ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା
ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ବୁଧବାର ଦିନ ସନ୍ଧ୍ୟା ସୁଦ୍ଧା ୧୫ଟି ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଅପରାହ୍ଣରେ ବିଜେଡି ୯ ଜଣଙ୍କର ନାମ ଜାରି କରିଥିଲା। ଦ୍ବିତୀୟ ପର୍ଯ୍ୟାୟରେ ସନ୍ଧ୍ୟାରେ ୬…