତି ଯେ,…