ନିର୍ବାଚନ ପ୍ରଚାରରେ ପିଲାମାନଙ୍କୁ ନିୟୋଜିତ କରିବା ମନା
ନୂଆଦିଲ୍ଲୀ: ଆଗକୁ ଲୋକସଭା ନିର୍ବାଚନ ଥିବାବେଳେ ନିର୍ବାଚନ ଆୟୋଗ ଏକ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି । ପ୍ରଚାର କାର୍ଯ୍ୟରେ ପିଲାମାନଙ୍କୁ ବ୍ୟବହାର ନ କରିବାକୁ ଆୟୋଗ ଦଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପୋଷ୍ଟର ଓ ପାମ୍ଫଲେଟ୍ ସମେତ କୌଣସି…