ବଜେଟ୍ ଅଧିବେଶନ, ଗୃହରେ ଅଭିଭାଷଣ ରଖିଲେ ରାଜ୍ୟପାଳ ରଘୁବର ଦାସ
ଭୁବନେଶ୍ବର: ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ ଅାରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକ ବ୍ୟକ୍ତ କଲେ ରାଜ୍ୟପାଳ…