ବାଲି ବୋଝେଇ ହାଇୱା ଧକ୍କାରେ ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
ଖୋର୍ଦ୍ଧା: ବେଗୁନିଆ -ବାଘମାରି- ଧଳାପଥର ରାସ୍ତାର ବଡ଼ବେରେଣା ଡୁମୁଣି ମନ୍ଦିର ନିକଟରେ ହାଇଓ୍ବା ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ପୁରୁଷ ଗୁରୁତର ହୋଇଥିବା ଜଣାଯାଇଛି। ଉଭୟେ ସଂପର୍କରେ ପତିପତ୍ନୀ ବୋଲି ଜଣାଯାଇଛି। ସ୍ବାମୀଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ…