Month: March 2024

ବ୍ଲାକରୋଜ୍ ଜାହାଜ ମାମଲା: ହାଇକୋର୍ଟରେ ସତ୍ୟପାଠ ଦାଖଲ କଲା ସିବିଆଇ

କଟକ: ପୁଣି ଚର୍ଚ୍ଚାରେ ବ୍ଲାକରୋଜ ଜାହାଜ ବୁଡିବା ଘଟଣା । ଏହି ଘଟଣାର ସିବିଆଇ ତଦନ୍ତ ଦାବି ସମ୍ପର୍କିତ ମାମଲାର ଆବେଦନକାରୀଙ୍କ ସମ୍ପର୍କରେ ତଥ୍ୟ ଲୋଡିଛନ୍ତି ହାଇକୋର୍ଟ । ଏନେଇ ଆଜି କୋର୍ଟରେ ସତ୍ୟପାଠ ଦାଖଲ କରିଛି ସିବିଆଇ । ଏହି…

ପୋଲ ତଳକୁ ଖସିଲା ବାଇକ୍, ୨ ମୃତ

ପୋଲ ତଳକୁ ବାଇକ୍ ଖସି ପଡ଼ିବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଗଜପତି ଜିଲ୍ଲା ଆର. ଉଦୟଗିରିର ଡୁମ୍ବା ପାର୍କ ନିକଟରେ ଘଟିଛି ଏହି ଦୁର୍ଘଟଣା। ମୃତକ ଦ୍ୱୟ ହେଉଛନ୍ତି ଛେଳିଗଡ଼ ଗାଁର ମଣ୍ଟୁ ପାଲ୍ ଓ ଟୁକୁନା ସିଂ। ମଣ୍ଟୁ…

ଆସନ୍ତାକାଲିଠୁ କୁଲଡ଼ିହା ଅଭୟାରଣ୍ୟରେ କମ୍ବିଂ ଅପରେସନ: ବନ୍ୟପ୍ରାଣୀ ପିସିସିଏଫ୍

ଭୁବନେଶ୍ୱର: ଆସନ୍ତାକାଲିଠୁ ଶିମିଳିପାଳ କୁଲଡ଼ିହା ଅଭୟାରଣ୍ୟ ଆଖପାଖ ଅଞ୍ଚଳରେ କମ୍ବିଂ ଅପରେସନ ଆରମ୍ଭ ହେବ । ଶିମିଳିପାଳ ଟାଇଗର ପ୍ରୋଟେକ୍ସନ ଫୋର୍ସ ଓ ଏକ୍ସ ଆର୍ମି ଟିମ ଆସନ୍ତାକାଲି ସକାଳୁ ମିଳିତ କମ୍ୱିଂ ଆରମ୍ଭ କରିବେ । ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ…

ରାଜ୍ୟରେ ଲାଗି ରହିବ ଆହୁରି ୨୪ ଘଣ୍ଟା ବର୍ଷା

ଭୁବନେଶ୍ବର: ନିମ୍ନଚାପ ଓ ଗୁରୁଚାପବଳୟ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି। ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ…

ସ୍କୁଲ ନିକଟରୁ ଜବତ ହେଲା ବିପୁଳ ବିସ୍ଫୋରକ ସାମଗ୍ରୀ, ହାଇ ଆଲର୍ଟ

ସ୍କୁଲ ନିକଟରୁ ଜବତ ହେଲା ବିପୁଅ ବିସ୍ଫୋରକ ସାମଗ୍ରୀ। ଏକ ଟ୍ରାକ୍ଟର ଭିତରୁ ଜିଲେଟିନ୍‌ ଛଡ ଓ ଡେଟୋନେଟର୍ସ ଜବତ ହୋଇଛି। ଏହାକୁ ନେଇ ଆକ୍ସନ ମୁଡ୍‌କୁ ଆସିଛି ପୁଲିସ। ଚାରିଆଡେ ହାଇ ଆଲର୍ଟ ଜାରି ହୋଇଛି। ରବିବାର ରାତିରେ ଏହି…

