Month: March 2024

ଭୁବନେଶ୍ବର ଜାଗମରା କାନାଡ଼ା ବ୍ୟାଙ୍କ ସମ୍ମୁଖରୁ ୩ ଲକ୍ଷ ଟଙ୍କା ଲୁଟ୍

ଭୁବନେଶ୍ୱର: ରାଜଧାନୀରେ ମାତିଛନ୍ତି ଲୁଟେରା । ନୂଆ ନୂଆ କୌଶଳ ଆପଣାଉଛନ୍ତି। କିଛି ଦିନ ତଳେ ରାଜଧାନୀରେ ଆତଙ୍କ ଖେଳାଇଥିବା ୯ ଜଣ ଲୁଟେରାଙ୍କୁ ବାନ୍ଧିଥିଲା କମିସନରେଟ ପୋଲିସ । ଘର, ଆପାର୍ଟମେଣ୍ଟ ପରେ ଏବେ ସେମାନଙ୍କ ନଜର ଏଟିଏମ୍‌ କାଉଣ୍ଟର…

ଇଲେକ୍ଟୋରାଲ ବଣ୍ଡ: ନୂଆ ତଥ୍ୟ ଜାରି କଲେ ନିର୍ବାଚନ ଆୟୋଗ

ପ୍ରକାଶ ପାଇଲା ନିର୍ବାଚନୀ ବଣ୍ଡର ନୂଆ ତଥ୍ୟ। ରବିବାର ଭାରତୀୟ ନିବାଚନ ଆୟୋଗ ଇଲେକ୍ଟୋରାଲ ବଣ୍ଡ ତଥା ନିର୍ବାଚନୀ ବଣ୍ଡର ନୂଆ ତଥ୍ୟ ସାର୍ବଜନୀନ କରିଛନ୍ତି। ଏହି ତଥ୍ୟକୁ ଏକ ସିଲ୍‌ ହୋଇଥିବା ଲଫାପାରେ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଦ୍ୱାରା…

କ୍ରସରରେ କାମ କରୁଥିବା ବେଳେ ଅଘଟଣ: ଜଣେ ଶ୍ରମିକ ମୃତ, ୨ ଗୁରୁତର

ଯାଜପୁର: କ୍ରସରରେ ଅଘଟଣ ଘଟି ଶ୍ରମିକ ମୃତ । ଯାଜପୁର ଧର୍ମଶାଳା ରାହାଡପୁର ସ୍ଥିତ ଏକ କ୍ରସରରେ ଅଘଟଣ ଘଟିଛି । କ୍ରସର ମେସିନ ଚକା ଖୋଲିବା ବେଳେ ଅଘଟଣ ଘଟିଥିବା ସୂଚନା ମିଳିଛି । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା…

ଶିମିଳିପାଳ ଅଭୟାରଣ୍ୟରେ ଅଫିମ ଚାଷ ନଷ୍ଟ କଲା ପୋଲିସ

ମୟୂରଭଞ୍ଜ: ଅଫିମ ଚାଷର ହବ୍ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ। ଏକର ଏକର ଜମିରେ ଚାଲିଛି କୋଟି କୋଟି ଟଙ୍କାର ଅଫିମ ଚାଷ। ଅଭୟାରଣ୍ୟର କୋର୍ ଅଞ୍ଚଳରେ ବର୍ଷ ବର୍ଷ ଧରି ଚାଲିଥିବା ନିଶାଦ୍ରବ୍ୟର ଏହି ଫସଲ ବିଷୟରେ ଜାଣିବା ପରେ ୩…

ଏବର୍ଷ ବି ହୋଇପାରିଲା ନାହିଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା

ଭୁବନେଶ୍ଵର: ଏବର୍ଷ ବି ହୋଇପାରିଲା ନାହିଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବହୁ ବର୍ଷର ପରମ୍ପରା ପ୍ରସିଦ୍ଧ ହାଣ୍ଡିଭଙ୍ଗା ଯାତ୍ରା । ୨୦୧୫ରୁ ବନ୍ଦ ରହିଥିବା ଏହି ଯାତ୍ରା ଚଳିତବର୍ଷ ହେବ ବୋଲି ପ୍ରଶାସନ କହିବା ସହ ଉଦ୍ୟମ ଆରମ୍ଭ କରିଥିଲା। ସର୍କିଟ ହାଉସରେ…

ମହାଦେବ ବେଟିଂ ଆପ୍ ମାମଲା: ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଏତଲା

ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ନାଁରେ ଏତଲା। ମହାଦେବ ବେଟିଂ ଆପ୍ ମାମଲାରେ ବାଘେଲଙ୍କ ସମେତ ଏହି ଆପ୍ ପ୍ରମୋଟରଙ୍କ ବିରୋଧରେ ମାମଲା ରୁଜୁ କରିଛି ପୁଲିସ। ଟାଇମ୍ସ ନାଓ ରିପୋର୍ଟ ଅନୁଯାୟୀ, ସେମାନଙ୍କ ବିରୋଧରେ ଠକେଇ ଅଭିଯୋଗ ହୋଇଛି।…

ହୃଦଘାତରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ

ପୁରୀ : ହୃଦଘାତରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ରଜତ ପ୍ରତିହାରୀଙ୍କ ଦେହାନ୍ତ । ମୁମ୍ବାଇର ଏକ ବେସରକାରୀ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ହୋଇଛି । ଶ୍ରୀଜଗନ୍ନାଥଙ୍କର ପ୍ରତିହାରୀ ସେବକ ଓ ଗରାବଡୁ ଓ…

ଜେଲ୍‌ ଗଲେ ଫେମସ ୟୁଟ୍ୟୁବର ଏଲଭିଶ ଯାଦବ

ଜେଲ୍‌ ଗଲେ ବିଗ୍‌ ବସ୍‌ ଓଟିଟି ବିଜେତା ତଥା ଫେମସ ୟୁଟ୍ୟୁବର ଏଲଭିଶ ଯାଦବ। ସାପ ବିଷ ଚାଲାଣ ମାମଲାରେ ଗିରଫ ହୋଇଥିବା ଏଲଭିଶଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି କୋର୍ଟ। ଆଜି ନୋଏଡା ପୁଲିସ ରେଭ୍‌ ପାର୍ଟିରେ…

ବିଜେଡିରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା

ଭୁବନେଶ୍ବର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ…

ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କଲା ରାଜ୍ୟ ବିଜେପି

ଭୁବନେଶ୍ବର: ନିର୍ବାଚନ ବିଗୁଲ ବାଜୁ ବାଜୁ ବିଜେପି ତା’ର ନିର୍ବାଚନ କସରତ ଆରମ୍ଭ କରିଦେଇଛି। ଗତକାଲି ଭୁବନେଶ୍ୱର ରାଜ୍ୟ ଅଫିସରେ ହୋଇଥିବା ନିର୍ବାଚନ କମିଟି ବୈଠକରେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ସ୍ଥିର କରିଛି ବିଜେପି। ନିର୍ଦ୍ଧାରିତ ୧୪୭ MLA, ୨୧ MP…