ଲାଇଭ କରୁଥିବା ବ୍ୟକ୍ତିଙ୍କ ଗୁଳିମାଡ଼ରେ ଶିବସେନା ନେତାଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଦହିସର ଅଞ୍ଚଳରୁ ଗତ ଗୁରୁବାର ଶିବସେନା ନେତାଙ୍କୁ ଗୁଳି କରି ହତ୍ୟା କରାଯିବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ ପୁଲିସକୁ ଯାଞ୍ଚ ଦାୟିତ୍ବ…