ନାବାଳିକା ଯୌନ ଶୋଷଣ ଅପରାଧିକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ
ଭଦ୍ରକ: ନାବାଳିକା ଯୌନ ଶୋଷଣ ଅପରାଧିକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଲେ ଭଦ୍ରକ ପୋକ୍ସ କୋର୍ଟ । ନାବାଳିକା ଯୌନ ଶୋଷଣ ମାମାଲାର ବିଚାର କରି ନାୟକାଣି ଡ଼ିହି ଥାନା ତମ୍ବାଖଣ୍ଡି ଗାଁର ରାଜନୀକାନ୍ତ ନାୟକଙ୍କ ପୁଅ ଜଗା ଓରଫ…
ଭଦ୍ରକ: ନାବାଳିକା ଯୌନ ଶୋଷଣ ଅପରାଧିକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଲେ ଭଦ୍ରକ ପୋକ୍ସ କୋର୍ଟ । ନାବାଳିକା ଯୌନ ଶୋଷଣ ମାମାଲାର ବିଚାର କରି ନାୟକାଣି ଡ଼ିହି ଥାନା ତମ୍ବାଖଣ୍ଡି ଗାଁର ରାଜନୀକାନ୍ତ ନାୟକଙ୍କ ପୁଅ ଜଗା ଓରଫ…
ଗିରଫଦାରୀ ବିରୁଦ୍ଧରେ କରିଥିବା ଆବେଦନ ପ୍ରତ୍ୟାହାର କରିନେଲେ ଅରବିନ୍ଦ କେଜ୍ରିୱାଲ। ଇଡିର ଗିରଫଦାରୀ ବିରୁଦ୍ଧରେ କେଜ୍ରିୱାଲ ସୁପ୍ରିମକୋର୍ଟରେ ଯେଉଁ ଆବେଦନ କରିଥିଲେ, ତାକୁ ଆଜି ଉଠାଇ ନେଇଛନ୍ତି। ଏହି ମାମଲା ତଳ କୋର୍ଟରେ ବିଚାରଧୀନ ଥିବାରୁ ଆବେଦନ ପ୍ରତ୍ୟାହାର କରି ନିଆଯାଇଥିବା…
ନୂଆଦିଲ୍ଲୀ: ଏସୟୁଭି ଆକାରର ସ୍ବଦେଶର ୱିଙ୍ଗ୍ ରକେଟ୍ ଅାଜି ସଫଳତାର ସହ ଲଞ୍ଚ୍ ହୋଇଯାଇଛି। ଆଜି ସକାଳେ କର୍ଣ୍ଣାଟକର ଏକ ରନୱେରେ ଅବତରଣ କରି ଦେଶର ପୁନବ୍ୟବହାର ଯୋଗ୍ୟ ରକେଟ୍ ବିଭାଗରେ ପ୍ରବେଶ କରିବାରେ ଏକ ପ୍ରମୁଖ ମାଇଲଖୁଣ୍ଟକୁ ଚିହ୍ନିତ କରିଛି।…
ଭୁବନେଶ୍ଵର: ବହୁଚର୍ଚ୍ଚିତ ଲକ୍ଷ୍ମୀସାଗର ଚମ୍ପାପୋଖରୀ ଅଞ୍ଜନ ବେହେରା ହତ୍ୟା ଘଟଣା । ଆଉ ୪ଜଣଙ୍କୁ ଗିରଫ କଲା ଲକ୍ଷ୍ମୀସାଗର ପୋଲିସ । ପୂର୍ବରୁ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ପିଙ୍କୁ ଓ ନିହାରିକାଙ୍କୁ ଗିରଫ କରିଥିଲା ପୋଲିସ । ତ୍ରିକୋଣୀୟ ପ୍ରେମ…
ବାଲେଶ୍ୱର: ନକଲି ଆରଟିଓ ଓ ମୋଟର ଯାନ ନିରୀକ୍ଷକ (ଏମ୍ଭିଆଇ) ସାଜି ଜାତୀୟ ରାଜପଥରେ ଗାଡ଼ି ଯାଞ୍ଚ ଆଳରେ ଟଙ୍କା ଆଦାୟ କରୁଥିବା ୨ ଜଣ ଧୂର୍ତ୍ତ ଯୁବକଙ୍କୁ ଆଜି ବାଲେଶ୍ୱର ପୁଲିସ ବାନ୍ଧିଛି। ୨ ଅଭିଯୁକ୍ତଙ୍କ ମଧ୍ୟରୁ ଆରଟିଓ ସାଜିଥିବା…
ଭୁବନେଶ୍ୱର : ଶଙ୍ଖ ଭବନରେ ରହିଛି ଦାମୋଦର ରାଉତଙ୍କ ପାର୍ଥୀବ ଶରୀର । ସେଠାରେ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଫାଇଭ ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ , ବିଧାୟକ…
ଭୁବନେଶ୍ଵର; ଝାରପଡା ଜେଲ୍ ଭିତରେ ଗୋଷ୍ଠୀ ସଂଘର୍ଷ ଘଟଣା । ଜଣଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ବିଭାଗ । କାର୍ଯ୍ୟରେ ଅବହେଳା କାରଣ ଦର୍ଶାଇ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଭାଗ…
ନୂଆପଡ଼ା: ନୂଆପଡ଼ା ସିନାପାଲି ଥାନା ଅଧୀନ ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକକୁ ପଛରୁ ଧକ୍କା ଦେଲା ଆଉ ଏକ ଟ୍ରକ୍ । ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଗୋଟିଏ ଟ୍ରକରେ ନିଆଁ ଲାଗିଯାଇଥିଲା ।…
ଭୁବନେଶ୍ୱର: ଏବେ ନିର୍ବାଚନୀ ଖବର ଉପରେ ପୋଲିସର ରହିବ କଡା ନଜର । ମିଥ୍ୟା ଖବର ପ୍ରଚାର କରୁଥିବା ଅଭିଯୁକ୍ତଙ୍କୁ ଆଉ ମିଳିବନି ତ୍ରାହି । ଏଥର ସୋସିଆଲ ମିଡିଆ ମନିଟର କରିବ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ସେଲ୍ । ଏନେଇ କ୍ରାଇମବ୍ରାଞ୍ଚ…
ଭୁବନେଶ୍ୱର ; ଓଡ଼ିଶା ରାଜନୀତିରେ ଗୋଟିଏ ଯୁଗର ଅବସାନ ଘଟିଛି। ଆଉ ନାହାଁନ୍ତି ବରିଷ୍ଠ ନେତା ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ତାଙ୍କ…