Month: March 2024

ଅବସରପ୍ରାପ୍ତ ସେନା କର୍ମଚାରୀ ଗିରଫ, ୩ ଥର ପୋଲିସ ଉପରକୁ କରିଥିଲେ ମରଣାନ୍ତକ ଆକ୍ରମଣ

ବାଙ୍କୀ : କାବୁ ହେଲେ ଅବସରପ୍ରାପ୍ତ ସେନା କର୍ମଚାରୀ । ଅବସରପ୍ରାପ୍ତ ସେନା କର୍ମଚାରୀ ସରୋଜ ଦାସଙ୍କୁ କାବୁ କଲା ପୋଲିସ । ୩ ଥର ପୋଲିସ ଉପରକୁ ମରଣାନ୍ତକ ଆକ୍ରମଣ କରିଥିଲେ ସରୋଜ ଦାସ। ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇଥିଲେ…

ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ ପରେ ଦେବଗଡ଼ ଓ ଗ୍ରାମାଞ୍ଚଳ କଟକରେ ନୂଆ ଏସପି ନିଯୁକ୍ତ

ଭୁବନେଶ୍ୱର: ନିର୍ବାଚନ ଆୟୋଗ ବା କମିସନଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶା ସରକାର ଦେବଗଡ଼ ଓ କଟକ ଗ୍ରାମାଞ୍ଚଳରେ ଏସପି ପଦବୀରେ ପରିବର୍ତ୍ତନ କରିଛନ୍ତି। ଅଣକ୍ୟାଡର ଅଫିସର ରାମ ପ୍ରସାଦ ସାହୁ ଓ ମିହିର କୁମାର ପଣ୍ଡାଙ୍କୁ ଏସପି ପଦରୁ ବଦଳି କରିବାକୁ ନିର୍ବାଚନ…

ବିଜେଡି ଛାଡ଼ି ଭର୍ତ୍ତୃହରି ମହତାବ ଅପରିପକ୍ୱତାର ପରିଚୟ ଦେଇଛନ୍ତି: ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ

କଟକ: କଟକ ଲୋକସଭା ସଦସ୍ୟ ଭର୍ତ୍ତୃହରି ମହତାବ ବିଜେଡି ଛାଡ଼ିବା ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ଏତେ ବର୍ଷ ଦଳରେ ରହି ବିଜେଡି ଛାଡ଼ିବା ଭର୍ତ୍ତୃହରି ଙ୍କ ଅପରିପକ୍ୱତାର ପରିଚୟ। ବିଜେପି ଟିକେଟ୍ ଆଶାରେ…

ଉନ୍ନୟନ କାର୍ଯ୍ୟ ନେଇ ଗ୍ୟାରେଣ୍ଟି କାର୍ଡ ଖେଳିଲା କଂଗ୍ରେସ

ମାଲକାନଗିରି: ମାଲକାନଗିରି କଂଗ୍ରେସ ଭବନ ଠାରେ କଂଗ୍ରେସର ୯ ଟି ଗ୍ୟାରେଣ୍ଟି କାମ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ କଂଗ୍ରେସର ଜିଲ୍ଲା ସଭାପତି ଗୋବିନ୍ଦ ପାତ୍ର କେନ୍ଦ୍ରରେ ବିଜେପି ଓ ରାଜ୍ୟରେ ବିଜେଡି ଯାହା ରକିନାହାନ୍ତି…

ସତ୍ୟବାଦୀରୁ ଲଢ଼ିବେ ସଞ୍ଜୟ, ବ୍ରହ୍ମଗିରିରୁ ଉମା ଉମାକାନ୍ତ ସାମନ୍ତରାୟ: ପୁରୀ ବିଜେଡି ସଭାପତି

ପୁରୀ : ଆସନ୍ତା ଲୋକସଭା ତଥା ବିଧାନସଭା ନିର୍ବାଚନରେ ଆଶାୟୀ ପ୍ରାର୍ଥୀ ଚୟନ କରିବାକୁ ବିଜୁ ଜନତା ଦଳ (ବିଜେଡି) ର ପକ୍ଷରୁ ପ୍ରାର୍ଥୀ ଚୟନ କରିବା ଆରମ୍ଭ ହୋଇଯାଇଛି। ଏହି ପ୍ରକ୍ରିୟାରେ ପୁରୀ ଜିଲା ସଭାପତି ଦିବାକର ପାତ୍ର ଶନିବାର…

