ହେମନ୍ତ ସୋରେନଙ୍କୁ ଝଟକା, ଗିରଫଦାରୀ ବିରୁଦ୍ଧରେ ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ
ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝଟକା। ଇଡିର ଗିରଫଦାରୀ ବିରୁଦ୍ଧରେ କରିଥିବା ଆବେଦନକୁ ଖାରଜ କରିଦେଲେ ସୁପ୍ରିମକୋର୍ଟ। ଏ ମାମଲା ଉପରେ ସର୍ବୋଚ୍ଚ ନ୍ୟାୟାଳୟରେ ଶୁଣାଣି ହୋଇପାରିବ ନାହିଁ, ହାଇକୋର୍ଟ ଯିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ। ଜମି ଦୁର୍ନୀତି ମାମଲାରେ…