ଟ୍ରାଫିକ୍‌ ସିଗନାଲ୍‌ ଭାଙ୍ଗିଲେ ଗାଡ଼ି ଜବତ ସହ ରଦ୍ଦ ହେବ ଡିଏଲ୍‌

ଭୁବନେଶ୍ବର: ଏଣିକି ଆଉ ଟ୍ରାଫିକ୍‌ ସିଗନାଲ୍ ଡେଇଁ ଯାଇପରିବେନି ଅମାନିଆ ଡ୍ରାଇଭର । କଡ଼ା କଡ଼ି ହେଲା ଟ୍ରାଫିକ ବ୍ୟବସ୍ଥା । ଟ୍ରାଫିକ୍ ପୋଷ୍ଟରେ ରେଡ୍ ଲାଇଟ୍ ଜଳିବା ପରେ ନିୟମ ଭାଙ୍ଗି ଗଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଫାଇନ…

ପୁରୀରେ ପିଲା ଚୋରୀ ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ଼

ପୁରୀ: ପୁରୀରେ ମାତିଛନ୍ତି ପିଲାଚୋର । ପିଲାଚୋରୀ ସନ୍ଦେହରେ ୩ ଜଣ ଯୁବକଙ୍କୁ ସ୍ଥାନୀୟ ଲୋକ ନିସ୍ତୁକ ମାଡ଼ ମାରି ଲହୁଲହାଣ କରିଛନ୍ତି । ପିଲା ଚୋର ସନ୍ଦେହରେ ଏହି ଯୁବକମାନେ ଗାଁରେ ପଶିଥିବା ଭାବି ଗାଁ ଲୋକେ ନିସ୍ତୁକ ମାଡ଼…

JMM ଛାଡି ସଙ୍ଗେ ସଙ୍ଗେ ବିଜେପିରେ ସାମିଲ ହେଲେ ସୀତା ସୋରେନ୍‌

ବିଜେପିରେ ସାମିଲ ହେଲେ ଜେଏମ୍‌ଏମ୍‌(ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା)ର ପ୍ରମୁଖ ଶିବୁ ସୋରେନ୍‌ଙ୍କ ବଡ ବୋହୂ ସୀତା ସୋରେନ୍‌। କିଛି ସମୟ ପୂର୍ବେ ସେ ଜେଏମ୍‌ଏମ୍‌ର ପଦ ଓ ପ୍ରାଥମିକତା ସଦସ୍ୟରୁ ଇସ୍ତଫା ଦେଇଥିବା ନେଇ ଘୋଷଣା କରିଥିଲେ। ଏହାର ତୁରନ୍ତ ପରେ…

ଚଳନ୍ତା ବସରେ ହଠାତ୍ ଅସୁସ୍ଥ ହୋଇପଡିଲେ ଡ୍ରାଇଭର, ରାସ୍ତା କଡ଼କୁ ଖସିଲା ଯାତ୍ରୀବାହୀ ବସ୍

କଟକ: କଥାରେ ଅଛି ଯାହାକୁ ରଖିବେ ଅନନ୍ତ ତାକୁ କି କରିପାରେ ବଳବନ୍ତ। ଏପରି ଏକ ଉଦାହରଣ ଦେଖିବାକୁ ମିଳିଛି କଟକରେ । ଚଳନ୍ତା ବସରେ ଘଟିଛି ଦୁର୍ଘଟଣା। ହେଲେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ସୂଚନା ଅନୁସାରେ, ଚଳନ୍ତା ବସରେ…

ଅଲିଭ ରିଡଲେ ସୁରକ୍ଷା ପାଟ୍ରୋଲିଂ ବେଳେ ଆକ୍ରମଣ

ରାଜନଗର: ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବନ କର୍ମଚାରୀଙ୍କୁ ଆକ୍ରମଣ । ଗତକାଲି ବନବିଭାଗର ଏକ ୧୧ ଜଣିଆ ଟିମ୍ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ହୁକିଟୋଲା ଫ୍ରଣ୍ଟ ଅଞ୍ଚଳକୁ ଯାଇଥିଲେ । ମହାନଦୀ ପାଖରେ ବିରଳ ଅଲିଭ ରିଡଲେ କଇଁଛ ସୁରକ୍ଷା ପାଇଁ…