ରାସ୍ତା ନାହିଁ, ଭାରରେ ବୁହା ହେଲେ ଗର୍ଭବତୀ
କନ୍ଧମାଳ : ପୁଣି ଥରେ କନ୍ଧମାଳ ଜିଲ୍ଲାରେ ଜନନୀ ଯନ୍ତ୍ରଣାର ନଗ୍ନଚିତ୍ର ସାମ୍ନାକୁ ଆସିଛି। ରାସ୍ତା ନଥିବାରୁ ଜଣେ ଗର୍ଭବତୀଙ୍କୁ ଭାର ସାହାଯ୍ୟରେ ପାଖାପାଖି ୩ କିଲୋମିଟର ଯାଏ ବୋହି ନେବାକୁ ପରିବାର ଲୋକେ ବାଧ୍ୟ ହୋଇଛନ୍ତି। ଘଟଣାଟି ଘଟିଛି ଦାରିଙ୍ଗବାଡ଼ି…
କନ୍ଧମାଳ : ପୁଣି ଥରେ କନ୍ଧମାଳ ଜିଲ୍ଲାରେ ଜନନୀ ଯନ୍ତ୍ରଣାର ନଗ୍ନଚିତ୍ର ସାମ୍ନାକୁ ଆସିଛି। ରାସ୍ତା ନଥିବାରୁ ଜଣେ ଗର୍ଭବତୀଙ୍କୁ ଭାର ସାହାଯ୍ୟରେ ପାଖାପାଖି ୩ କିଲୋମିଟର ଯାଏ ବୋହି ନେବାକୁ ପରିବାର ଲୋକେ ବାଧ୍ୟ ହୋଇଛନ୍ତି। ଘଟଣାଟି ଘଟିଛି ଦାରିଙ୍ଗବାଡ଼ି…
ବ୍ରହ୍ମପୁର : ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ବ୍ରହ୍ମପୁର ଅତିରିକ୍ତ ଦୌରା ଜିଲ୍ଲାଜଜ୍-୧ଙ୍କ କୋର୍ଟ। ୨୦୧୩ରେ ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଜଗନ୍ନାଥପୁର ଗାଁରେ ଘଟିଥିବା ଏକ ଡବଲ ମର୍ଡର ମାମଲାରେ କୋର୍ଟ ଆଜି ଏହି ରାୟ…
ଭୁବନେଶ୍ବର : ଅଦିନିଆ ମେଘ ଗଲା। ଏବେ ବଢିବ ତାତି! ଅସମ୍ଭାଳ ହେବ ସ୍ଥିତି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରାରେ ୮ରୁ ୧୦ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି। ତଥା ଆଭ୍ୟନ୍ତରୀଣ…
ନୂଆଦିଲ୍ଲୀ: ଓଡ଼ିଶାରେ ବିଜେଡି-ବିଜେପି ସାମ୍ଭବ୍ୟ ମେଣ୍ଟ ଚର୍ଚ୍ଚା ଭିତରେ ଆଜି ଅଖିଳ ଭାରତୀୟ କଂଗ୍ରେସ କମିଟି(ଏଆଇସିସି)ର ସାଧାରଣ ସଂପାଦକ କେ.ସି. ବେଣୁଗୋପାଳ ରାଜ୍ୟର ଲୋକସଭା ଓ ବିଧାନସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଶ୍ରୀ ବେଣୁଗୋପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ସମୀକ୍ଷା…
ଭୁବନେଶ୍ୱର: ଓଡ଼ିଶାର ୨ ଜଣ ଏସପି ଓ ଜଣେ ଜିଲ୍ଲାପାଳଙ୍କୁ ବଦଳି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ | ବଦଳିବେ ଢେଙ୍କାନାଳ ଜିଲ୍ଲାପାଳ ଓ ଦେବଗଡ ଏସପି । କଟକ ଗ୍ରାମାଞ୍ଚଳ ଏସପିଙ୍କୁ ମଧ୍ୟ ବଦଳି ନିର୍ଦ୍ଦେଶ । ସାଧାରଣ…
ଭୁବନେଶ୍ବର : ସାଧାରଣ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିଲେ ମଧ୍ୟ ରାଜ୍ୟର ଶାସକ ଦଳ ଏହାକୁ ଖୋଲାଖୋଲି ଭାବେ ଉଲ୍ଲଘଂନ କରୁଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଫଟୋଯୁକ୍ତ ସରକାରୀ ହୋର୍ଡିଂ ତୁରନ୍ତ ହଟାଇବାକୁ ବିଜେପି ଦାବି…
ନୂଆଦିଲ୍ଲୀ : ବାରମ୍ବାର ସୁପ୍ରିମକୋର୍ଟଙ୍କ ଠାରୁ ଗାଳି ଖାଇବା ପରେ ଚେତିଛି ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇ। ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ପରେ ଆଜି ଏସ୍ବିଆଇ ପକ୍ଷରୁ କ୍ରମିକ ସଂଖ୍ୟା ସହ ନିର୍ବାଚନ ବଣ୍ଡର ବିସ୍ତୃତ ତଥ୍ୟ ନିର୍ବାଚନ…
ଚେନ୍ନାଇ : ଆଗାମୀ ଲୋକସଭା ନିର୍ବାଚନ ପାଇଁ ଆଜି କେନ୍ଦ୍ରରେ କ୍ଷମତାସୀନ ବିଜେପି ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ତାମଲନାଡୁର ୯ଟି ଆସନ ପାଇଁ ଦଳ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ନିକଟରେ ତେଲଙ୍ଗାନା ରାଜ୍ୟପାଳ ପଦରୁ ଇସ୍ତଫା…
ନୂଆଦିଲ୍ଲୀ : କଂଗ୍ରେସର ସମସ୍ତ ଆକାଉଣ୍ଟକୁ କରାଯାଇଛି ଫ୍ରିଜ୍। ଗଣତନ୍ତ୍ର ଉପରେ ଏହା ଆକ୍ରମଣ। ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ଆକାଉଣ୍ଟକୁ ଜାଣିଶୁଣି ଫ୍ରିଜ କରାଯାଇଛି ବୋଲି ଅଭିଯୋଗ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି। ଅସୁର ଶକ୍ତି ବିରୋଧରେ…
ବଦାୟୁଁ: ଗତମଙ୍ଗଳବାର ଉତ୍ତରପ୍ରଦେଶର ବଦାୟୁଁରେ ପଡୋଶୀ ଘରକୁ ଯାଇ ଜଣେ ଯୁବକ ଟଙ୍କା ମାଗିବା ବାହାନାରେ ତିନିଭାଇଙ୍କ ଉପରେ ଆକ୍ରମଣ କରିଥିଲା। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ରହିଛି। ଏହି ଘଟଣା…