Month: February 2024

ଅଜଣା ରୋଗରେ ୩ ଦିନରେ ୪ ଜଣଙ୍କ ମୃତ୍ୟୁ! ତଦନ୍ତ ପାଇଁ ଗାଁରେ ପହଞ୍ଚିଲା ଟିମ୍‌

ରାୟଗଡ଼ା : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍‌ କୁଚେଇପର ପଞ୍ଚାୟତର କେ. କୋରଳ ଗାଁରେ ଅଜଣା ରୋଗରେ ତିନି ଦିନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକମାନେ ହେଉଛନ୍ତି- ଚମ୍ପା ସାହୁ, ଖଗ ଝଡ଼ିଆ, ଅଭି ଘଣ୍ଟିଆ ଓ…

ମୋଦୀଙ୍କ ଗ୍ୟାରେଣ୍ଟିର ଅର୍ଥ ଗ୍ୟାରେଣ୍ଟି ପୂରା ହେବାର ଗ୍ୟାରେଣ୍ଟି: ପ୍ରଧାନମନ୍ତ୍ରୀ

ସମ୍ବଲପୁର: ଓଡ଼ିଶାର ବିକାଶ ପାଇଁ ବିଜେପି ନେତୃତ୍ବ କେନ୍ଦ୍ର ସରକାର ଗୁରୁତ୍ବ ଦେଉଛନ୍ତି। ଗରିବ, ଯୁବ, ମହିଳା, ଚାଷୀଙ୍କୁ ସଶକ୍ତ କରିବା ପାଇଁ କେନ୍ଦ୍ର ସରକାର ବଜେଟ ପ୍ରସ୍ତୁତ କରିଛନ୍ତି। ମୋଦୀଙ୍କ ଗ୍ୟାରିଣ୍ଟିର ଅର୍ଥ ଗ୍ୟାରେଣ୍ଟି ପୂରା ହେବାର ଗ୍ୟାରେଣ୍ଟି ବୋଲି…

ଷ୍ଟାର୍ଟଅପ ପ୍ରସାର କ୍ଷେତ୍ରରେ ଓଡ଼ିଶା ଦେଶରେ ଆଗରେ ରହିଛି: ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ, ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ଆଇଆଇଏମ ସମ୍ବଲପୁରର ନୂତନ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ସଭାରେ ଯୋଗ ଦେଇଥିଲେ…

ବିଆରଏସ୍‌ ନେତ୍ରୀ କବିତା ଦେଲେ ଧମକ; ପ୍ରିୟଙ୍କା ଗାନ୍ଧି ରାଜ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଲେ କରିବେ ପ୍ରତିବାଦ

ହାଇଦ୍ରାବାଦ: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ରାଜ୍ୟ ଯୋଜନାର ଉଦଘାଟନ ପାଇଁ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧିଙ୍କୁ ନିମନ୍ତ୍ରଣ କରାଯିବ ବୋଲି କହିବାର ଗୋଟିଏ ଦିନ ପରେ ବିଆରଏସ ଏମଏଲସି କେ କବିତା ଏକ…

ଆଡ଼ଭାନୀଙ୍କୁ ପ୍ରକୃତ ସମ୍ମାନ ଦିଆଯାଇନାହିଁ, ଭାରତରତ୍ନ ଘୋଷଣା ପରେ ଏପରି କହିଲା କଂଗ୍ରେସ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ଭେଟେରାନ ନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି | ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଲାଲକୃଷ୍ଣ…

‘ଭାରତ ରତ୍ନ ମୋର ନୀତି ଓ ଆଦର୍ଶକୁ ମିଳିଛି’

ନୂଆଦିଲ୍ଲୀ : ଭେଟରାନ ରାଜନେତା ଲାଲକୃଷ୍ଣ ଆଡଭାନୀ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନରେ ସମ୍ମାନୀତ ହେବେ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଏ ସମ୍ପର୍କରେ ଘୋଷଣା କରିଥିଲେ। ଭାରତ ସରକାର ତାଙ୍କୁ ଭାରତ ରତ୍ନରେ ସମ୍ମାନୀତ କରିବାକୁ…

ଇମ୍ରାନ ଖାଁଙ୍କୁ ଆଉ ୭ ବର୍ଷ ଜେଲ୍, ତାଙ୍କ ପତ୍ନୀଙ୍କୁ ବି ୭ ବର୍ଷ ଜେଲ

ଲାହୋର : ପାକିସ୍ତାନର ଏକ ଅଦାଲତ ଶନିବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଅଣ-ଇସଲାମିକ ବିବାହ ମାମଲାରେ କୋର୍ଟ ଉଭୟଙ୍କୁ ୭ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ବୁଶରାଙ୍କ ପ୍ରଥମ…

କବାଟ ଖୋଲିଲେନି ସିଭିଲ୍‌ ଜଜ୍‌, ଘରୁ ବାହାରିଲା ଝୁଲନ୍ତା ମୃତଦେହ

ଲକ୍ଷ୍ନୌ : ଉତ୍ତରପ୍ରଦେଶର ବଦାୟୁରେ ଘଟିଛି ଏକ ଅଭାବନୀୟ କାଣ୍ଡ। ଜଣେ ସିଭିଲ ଜଜ୍‌ ନିଜ ସରକାରୀ ବାସଭବନରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି । ପୁଲିସ୍‌ ଓ ଫରେନସିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତ…

ଝାଡ଼ଖଣ୍ଡରେ ଫ୍ଲୋର ଟେଷ୍ଟ ପୂର୍ବରୁ ରିଜର୍ଟ ପଲିଟିକ୍ସ, ହାଇଦ୍ରାବାଦରେ ୪୦ ବିଧାୟକ

ରାଞ୍ଚି : ଥମୁନି ଝାଡଖଣ୍ଡ ପଲିଟିକ୍ସ। ମୁଖ୍ୟମନ୍ତ୍ରୀ ବଦଳିଛନ୍ତି କିନ୍ତୁ ଜାରି ରହିଛି ହଟଚମଟ। ହେମନ୍ତ ସୋରେନ୍‌ଙ୍କୁ ଇଡି ନେବା ପରେ ଚମ୍ପାଇ ସୋରେନ୍‌ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତେବେ ଚମ୍ପାଇ ସରକାରଙ୍କ ସ୍ଥିତି ଏବେ ଟଳମଳ…

ପଞ୍ଜାବ ରାଜ୍ୟପାଳଙ୍କ ଇସ୍ତଫା; ରାଜ୍ୟ ସରକାରଙ୍କ ସହ ଥିଲା ବିବାଦ

ଚଣ୍ଡୀଗଡ଼ : ଇସ୍ତଫା ଦେଲେ ପଞ୍ଜାବ ରାଜ୍ୟପାଳ। ରାଜ୍ୟ ସରକାରଙ୍କ ସହ ଚାଲିଥିବା ବିବାଦ ମଧ୍ୟରେ ରାଜ୍ୟପାଳ ବନୱାରିଲାଲ ପୁରୋହିତ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ପଦରୁ ଇସ୍ତଫା ଦେଇଛନ୍ତି ବନୱାରିଲାଲ। ଆଜି ସେ ତାଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି…