Month: February 2024

ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମାନ, ସମ୍ବର୍ଦ୍ଧିତ ହେଲେ ପ୍ରତିଭା ରାୟ, ସୀତାକାନ୍ତ ମହାପାତ୍ର, ଆର୍ଲୋ ଗ୍ରୀଫିଥ୍

ଭୁବନେଶ୍ବର: ଆଜି ଆରମ୍ଭ ହେଲା ଓଡିଆ ଭାଷାର ମହାକୁମ୍ଭ । ଓଡିଆ ଭାଷାର ମହୋତ୍ସବ। ଓଡିଆ ଭାଷାର ଉଲ୍ଲାସର ପର୍ବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଜନତା ମଇଦାନଠାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ…

ଆମେରିକାରେ ଅସୁରକ୍ଷିତ ଭାରତୀୟ ଛାତ୍ର! ମାସକରେ ଗଲାଣି ୪ ଜଣଙ୍କ ଜୀବନ

ଦିନକୁ ଦିନ ଭାରତୀୟ ଛାତ୍ରଙ୍କ ପାଇଁ ଅସୁରକ୍ଷିତ ହୋଇପଡୁଛି ଆମେରିକା। ପୁଣି ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମାତ୍ର ସପ୍ତାହେ ତଳେ ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଏହା ଚତୁର୍ଥ ମାମଲା। ମୃତ ଛାତ୍ର ହେଉଛନ୍ତି, ୧୯…

ଗ୍ୟାସ୍‌ କମ୍ପାନୀରେ ଭୟଙ୍କର ବିସ୍ଫୋରଣ; ୨ ମୃତ, ୧୬୫ ଗୁରୁତର

ଗତକାଲି ମଧ୍ୟ ରାତିରେ କେନିଆର ଏକ ଗ୍ୟାସ୍‌ କମ୍ପାନୀରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୬୫ ଜଣ ଗୁରୁତର ହୋଇଛନ୍ତି। ଗତକାଲି ମଧ୍ୟ ରାତିରେ କେନିଆର…

ଭିତରକନିକାରେ ପ୍ରଥମଥର ପାଇଁ ଚାଲିବ ବିଳାସପୂର୍ଣ୍ଣ ବୋଟ୍

ରାଜନଗର : ପର୍ଯ୍ୟଟକ ମାନଙ୍କ ପାଇଁ ଖୁସି ଖବର । ଭିତରକନିକାରେ ପ୍ରଥମଥର ଚାଲିବ ବିଳାସପୂର୍ଣ୍ଣ ବୋଟ୍ । ଜଙ୍ଗଲର ଶୂନ୍ୟତା ଭିତରେ ନଦୀ ମଧ୍ୟରେ ବିଳାସପୂର୍ଣ୍ଣ ବୋଟ୍ ରେ ରାତ୍ରୀ ଯାପନ କରିବେ ଦେଶ ବିଦେଶର ପର୍ଯ୍ୟଟକ । ଏହା…

ଭଦ୍ରକରେ ସିରିଜ ଦୁର୍ଘଟଣା; ପଛକୁ ପଛକ ପିଟି ହେଲା ୩ଟି ଗାଡି, ଜଣେ ମୃତ

ଭଦ୍ରକ: ଭଦ୍ରକ ରେ ସିରିଜ୍‌ ଦୁର୍ଘଟଣା । ପଛକୁ ପଛକ ପିଟି ହେଲା ତିନୋଟି ଗାଡି । ଫଳରେ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତଙ୍କର ପରିଚୟ ମିଳିନାହିଁ । ଭଦ୍ରକ ଜିଲ୍ଲା ୧୬ ନମ୍ବର…

ଆସନ୍ତାକାଲି ବସିବ ରାଜ୍ୟ କ୍ୟବିନେଟ୍ ଓ ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ । ସନ୍ଧ୍ୟା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ

ରାଞ୍ଚି: ଝାଡ଼ଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଚମ୍ପାଇ ସୋରେନ | ତାଙ୍କ ବ୍ୟତୀତ ଅନ୍ୟ ଦୁଇଜଣ ବିଧାୟକ ଆଲାମଗିର ଆଲାମ (କଂଗ୍ରେସ) ଏବଂ ସତ୍ୟନନ୍ଦ ଭୋକତା (ଆରଜେଡି) ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଅନ୍ୟପଟେ ଝାଡ଼ଖଣ୍ଡର ନୂତନ…

ପିକ୍ଅପ୍ ଭ୍ୟାନ୍ ଧକ୍କାରେ ବୃଦ୍ଧ ମୃତ

ଜଳେଶ୍ଵର: ବାଲେଶ୍ଵର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ଜଳେଶ୍ଵର ଚନ୍ଦନେଶ୍ବର ରାସ୍ତାର କଣ୍ଠାଳିଆ ଇନ୍ଦିରା ଛକ ନିକଟରେ ଆଜି ଏକ ପିକଅପ୍ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ନହରା ଗ୍ରାମର ଖଗେନ୍ଦ୍ର ଭୂୟାଁ (୫୯)। ଖଗେନ୍ଦ୍ର ନହରା…

ଅବାଟକୁ ଚାଲି ଯାଇଥିଲା ୧୪ ବର୍ଷର ପୁଅ; ବିଷ ଦେଇଦେଲା ବାପା

ବହୁ ବୁଝୁଶୁଝା ପରେ ବି ଠିକ୍‌ ବାଟ ଭୁଲି ଅବାଟକୁ ଚାଲି ଯାଇଥିଲା ପୁଅ। ମାତ୍ର ୧୪ ବର୍ଷ ବୟସରେ ଝିଅମାନଙ୍କୁ ଅଶ୍ଳୀଳ ବ୍ୟବହାର କରିବା ସହ ଅଶ୍ଳୀଳ ଭିଡିଓ ବି ଦେଖୁଥିଲା। ଯେତେ ବୁଝାଇଲେ ବି ବୁଝୁ ନ ଥିଲା।…

ରାଜ୍ୟ ସ୍ବାସ୍ଥ୍ୟ ବିଭାଗରେ ବଢ଼ିଲା ପଦବୀ ସଂଖ୍ୟା

ଭୁବନେଶ୍ୱର: ପରିବର୍ତ୍ତନ ମୁଡ୍ ରେ ରାଜ୍ୟ ସରକାର। ଯେଉଁଥିରେ ସାମିଲ୍ ହୋଇଛି ସ୍ବାସ୍ଥ୍ୟ ବିଭାଗ। ଏଥିରେ ସ୍ବତନ୍ତ୍ର ସଚିବ, ନିର୍ଦ୍ଦେଶକ ପଦବି ସଂଖ୍ୟାରେ ବୃଦ୍ଧି କରାଯାଇଛି। ପୂର୍ବରୁ ୨ଟି ସ୍ବତନ୍ତ୍ର ସଚିବ (ଲେବଲ-୧୭) ପଦବି ରହିଥିଲା। ଯାହାକୁ ରାଜ୍ୟ ମେଡିକାଲ ଏବଂ…