କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ସୁର ରାଉତରାୟ
ଭୁବନେଶ୍ବର: କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ । କଂଗ୍ରେସର ସମସ୍ତ ପଦ ପଦବୀ ଛାଡିବା ପରେ ମଧ୍ୟ ସେ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି । ସାନ ପୁଅ ମନ୍ମଥ ରାଉତରାୟ ଆଜି ବିଜେଡିରେ…
ଭୁବନେଶ୍ବର: କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ । କଂଗ୍ରେସର ସମସ୍ତ ପଦ ପଦବୀ ଛାଡିବା ପରେ ମଧ୍ୟ ସେ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି । ସାନ ପୁଅ ମନ୍ମଥ ରାଉତରାୟ ଆଜି ବିଜେଡିରେ…
ଟିଏମସି ନେତ୍ରୀ ମହୁଆ ମୋଇତ୍ର ଓ ବ୍ୟବସାୟୀ ଦର୍ଶନ ହୀରାନନ୍ଦାନନି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମନ କରିଛି। ବିଦେଶ ମୁଦ୍ରା ପରିଚାଳନା ଆଇନ ଉଲ୍ଲଙ୍ଘନ ମାମଲାରେ ଇଡି ଗୋଟିଏ ମନି ଲଣ୍ଡରିଂ ମାମଲା ରୁଜୁ କରିଛି। ଏହି ମାମଲାରେ ଏବେ ଉଭୟଙ୍କୁ ୨୮…
ମାଲକାନଗିରି : ପୋଲିସ୍- ମାଓବାଦୀ ଗୁଳି ବିନିମୟ । ୬ ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ଛତିଗଡର ବିଜାପୁର ଜିଲ୍ଲା ବାସାଗୁଡା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ । ପୋଲିସ୍ ଏନକାଉଣ୍ଟରରେ ୬ ମାଓବାଦୀ ନିହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ…
ଆମେରିକାରେ ରହି ଭାରତରେ ଛାଡ଼ପତ୍ର ପାଇଁ ଚାହୁଁଥିବା ଜଣେ ବ୍ୟକ୍ତିଙ୍କ ଆବେଦନକୁ ବମ୍ବେ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଘରୋଇ ହିଂସା ମହିଳାଙ୍କ ଆତ୍ମସମ୍ମାନକୁ କ୍ଷତି ପହଞ୍ଚାଇଛି। ସେହିପରି ହନିମୁନ ବେଳେ ପତ୍ନୀଙ୍କୁ ସେକେଣ୍ଡ ହ୍ୟାଣ୍ଡ କହିବା ଶାରୀରିକ ଦୁର୍ବବ୍ୟବହାର ସହ…
ଭୁବନେଶ୍ବର: ଦୀର୍ଘ ଦିନ ଧରି ଚର୍ଚ୍ଚାର ଅନ୍ତ ଘଟିଲା । ଶଙ୍ଖ ଧରିଲେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ । ଆଜି ଶଙ୍ଖ ଭବନରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ମନ୍ମଥ ।…
ପରିବାରବାଦକୁ ନେଇ କର୍ଣ୍ଣାଟକା କଂଗ୍ରେସରେ ଦେଖାଦେଇଛି ସାଂଘାତିକ ଝଡ଼ । ସ୍ଥିତି ଏପରି ହୋଇଛି ଯେ, ରାଜ୍ୟର ୭ ବିଧାୟକ ଦଳ ଛାଡ଼ିବାକୁ ଧମକ ଦେଇଛନ୍ତି। ଏଥିସହ ଆମେ ଗୋଟିଏ ପରିବାରର ଚାକର ହୋଇ ପାରିବୁନି ବୋଲି ସେମାନେ ଖୋଲାଖୋଲି ଭାବେ…
ଯାଜପୁର: ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଅନ୍ୟ ଦୁଇଜଣ ଗୁରୁତର ଭାବେ ଆହତ…
ବେଙ୍ଗାଲୁରୁ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୪ର ଷଷ୍ଠ ମ୍ୟାଚ୍ରେ ସୋମବାର ପଞ୍ଜାବ କିଙ୍ଗ୍ସ(ପିବିକେଏସ୍)କୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ୪ ୱିକେଟ୍ରେ ପରାସ୍ତ କରିଛି। ସ୍ଥାନୀୟ ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ବେଙ୍ଗାଲୁରୁ ୧୭୭ ରନ୍ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିଲା।…
ସୋରଡ଼ା: ଗଂଜାମ ଜିଲ୍ଲା ବଡ଼ଗଡ଼ ଥାନା ଅଧୀନ ହାତୀଖାଲ ଗ୍ରାମରେ ସୋମବାର ଅପରାହ୍ଣରେ ବଜ୍ରାଘାତରେ ୩୨ଟି ଛେଳିଙ୍କ ମୃତ୍ୟୁ ହୋଇଛି। ୩ ଜଣ ଛେଳିଚରାଳି ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ମାନେ ହେଲେ ପପୁ ମହାଙ୍କୁଡ, ସାଇଶ୍ରୀ…
ଭୁବନେଶ୍ୱର: ବିଭିନ୍ନ ଜିଲ୍ଲା ପାଇଁ ବିଜେଡିର ନୂଆ ନିଯୁକ୍ତି । ରଞ୍ଜନ କୁମାର ସାହୁଙ୍କୁ ଦେବଗଡ଼ ଜିଲ୍ଲା ସହ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି । ପବିତ୍ର ଭୁତିଆଙ୍କୁ ଦେବଗଡ଼ ବିଧାନସଭା ଆସନ ପାଇଁ ବିଧାନସଭା କ୍ଷେତ୍ର ସଂଯୋଜକ ଭାବେ ମିଳିଛି ନିଯୁକ୍ତି…