ଏପ୍ରିଲ ପ୍ରଥମ ସପ୍ତାହରେ ଆସିପାରେ ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୩।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ଏହାର ପ୍ରଥମ ପ୍ରାର୍ଥୀ ତାଲିକା ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରକାଶ କରିପାରେ। ରିପୋର୍ଟ ଅନୁଯାୟୀ ନବୀନ ନିବାସରେ ଆଗାମୀ ନିର୍ବାଚନରେ ବଡ଼ ଲଢେଇ ପାଇଁ ପ୍ରସ୍ତୁତି ଚାଲିଛି। ଏହାରି ମଧ୍ୟରେ…

ପୁଣି ଦିଲ୍ଲୀ ଗଲେ ମନମୋହନ : ଏଥର ଆସିବ ଓଡ଼ିଶା ପ୍ରାର୍ଥୀଙ୍କ ନାଁ

ଭୁବନେଶ୍ବର : ବିଜେପି- ବିଜେଡି ମଧ୍ୟରେ ମେଣ୍ଟ ହେବା ନେଇ ଚାଲିଥିବା ଚର୍ଚ୍ଚାର ବିରାମ ଲାଗିବା ପରେ ଉଭୟ ଦଳ ନିଜ ନିଜର ଯୋଦ୍ଧାଙ୍କୁ ମଇଦାନଙ୍କୁ ଓହ୍ଲାଇବାକୁ ପ୍ରସ୍ତୁତ କରିଦେଲେଣି ରଣନୀତି। ନିର୍ବାଚନ ତାରିଖ ପାଖେଇ ଆସୁଥିବାରୁ ଉଭୟ ଦଳ ମଧ୍ୟରେ…

ବ୍ୟାପୁଛି ଝାଡ଼ାବାନ୍ତି; ଜଣେ ମୃତ, ୧୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ!

ସମ୍ବଲପୁର : ସମ୍ୱଲପୁର ଜିଲ୍ଲା ହୀରାକୁଦରେ ବ୍ୟାପୁଛି ଡାଇରିଆ। ସହରର ଘରେ ଘରେ ଡାଇରିଆ ରୋଗୀ। ଅଭିଯୋଗ ହୋଇଛି, ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ହୀରାକୁଦ ସହର କାଳୁପଡ଼ାର ଟିକେଶ୍ୱର ନାୟକ। ପରିବାର ଲୋକଙ୍କ କହିବା ଅନୁସାରେ, ଝାଡାବାନ୍ତି ହେବାରୁ…

ବିଦେଶରେ ଚାକିରି ଲୋଭ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟିଲେ; ଏବେ ସଂସ୍ଥାରେ ଝୁଲୁଛି ତାଲା

ଭୁବନେଶ୍ବର :ବମିଖାଲରେ ଅଫିସ ଖୋଲି ବିଦେଶରେ ଚାକିରି କରାଇଦେବାର ସ୍ୱପ୍ନ ଦେଖାଇଲେ। ଏଥିପାଇଁ ଯୁବବର୍ଗଙ୍କୁ ଟାର୍ଗେଟ କଲେ। ବିଦେଶରେ ଚାକିରି କରିବା ନିମନ୍ତେ ବାହାର ରାଜ୍ୟର ବହୁ ଯୁବକ ନିଜ ଘରର ଜିନିଷ ବିକି, ଧାରକରଜ କରି ଟଙ୍କା ଦେବାକୁ ଲାଗିଲେ।…

ନିର୍ବାଚନ କମିଶନଙ୍କ ତାଗିଦ୍ ପରେ ଆଉ ୬ ଓଏଏସ୍ ଅଫିସରଙ୍କ ବଦଳି

ଭୁବନେଶ୍ବର : ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଆଉ ୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଓଡ଼ିଶା ରାଜ୍ୟ ଖାଦ୍ୟ କମିଶନରେ ସଦସ୍ୟ…