Month: March 2024

ଓମଫେଡର ପରିଚାଳନା ନିର୍ଦ୍ଦେଶକ ହେଲେ ବିଜୟ ଅମୃତ କୁଲାଙ୍ଗେ

ଭୁବନେଶ୍ୱର : ବିଜୟ ଅମୃତ କୁଲାଙ୍ଗେଙ୍କୁ ନୂଆ ଦାୟିତ୍ୱ । ଓମଫେଡର ପରିଚାଳନା ନିର୍ଦ୍ଦେଶକ ହେଲେ ବିଜୟ ଅମୃତ କୁଲାଙ୍ଗେ । ଓଡ଼ିଶା ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି । ମାର୍ଚ୍ଚ ୧୬ ତାରିଖରେ…

ଷ୍ଟାର୍ଟଅପ ମହାକୁମ୍ଭରେ ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କଲେ ନରେନ୍ଦ୍ର ମୋଦି

କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ଆଜି କଡ଼ା ଭାଷାରେ ପୁଣିଥରେ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜନୀତିକ ଷ୍ଟାର୍ଟଅପ ଓ ପ୍ରକୃତ ଷ୍ଟାର୍ଟଅପ କଥା କହି ସେ ରାହୁଲଙ୍କୁ ତାଚ୍ଛଲ୍ୟ ମଧ୍ୟ କରିଛନ୍ତି। ରାହୁଲ ଗାନ୍ଧିଙ୍କ ନାଁ ନ ନେଇ…

ଶ୍ରୀମନ୍ଦିର ନାଟମଣ୍ଡପ ସଂପୂର୍ଣ୍ଣ ସୁରକ୍ଷିତ : ଏଏସଆଇ

ପୁରୀ: ଏବେ ସୁରକ୍ଷିତ ଶ୍ରୀମନ୍ଦିର ନାଟମଣ୍ଡପ । ଆଉ ନାହିଁ ଶ୍ରୀମନ୍ଦିର ନାଟମଣ୍ଡପ ଭାଙ୍ଗିବାର ଭୟ । ଏଏସଆଇ ସୁପରିଟେଣ୍ଡଣ୍ଟଙ୍କ ନାଟମଣ୍ଡପ ବିମରେ ଫାଟର ମରାମତି କାର୍ଯ୍ୟ ୯୦ ପ୍ରତିଶତ ଶେଷ ହୋଇଛି । ଆଉ ଅବଶିଷ୍ଟ ମରାମତି କାର୍ଯ୍ୟ ରଥଯାତ୍ରାରେ…

କୋରାପୁଟ ଓ ନବରଙ୍ଗପୁର ସଂସଦୀୟ କ୍ଷେତ୍ରକୁ ନେଇ ନବୀନ ନିବାସରେ ଆଲୋଚନା

ଭୁବନେଶ୍ବର: ନବୀନ ନିବାସରେ ବୁଧବାର ସନ୍ଧ୍ୟାରେ ନବରଙ୍ଗପୁର ସଂସଦୀୟ କ୍ଷେତ୍ର ପାଇଁ ବୈଠକ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ନବରଙ୍ଗପୁର ସାଂସଦ ରମେଶ ମାଝୀ, ବିଧାୟିକା ପଦ୍ମିନୀ ଦିଆନ, ବିଧାୟକ ମନୋହର ରାନ୍ଧାରୀ, ଝରିଗାଁ ବିଧାୟକ…

କେଜ୍ରିଓ୍ୱାଲଙ୍କୁ ସମନ ମାମଲା: EDକୁ ୨ ସପ୍ତାହ ମଧ୍ୟରେ ଜବାବ ମାଗିଲେ କୋର୍ଟ

ଦିଲ୍ଲୀର ତଥା କଥିତ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ୯ଥର ସମନ କରିଛି। କେବଳ ସେତିକି ନୁହେଁ ଦିଲ୍ଲୀ ଜଳ ବୋର୍ଡ ମାମଲାରେ ଥରେ ସମନ କରାଯାଇଛି। ଏହି ମାମଲାରେ ଏବେ ଦିଲ୍ଲୀ ହାଇକୋର୍ଟ ପ୍ରବର୍ତ୍ତନ…

ରାଜ୍ୟରେ ପ୍ରବଳ ବର୍ଷା ଜାରି, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ଟ୍ବିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ରାଜ୍ୟ ତମାମ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଛି । ଫଳରେ ଜନଜୀବନ ପ୍ରଭାବିତ ହୋଇଛି । କଟକ ସହରର…

ଝାରପଡ଼ା ଜେଲରେ କମିଶନରେଟ୍‌ ପୁଲିସର ରେଡ୍‌; ମିଳିଲା ଗଞ୍ଜେଇ, ଚିଲମ

ଭୁବନେଶ୍ୱର: ଭୁବନେଶ୍ୱର ଝାରପଡ଼ା ଜେଲରେ ଆଜି କମିଶନରେଟ୍ ପୁଲିସ ପକ୍ଷରୁ ରେଡ୍ କରାଯାଇଛି। ଜେଲରେ ଗାଙ୍ଗୱାର ପରେ ଡିସିପିଙ୍କ ନେତୃତ୍ୱରେ ରେଡ୍ ହୋଇଥିବା ସୂଚନା ମିଳିଛି। ଜେଲର ପ୍ରତ୍ୟେକ ସେଲରେ ଛାନଭିନ୍ କରିଛି ସ୍ପେଶାଲ ଟିମ୍। ଏହି ଚଢ଼ାଉରେ ଡିସିପିଙ୍କ ନେତୃତ୍ୱରେ…

ହାତ ଛାଡ଼ିଲେ ବିଧାୟକ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ବର : କଂଗ୍ରେସକୁ ପୁଣି ଏକ ଝଟକା ଲାଗିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଲ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ କଂଗ୍ରେସ ଛାଡ଼ିଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିବା ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି।…

ଭୁବନେଶ୍ୱରରେ ଟିମ ଇଣ୍ଡିଆର ପୂର୍ବତନ କୋଚ୍ ରବି ଶାସ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଟିମ ଇଣ୍ଡିଆର ପୂର୍ବତନ କୋଚ୍ ରବି ଶାସ୍ତ୍ରୀ l ରାଜଧାନୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସିଛନ୍ତି l ନିକଟରେ ଭାରତ ଦିନିକିଆ ବିଶ୍ୱକପ ପରାଜିତ ହୋଇଥିବା ବେଳେ ଆଗକୁ T20 ବିଶ୍ୱକପ ରହିଛି l ଏହା…

ବ୍ରହ୍ମପୁରରେ ମସଲା ଅପମିଶ୍ରଣ କାରଖାନା ଠାବ, ମାଲିକ ଅଟକ

ବ୍ରହ୍ମପୁର: ବଡ଼ ବଜାର ଥାନା ଅନ୍ତର୍ଗତ ବ୍ରଜରାଜନଗରରେ ଥିବା ଏକ ଅପମିଶ୍ରିତ ମସଲା କାରଖାନା ଉପରେ ପୁଲିସ ଚଢ଼ାଉ କରି ବନ୍ଦ କରିଦେଇଛି। ବ୍ରଜରାଜନଗରର ଚାରି ନମ୍ବର ଗଳିରେ ଥିବା ଏକ ଘରେ ଲଙ୍କା ଗୁଣ୍ଡ ଓ ହଳଦୀ ଗୁଣ୍ଡ ଭଳି…